ରାଜନୀତି
ସାହିତ୍ୟ ଭାରତୀ ସମ୍ମାନ ଘୋଷିତ
କଟକ ୦୯-୦୩-୨୦୨୫(ପିପିଏସ ) : ଶ୍ରୀ ଗଂଗାଧର ରଥ ଫାଉଣ୍ଡେସନ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ କଟକ ଦରଘା ବଜାରସ୍ଥିତ ଗଂଗାଧର ରଥଙ୍କ ବାସ ଭବନରେ ଅନୁଷ୍ଠିତ ହୋଇ “ ସାହିତ୍ୟ ଭାରତୀ ସମ୍ମାନ” ସହିତ ଅନ୍ୟାନ୍ୟ ସମ୍ମାନ ଓ ପୁରସ୍କାର ସଂପର୍କରେ ଘୋଷଣା କରାଯାଇଛି । ଶ୍ରୀ ଗଂଗାଧର ରଥ ଫାଉଣ୍ଡେସନ ଦ୍ୱାରା ମଯ୍ୟାଦା ଜନକ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୫’ ବିଶିଷ୍ଟ ସାହିତ୍ୟିକ ଶ୍ରୀଯୁକ୍ତ ଶୈଳଜ ରବିଙ୍କୁ ଅର୍ପଣ କରାଯିବାପାଇଁ ସ୍ଥିର […]
ହାଇସ୍କୁଲର ୧୦.୮ ଲକ୍ଷ ପିଲାଙ୍କୁ ମଧ୍ୟାହ୍ନଭୋଜନ
ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୧ଲକ୍ଷ ୭୪ ହଜାର ୯୧୫ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀ (ପିଏମ୍) ପୋଷଣ ଯୋଜନାରେ ଉପକୃତ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ମୁଣ୍ଡ ପିଛା ଖାଦ୍ୟର ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରନ୍ତି। ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୧ଲକ୍ଷ ୭୪ ହଜାର ୯୧୫ ଛାତ୍ରଛାତ୍ରୀ ପ୍ରଧାନମନ୍ତ୍ରୀ (ପିଏମ୍) ପୋଷଣ ଯୋଜନାରେ ଉପକୃତ ହେଉଛନ୍ତି। ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ମୁଣ୍ଡ ପିଛା […]
ଆମ ସରକାର ୨୪ ମିନିଟ୍ରେ ସୁଭଦ୍ରା ଯୋଜନା ନିଷ୍ପତ୍ତି ନେଇଥିଲେ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି ବ୍ରହ୍ମପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫୧ତମ ଅନ୍ତର୍ଜାତୀୟ ମହିଳା […]
କ୍ରିୟାଶୀଳ ହେବ ଭୁବନେଶ୍ବର ନୂଆ ଷ୍ଟେସନ
୩ଟି ଟ୍ରେନ୍ ଏଠାରୁ ଛାଡ଼ିବ, କୋଣାର୍କ ସମେତ ବିଶାଖା, ଇଣ୍ଟରସିଟି ଏକ୍ସପ୍ରେସ୍ ସାମିଲ ଭୁବନେଶ୍ୱର ନୂଆ ଷ୍ଟେସନକୁ ଅଧିକ କ୍ରିୟାଶୀଳ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଷ୍ଟେସନରୁ ୩ଟି ଦୂରଗାମୀ ଏକ୍ସପ୍ରେସ୍ ଟ୍ରେନ୍ ଯାତ୍ରା ଆରମ୍ଭ କରିବା ସହ ସେଠାରେ ହିଁ ଯାତ୍ରା ଶେଷ କରିବ। ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ଭୁବନେଶ୍ୱର ନୂଆ ଷ୍ଟେସନକୁ ଅଧିକ କ୍ରିୟାଶୀଳ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଷ୍ଟେସନରୁ ୩ଟି ଦୂରଗାମୀ ଏକ୍ସପ୍ରେସ୍ […]
ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ବାଣିଜ୍ୟ ତଥା ନିବେଶ ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଆହ୍ୱାନ
ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଭୌଗୋଳିକ ଦୃଷ୍ଟିରୁ ପରସ୍ପରର ନିକଟତର। ଦୁଇ ରାଜ୍ୟ ମଧ୍ୟରେ ସାଂସ୍କୃତିକ, ଅର୍ଥନୈତିକ ଏବଂ ଶିଳ୍ପ ସମ୍ପର୍କ ମଧ୍ୟ ରହିଛି। ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ମଧ୍ୟରେ ବାଣିଜ୍ୟ ତଥା ନିବେଶ ବୃଦ୍ଧି ପାଇଁ ରାଜ୍ୟପାଳ ଆହ୍ୱାନ ଦେଇଛନ୍ତି ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ଭୌଗୋଳିକ ଦୃଷ୍ଟିରୁ ପରସ୍ପରର ନିକଟତର। ଦୁଇ ରାଜ୍ୟ ମଧ୍ୟରେ ସାଂସ୍କୃତିକ, ଅର୍ଥନୈତିକ ଏବଂ ଶିଳ୍ପ ସମ୍ପର୍କ ମଧ୍ୟ ରହିଛି। ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଶନିବାର […]
ଜୟନାରାୟଣଙ୍କ ବିବାଦୀୟ ମନ୍ତବ୍ୟ
ଓଡ଼ିଶାରେ ମିଶି ବଡ଼ ଭୁଲ୍ କରିଦେଲୁ ସମ୍ବଲପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ବିଜେପି ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ମନ୍ତବ୍ୟ ପୁଣି ରାଜ୍ୟ ରାଜନୀତିକୁ ସରଗରମ କରିଛି। ସମ୍ବଲପୁରରେ ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗଦେଇ ଜୟନାରାୟଣ ଉତ୍କଳ ଏବଂ କୋଶଳ ପ୍ରସଙ୍ଗ ସମ୍ପର୍କରେ କହିଛନ୍ତି ।କୋଶଳ କି କଳିଙ୍ଗର ଜୟଗାନ ହେଉନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଉତ୍କଳ କହିଲେ କେବଳ କଟକ, ପୁରୀ ଓ ବାଲେଶ୍ୱରକୁ ବୁଝାଉଛି । ଯେତେବେଳେ ଓଡ଼ିଶା ରାଜ୍ୟ ଉତ୍କଳ, କୋଶଳ […]
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ: ମମତା ଖୋଲି କହିଲେ
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ଯାହା ଦ୍ବାରା ସେ ଓଡ଼ିଶାର ଖଣିଜ ସମ୍ପଦରେ ସମୃଦ୍ଧ କେନ୍ଦୁଝରରେ ବଳିୟାନ ହୋଇପାରିଛନ୍ତି ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ବିଜୁ ଜନତା ଦଳ (ବିଜେଡି)କୁ ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ ମମତା ମହାନ୍ତ ଘେରିଛନ୍ତି। କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଏବେ ଇଓଡବ୍ଲୁ […]
ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇଲେ ୧୩୪୬୧୦ ମହିଳା
ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ଵାରା ମାତୃଶକ୍ତିଙ୍କ ବିକାଶ ହୋଇପାରିଛି ମାଲକାନଗିରି/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇ ଥିଲେ।ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ […]
୧ କୋଟି ୬୩ ହଜାର ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ଦ୍ଵିତୀୟ କିସ୍ତି ଟଙ୍କା
ଆଜି ମହିଳା ଦିବସ ଅବସରରେ (ମାର୍ଚ୍ଚ ୮) ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତି ଟଙ୍କା ପ୍ରଦାନ କରିଛନ୍ତି| ବ୍ରହ୍ମପୁର/ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ଆଜି ମହିଳା ଦିବସ ଅବସରରେ (ମାର୍ଚ୍ଚ ୮) ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିଛି | ବ୍ରହ୍ମପୁରର ଆମ୍ବପୁଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି […]
ଗାଁ ନଛାଡିଲେ ମୃତ୍ୟୁଦଣ୍ଡ
ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଦୁଇ ଗାଁର ୮ ପରିବାରକୁ ଗାଁ ଛାଡିବାକୁ ଚେତାବନୀ ଦେଇଛନ୍ତି ନକ୍ସଲ। ଗାଁ ନଛାଡିଲେ ମୃତ୍ୟୁ ଦଣ୍ଡ ଭୋଗିବେ ବୋଲି ନକ୍ସଲ ଧମକ ଦେଇଛନ୍ତି ମାଲକାନଗିରି/ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଦୁଇ ଗାଁର ୮ ପରିବାରକୁ ଗାଁ ଛାଡିବାକୁ ଚେତାବନୀ ଦେଇଛନ୍ତି ନକ୍ସଲ। ତୁରନ୍ତ ଗାଁ ନଛାଡିଲେ ମୃତ୍ୟୁ ଦଣ୍ଡ ଭୋଗିବେ ବୋଲି […]