1 min read

ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର

ପ୍ରଥମ ଦିନରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଟ୍ରମ୍ପ ଟ୍ରମ୍ପ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶ ଘୋଷଣା ବିଷୟରେ କହିଛନ୍ତି। ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ଦିନରେ ନିର୍ଦ୍ଦେଶ ସ୍ୱାକ୍ଷର କରିବା ଆରମ୍ଭ କରିଛନ୍ତି। ପ୍ରଥମ ଦିନରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଆଦେଶ ମଧ୍ୟରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର ହେବା ରହିଛି ୱାଶିଂଟନ୍/ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର […]

1 min read

ପାକିସ୍ତାନୀ ଏୟାରପୋର୍ଟକୁ ହାତେଇଲା ଚୀନ

ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ ଲଗାଯାଇଛି। ଖାଲି ସେତିକି ନୁହେଁ, ଚୀନରୁ ଆସୁଥିବା ଜାହାଜ ସମୟରେ ଚୀନସେନାର ସ୍ପେଶାଲ ସ୍କ୍ୱାଡ୍ ଏଠାରେ ମୁତୟନ ରହିବେ। କରାଚି/ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ […]

1 min read

କୋଣାର୍କ ଦେଖି ବିମୋହିତ ହେଲେ ସିଙ୍ଗାପୁର ରାଷ୍ଟ୍ରପତି

କଳାଗ୍ରାମ ରଘୁରାଜପୁର, କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିଲେ ପୁରୀ/କୋଣାର୍କ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଆଜି ସସ୍ତ୍ରୀକ ପୁରୀ ଜିଲ୍ଲା ଗସ୍ତରେ ଆସି ସଦର ବ୍ଲକ୍‌ ଅନ୍ତର୍ଗତ ଚନ୍ଦନପୁର ନିକଟ କଳାଗ୍ରାମ ରଘୁରାଜପୁର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଘୁରାଜପୁରର ପଟ୍ଟଚିତ୍ର, ତାଳପତ୍ର କଳା, ମାଟି ଓ ଗୋବର କଣ୍ଢେଇ, ପଥର କଳା ଆଦି ଦେଖି ଅଭିଭୂତ ହୋଇଛନ୍ତି। ପଟ୍ଟଚିତ୍ର ଶିଳ୍ପୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ପଟ୍ଟଚିତ୍ର […]

1 min read

୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର

ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର […]

1 min read

୧୮ ଜାନୁଆରିରୁ ଭିତରକନିକାରେ ପକ୍ଷୀ ଗଣନା

ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀ ଗଣନା କରାଯିବ ରାଜନଗର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀ ଗଣନା କରାଯିବ। ଜାନୁଆରି ୧୭ରେ […]

1 min read

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ  ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ବିଜୁ ପଟ୍ଟନାୟକ […]

1 min read

ବିଦେଶୀ ପକ୍ଷୀଙ୍କଠାରେ ଲାଗିଲା ଟ୍ରାନ୍ସମିଟର୍‌: ୧୦ ମିନିଟ୍‌ ବ୍ୟବଧାନରେ ପକ୍ଷୀଙ୍କ ଉପସ୍ଥିତି ଜାଣିହେବ

ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। ‌କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି। ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। ‌କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି। ବାରମ୍ବାର […]

1 min read

ପ୍ରବାସୀଙ୍କ ପ୍ରସ୍ତାବକୁ ଗୁରୁତ୍ଵ ଦେବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ: ମୋହନ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ କହିଛନ୍ତି, ପ୍ରବାସୀ ଓଡ଼ିଆଙ୍କ ସହ ସ୍ଵତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ଯୋଗଦେଇଛି। ବହୁ ଦୂରରୁ ଆସି ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଜଣାଉଛି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ପ୍ରବାସୀ ଭାରତୀୟ ଦିବସ-୨୦୨୫ ଅବସରରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କୁ ଭେଟିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସାମଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ପ୍ରଦାନ […]

1 min read

ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ

ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ […]

1 min read

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ […]