ପ୍ରମୁଖ ଖବର
‘ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ’
ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ […]
ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଚଳିତ […]
ଉପକୂଳ ରାଜପଥରେ ମିଳିବ ଅତ୍ୟାଧୁନିକ ସୁବିଧା: କିଲୋମିଟର ହିସାବରେ ଟୋଲ୍ କଟିବ
ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍ଏଆଇ)। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ବହୁପ୍ରତିକ୍ଷୀତ ଉପକୂଳ ରାଜପଥ ନିର୍ମାଣ ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ବଡ଼ପୋଖରିଆ-ଦୀଘା ପର୍ଯ୍ୟନ୍ତ ହେବାକୁ ଥିବା ଏହି ରାଜପଥ ପ୍ରଥମ ପର୍ଯ୍ୟାୟରେ ୧୬୩ କିଲୋମିଟର ପାଇଁ ଟେଣ୍ଡର ଆହ୍ବାନ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନଏଚ୍ଏଆଇ)। […]
‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ ହେବ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ […]
ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ‘ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ’
ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପରୀକ୍ଷା ପୂର୍ବରୁ ଅଧିକ ଚାପଗ୍ରସ୍ତ ହୁଅନ୍ତୁ ନାହିଁ। ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପରାମର୍ଶ ମାନି ସମୟର ଠିକ୍ ଉପଯୋଗ କରନ୍ତୁ। ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ। ତେବେ ଯାଇ ସଫଳତା […]
ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ
ଲକ୍ଷ୍ମୀପୁର ଥାନାରେ ୪ ଯୁବକ ଅଟକ ଶନିବାର ରାତ୍ରିରେ ବିରିଗୁଡା ଗାଁରେ ଚାଲିଥିଲା ବୁଢୀ ଠାକୁରାଣୀ ଯାତ୍ରା ସମୟରେ ଜଣେ ନାବାଳିକା ସାଙ୍ଗ ସହ କଥା ହେଉଥିବା ସମୟରେ ୪ ଜଣ ଯୁବକ ସାଙ୍ଗଙ୍କୁ ଅତର୍କିତ ଆକ୍ରମଣ କରି ଝିଅକୁ ପାହାଡ଼ ଉପରକୁ ନେଇ ଗଣଦୁଷ୍କର୍ମ କରିଥିବା ନେଇ ଲକ୍ଷ୍ମୀପୁର ଥାନାରେ ଅଭିଯୋଗ କରାଯାଇଥିଲା। ଲକ୍ଷ୍ମୀପୁର/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଳକ ସଦରମହକୁମାର ଓଡ଼ିଆପେଣ୍ଠ ଗ୍ରାମପଞ୍ଚାୟତର ବିରିଗୁଡା ଗାଁରେ ଏକ ଅଭାବନୀୟ ଘଟଣାଥିଲା। […]
ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ରାଜଧାନୀରେ ଏକ ଫ୍ଲାଏ ଓଭର କାମ ଆମ୍ଭ ହେବ। ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ଏହି ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି। ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ। ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର […]
ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ
ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ […]
ମହାପ୍ରଭୁଙ୍କ ନୀତିକାନ୍ତି ତିଥିନେଇ ସମସ୍ତେ ସହମତ
ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ପର୍ବକୁ ନେଇ ଅନେକ ସମୟରେ ପାଞ୍ଜିକାରେ ଦେଇଥିବା ଦିନ ଓ ତାରିଖକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥାଏ। ତାହାକୁ ଦୂର କରିବା ପାଇଁ ଆଜିର ଏ ବୈଠକ ବସିଥିଲା। ଏଥିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୁରୀ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପଞ୍ଜିକା ସମନ୍ୱୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକ ଶେଷ ହେଲା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ଶ୍ରୀ ପାଢ଼ୀ କହିଛନ୍ତି ଶ୍ରୀମନ୍ଦିର […]
ଚାକିରି ନାମରେଲ କ୍ଷାଧିକ ଟଙ୍କା ଠକେଇ
ଡାବୁଗାଁ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଂଚଳରେ ଚାଞ୍ଚଲ୍ୟ। ୧୯ ଜଣ ନିରୀହ ଆଦିବାସୀ ଯୁବକଙ୍କୁ ସିକ୍ୟୁରିଟି ଗାର୍ଡ ନିଯୁକ୍ତି ଦେବି କହି ଜଣେ ଦଲାଲ ଲକ୍ଷାଧିକ ଟଙ୍କା ଠକେଇ କରିଛି। ଏ ନେଇ ଆଜି ଠକାମୀର ଶିକାର ହୋଇଥିବା କିଛି ଯୁବକ ଡାବୁଗାଁ ଥାନାରେ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।ଥାନାରେ ଅଭିଯୋଗ ଅନୁଯାଇ ପାପଡାହାଣ୍ଡି ବ୍ଲକ ପାତ୍ରି ପଞ୍ଚାୟତ ଅନ୍ତର୍ଗତ ଖରକିଆ […]