ରାଜନୀତି
ସାନ୍ତାଳୀ ଭାଷାରେ ଶିକ୍ଷାଦାନ ପାଇଁ ସରକାର ଚିନ୍ତା କରୁଛନ୍ତି: ମୁଖ୍ୟମନ୍ତ୍ରୀ
ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ […]
ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ
ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍ଏଫ୍ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା […]
ଦୁଇମାସରେ ସରିବ ଆବାସ ସର୍ଭେ କାମ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥିଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ ତଥା ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ। ବିଜେଡିର ସଚିବାଳୟ ଘେରାଉ ପ୍ରସଙ୍ଗରେ ଏଭଳି କଡ଼ା ଟିପ୍ପଣୀ ଦେଇ ମନ୍ତ୍ରୀ ରବିନାରାୟଣ ନାୟକ କହିଛନ୍ତି, ବିଜେଡି କ’ଣ କରିଛି, ତାହା ଓଡ଼ିଶାବାସୀ ଜାଣିଛନ୍ତି। କେବଳ […]
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍ସି ଘେରିଲା ଛାତ୍ର କଂଗ୍ରେସ
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର […]
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି (ବୁଧବାର) ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। […]
ପିଏମ୍ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି
କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ଆଶ୍ବସ୍ତି ମିଳିଛି। ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହୋଇ ନଥିବା ପ୍ରସଂଗକୁ ବିଚାରକୁ ନେଇ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବା ପାଇଁ […]
ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ
କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଅଭିଯୋଗ ଶୁଣି […]
ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ବିଧାନସଭାର ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି ପୁସ୍ତକକୁ […]
କଡା ଆକ୍ସନ ନେଲେ ମୋହନ ସରକାର
ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ […]
ବିଜେପିରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବିଜେଡି ଛାଡ଼ି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି ଆଜି ବିଜେପିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ତାଙ୍କ ସହ୧୪ ସରପଞ୍ଚ, […]