1 min read

ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କରିବେ ବିଜେପିର ସୁଜିତ କୁମାର

ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ସୁଜିତଙ୍କର କାର୍ଯ୍ୟକାଳ ଏପ୍ରିଲ ୨, ୨୦୨୬ରେ ଶେଷ ହେବାକୁ ଥିବାବେଳେ ସେ  ଗତ ସେ‌ପ୍ଟେମ୍ବର ୬ ତାରିଖରେ ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ବିଜେପି ପ୍ରାର୍ଥୀ ସୁଜିତ କୁମାର ରାଜ୍ୟସଭା ଉପନିର୍ବାଚନ ଲାଗି ବିଧାନସଭାରେ ପ୍ରାର୍ଥୀପତ୍ର ଦାଖଲ କରିବେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ […]

1 min read

ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି। ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ […]

1 min read

ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି। ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ […]

1 min read

୧୬ ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ।  ପୁରୀ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ […]

1 min read

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍‌ପୁଟ ସହାୟତା […]

1 min read

ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ

ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଆଉ ଦିନ କେଇଟା ପରେ କୋଣାର୍କ ଇକୋ ରିଟ୍ରିଟ ଷଷ୍ଠ ସଂସ୍କରଣ ଆରମ୍ଭ ହେବ। ଏଥି ନିମନ୍ତେ ବେଳାଭୂମିରେ ବଡ଼ ତୋରଣ, […]

1 min read

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା ଇନପୁଟ ସବସିଡି ବଣ୍ଟନ ଯୋଜନା ଶୁଭାରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାର ଚାଷୀ ଭାଇ ଭଉଣୀ ମାନେ ଆଜି  ବାରିପଦା ସ୍ଥିତ ନିୟନ୍ତ୍ରିତ ବଜାର କମିଟି ପଡିଆ ଠାରେ ଏକତ୍ରିତ ହୋଇ ଆଭାସୀ ମାଧ୍ୟମରେ ଏହି  […]

1 min read

କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ

ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସାଂସଦ ଭର୍ତ୍ତୃହରି ମହତାବ ଶନିବାର ସନ୍ଧ୍ୟାରେ କଟକ ରେଳ ଷ୍ଟେସନର ଅତ୍ୟାଧୁନିକ ଦ୍ୱିତୀୟ ପ୍ରବେଶ ଦ୍ୱାରକୁ ଉଦ୍‌ଘାଟନ କରିଛନ୍ତି । ଅମୃତ ଷ୍ଟେସନ୍ ଯୋଜନାରେ ଷ୍ଟେସନର ପୁନର୍ବିକାଶ କରାଯାଇଛି । ଏହି […]

1 min read

ଜିଲ୍ଲାସ୍ତରୀୟ ୧୦୦ ଦିନ ବ୍ୟାପୀ ଯକ୍ଷ୍ମା ନିରାକରଣ ଅଭିଯାନର ଶୁଭାରମ୍ଭ

କଟକ ୦୭-୧୨-୨୦୨୪(ପିପିଏସ) :କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ଜିଲ୍ଲାସ୍ତରୀୟ ଶହେ ଦିନିଆ ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । କଟକ ସାଂସଦ ଭର୍ତ୍ତୃହରି ମହତାବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ କଟକ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବା ନିମନ୍ତେ ଆହ୍ୱାନ ଦେବା ସହ ଦୀର୍ଘଦିନ ଧରି କାଶ କିମ୍ବା ଛାତିରେ ଯନ୍ତ୍ରଣା ଅନୁଭବ କଲେ ତୁରନ୍ତ ଡାକ୍ତରୀ ପରୀକ୍ଷା କରାଇ ନେଇ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ସେବନ କରିବାକୁ […]

1 min read

କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ

ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ