1 min read

କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

କଟକ,୦୭-୧୨-୨୦୨୪(ପିପିଏସ) : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା ସଳଖ ଜାତୀୟ ରାଜପଥକୁ ବାହାରି ପାରିବେ। ଯାହା ଦ୍ୱାରା ଯାତ୍ରୀମାନେ ଷ୍ଟେସନରୁ ବିଭିନ୍ନ ସ୍ଥାନକୁ ଯାତାୟାତ କରିବା ସହଜ ହୋଇପାରିବ।ଏହି ଅବସରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଇଷ୍ଟ କୋଷ୍ଟ ରେଳବାଇ ପକ୍ଷରୁ […]

1 min read

ରାଜ୍ୟରେ ମଦ ବିକ୍ରି ସହିତ ବଢୁଛି ଅବକାରୀ ରାଜସ୍ବ: ଅବକାରୀ ମନ୍ତ୍ରୀ

ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ରାଜ୍ୟରେ ମଦ ବିକ୍ରି ସହିତ ଅବକାରୀ ରାଜସ୍ବ ବର୍ଷକୁ ବର୍ଷ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଶନିବାର ବିଧାନସଭାରେ ଏକ ପ୍ରଶ୍ନ ନେଇ ଆଇନ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।  ରିପୋର୍ଟ […]

1 min read

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନ୍‌ରେ ଯିବେ

ଆଇପିଏସ୍‌ ଆଶିଷ ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଆଇପିଏସ୍‌ ଆଶିଷ କୁମାର ସିଂହ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ସେ ଇଣ୍ଡୋ ତିବ୍ବତିଆନ ବର୍ଡର(ଆଇଟିବିଏମ)ର ଆଇଜି ଭାବେ ଯୋଗଦେବେ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୦୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଆଶିଷ ସିଂହଙ୍କର  ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାମ […]

1 min read

ନିମ୍ନମାନ ଛତୁଆ ପ୍ରସଙ୍ଗ: ୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ

ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଯୋଗାଣ କରୁଥିବା ଗ୍ରୁପଗୁଡ଼ିକୁ ନୋଟିସ ଜାରି କରାଯାଇଛି ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ  ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ […]

1 min read

ଗୃହରେ ସିଏଜି ରିପୋର୍ଟ ଉପସ୍ଥାପିତ

ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ବର: ଶୀତକାଳନୀ ଅଧିବେଶନରେ ଶନିବାର ଅପରାହ୍‌ଣରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଯାଇଛି। ସିଏଜି ରିପୋର୍ଟ ଉପସ୍ଥାପନ ବେଳେ କଂଗ୍ରେସ ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। କଂ‌ଗ୍ରେସର ବିଧାୟକମାନେ ଅଦାନୀ ପ୍ରସଙ୍ଗରେ ନିଜ ଆସନରେ ଠିଆହୋଇ ପୋଷ୍ଟର ଦେଖାଇ ପ୍ରଦର୍ଶନ କରିଛନ୍ତି। […]

1 min read

୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ

ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ […]

1 min read

ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ କରାଯାଇଛି ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ […]

1 min read

୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର ସମ୍ପ୍ରସାରଣକୁ ଅନୁମୋଦନ କରିଛି।୨୦୨୫-୨୬ରୁ ଆଠ ବର୍ଷ ମଧ୍ୟରେ ୮୫ଟି ନୂତନ କେଭି ପ୍ରତିଷ୍ଠା ଏବଂ ଗୋଟିଏ କେଭିର ସମ୍ପ୍ରସାରଣ ପାଇଁ ମୋଟ ଆନୁମାନିକ ପାଣ୍ଠିର ଆବଶ୍ୟକତା ହେଉଛି ୫୮୭୨.୦୮ କୋଟି ଟଙ୍କା। ଏଥିରେ ୨୮୬୨.୭୧ କୋଟି ଟଙ୍କାର ପୁଞ୍ଜି ବ୍ୟୟ […]

1 min read

ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ ବାରିପଦା/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ […]

1 min read

ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି […]