1 min read

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍‌ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି ସହର ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ଏଥିରେ ମୂଖ୍ୟ ଅତିଥି ଭାବେ କନ୍ତିଆ ମଠାଧୀସ ସିଦ୍ଧାର୍ଥ ଶଙ୍କର ଦାସ ମହାରାଜ, ଇସକନ୍ ମଠର ମଠାଧୀସ ବାବାଜୀ ହରେକୃଷ୍ଣ ଦାସଙ୍କ ସମେତ […]

1 min read

ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ସୁନା ଖଣିର ସନ୍ଧାନ: ବିଭୂତି ଭୂଷଣ ଜେନା

ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ। ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ଦେବଗଡ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ  କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ […]

1 min read

ସ୍ବାଧୀନ ଭାରତରେ ଭୟର କୌଣସି ସ୍ଥାନ ନାହିଁ, କୋର୍ଟ କଚେରୀ ଓ ଥାନାରେ ଆତ୍ମୀୟତା ବାତାବରଣ ଦରକାର-ରାଷ୍ଟ୍ରପତି

ଉଦଘାଟିତ ହେଲା ଭୁବନେଶ୍ବର ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସ, ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସକୁ ଉଦଘାଟନ କରିଥିଲେ। ଉଦଘାଟନ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ଏବଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଉପସ୍ଥିତ ଥିଲେ। ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆସ୍ଥିତ ସଭାସ୍ଥଳରେ ଯୋଗଦେଇ ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସ ଉଦଘାଟନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ […]

1 min read

ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି

ରାଷ୍ଟ୍ରପତି କହିଛନ୍ତି, ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ ଯେଭଳି ସହଜରେ ନ୍ୟାୟ ପାଇପାରିବେ, ସେହିଭଳି ବ୍ୟବସ୍ଥା ହେବା ଦରକାର। ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ନ୍ୟାୟ ମିଳିବାରେ ବିଳମ୍ବ ହେଲେ ନ୍ୟାୟ ନମିଳିବା ଭଳି ଅନୁଭବ ହୋଇଥାଏ। ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର […]

1 min read

ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା ବଢ଼ାଇବ’

ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, […]

1 min read

ମୁମ୍ବାଇରେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁମ୍ବାଇ ଗସ୍ତରେ ଅଛନ୍ତି। ସେଠାରେ ସେମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ୍‌ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ମାଝୀ ଓ ଶ୍ରମତୀ ପରିଡ଼ାଙ୍କୁ ମୁମ୍ବାଇ ପ୍ରବାସୀ ଓଡ଼ିଆ ସଂପ୍ରଦାୟ ସ୍ବାଗତ ଜଣାଇଛି।

1 min read

କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……

କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ । କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ ଶିଳ୍ପୀମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା “କୁଚିପୁଡ଼ି”ନୃତ୍ୟ ।  ଶ୍ରୀମତୀ ଦୀପିକା ରେଡ୍ଡୀ ଦୀପାଞ୍ଜଳି ଅନୁଷ୍ଠାନ ମାଧ୍ୟମରେ କୁଚିପୁଡ଼ି ନୃତ୍ୟ ଶୈଳୀକୁ ଶିଖରରେ ପହଁଞ୍ଚେଇବା ସହ ଦିବ୍ୟାଙ୍ଗ ମାନଙ୍କୁ ମଧ୍ୟ ନୃତ୍ୟର କଳା ଓ ଚାତୁରୀରେ ରସତୀର୍ଣ୍ଣ କରାଇବାରେ ସେ […]

1 min read

ଉଦ୍‌ଘାଟନ ପୂର୍ବରୁ ଝଲସୁଛି ଜିଲ୍ଲା ଜଜ୍ କୋର୍ଟ

ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ କରିବେ। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ […]

1 min read

ମୁଁ ସମୁଦ୍ର,ଫେରିବି: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍

ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବିଜେପିର କୋର୍ କମିଟି ବୈଠକରେ ତାଙ୍କ ନାମ ଅନୁମୋଦନ କରାଯାଇଛି। ୨୦୧୯ଠାରୁ ଫଡନାଭିସ୍ ଅନେକ ଥର କହିଥିଲେ, ମୁଁ ସମୁଦ୍ର, ଫେରି ଆସିବି। ଏବେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ପାଇଛନ୍ତି ମୁମ୍ବାଇ/ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ବିଜେପିର ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ମହାରାଷ୍ଟ୍ର ବିଜେପି ବିଧାନସଭା ପାର୍ଟି ବୈଠକ ପୂର୍ବରୁ ବୁଧବାର କୋର କମିଟି […]

1 min read

ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି ନୌବୀରମାନେ

ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ  ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି।  ପୁରୀ/ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ […]