ଜାତୀୟ
ଅନୁପ୍ରବେଶ ରୋକିବାରେ ନୌସେନା ପ୍ରଶଂସନୀୟ ଭୂମିକା ତୁଲାଉଛି: ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍ରେ ଆୟୋଜିତ ନୌସେନା ଦିବସ ଅବସରରେ ସେ ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ସମୁଦ୍ର ଭିତରେ ଶତ୍ରୁଙ୍କୁ ଭାରତୀୟ ନୌବୀରମାନେ ପ୍ରତିରୋଧ କରିପାରୁଛନ୍ତି। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସନ୍ଧ୍ୟାରେ କହିଛନ୍ତି। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍ରେ ଆୟୋଜିତ ନୌସେନା ଦିବସ ଅବସରରେ […]
ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ […]
ଧମକପୂର୍ଣ୍ଣ ଇ-ମେଲ ମାମଲା: ଗୁଗୁଲକୁ ଚିଠି ଲେଖିଲେ କ୍ରାଇମବ୍ରାଞ୍ଚ ଏସଟିଏଫ୍
ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। […]
ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍, ୧୨ ଯୁଦ୍ଧପୋତ
ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍। ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍। ଏହା ପୂର୍ବରୁ ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ଆରମ୍ଭ […]
ପନ୍ନୁ ଡର… ରାତି ସାରା ଧରପଗଡ଼
ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା […]
ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗ୍ ଠାବ, ସିଆଇଏସଏଫ୍ ଡଗ୍ ସ୍କ୍ବାଡର ତନାଘନା
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଅଜଣା ବ୍ୟାଗ୍ ଦେଖିବାକୁ ମିଳିଛି। ଟ୍ରଲିରେ ଏକ ନୀଳ ରଙ୍ଗର ବ୍ୟାଗ ଦେଖିବା ପରେ ସେଠାରେ ପହଞ୍ଚିଥିଲା ସିଆଇଏସଏଫର ଡଗ୍ ସ୍କ୍ୱାଡ୍ । ସନ୍ଧାନୀ କୁକୁର ଏହାକୁ ଜଗିଥିବାବେଳେ ଏହା କାହାର ସେ ଏନେଇ ଏଯାଏ କୌଣସି ସୂଚନା ମିଳିନାହିଁ । କଥା ହେଉଛି ,କିଛି ସମୟ ପୂର୍ବରୁ ଖଲିସ୍ତାନୀ ନେତାଙ୍କର ଧମକପୂର୍ଣ୍ଣ ଅଡିଓ ଭାଇରାଲ ହୋଇଥିଲା । ଏହି ଅଡିଓରେ ଭୁବନେଶ୍ୱର […]
‘୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’
ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ। ଭୁବନେଶ୍ୱର ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର କାମ ୨୦୨୭ ଡିସେମ୍ବର ସୁଦ୍ଧା ଶେଷ ହେବ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ […]
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଝଲକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍ଘାଟନ ହୋଇଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହେବେ। ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜି ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି।
ଦେଶର ସୁରକ୍ଷା ପାଇଁ ଭୁବନେଶ୍ବରରେ ଆଲୋଚନା ହେଉଛି ତିନି ଦିନ
ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ୫୯ତମ ସଂସ୍କରଣ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍ଘାଟିତ ଏହି ସମ୍ମିଳନୀ ତିନିଦିନ ଧରି ଚାଲିବ। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ମଧ୍ୟ ଯୋଗ ଦେଉଛନ୍ତି। ଭୁବନେଶ୍ବର: ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ୫୯ତମ ସଂସ୍କରଣ ଲୋକସେବା ଭବନରେ ଆରମ୍ଭ ହୋଇଯାଇଛି। ଏହି ସମ୍ମିଳନୀକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍ଘାଟନ କରିଛନ୍ତି। ଏହି ସମ୍ମିଳନୀ […]
ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି। ବିରୋଧୀ ଦଳ ମୋଦୀ ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ଜୟ ଜଗନ୍ନାଥ ଜୟ ଜଗନ୍ନାଥ। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ […]