ରାଜନୀତି
ଏଏସଓ ଚାକିରି ବିକ୍ରି କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ ହୋଇଛି । ଏହି ବିଲକୁ ବିଧାନସଭାରେ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରଙ୍କ ଦୋଷତ୍ରୁଟି ଉଲ୍ଲେଖ କରିଛନ୍ତି। ପୂର୍ବ ସରକାରଙ୍କ ଅମଳରେ ଏଏସଓ ଚାକିରି ୨୫-୩୦ ଲକ୍ଷ ଟଙ୍କାରେ ବିକ୍ରି ହେଉଥିଲା ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ବିଧାନସଭାରେ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ ହୋଇଛି । ଏହି ବିଲକୁ ବିଧାନସଭାରେ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ […]
ବିଧାନସଭାରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୧୨,୧୫୫ କୋଟି ୭୩ ଲକ୍ଷ ୫୧ ହଜାର ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାରାଷ୍ଟ୍ର ଗ୍ରସ୍ତରେ ଥିବାରୁ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୧୨,୧୫୫ କୋଟି ୭୩ ଲକ୍ଷ ୫୧ ହଜାର ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରୀ […]
ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା
କେନ୍ଦ୍ରାପଡ଼ା/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି ସହର ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ଏଥିରେ ମୂଖ୍ୟ ଅତିଥି ଭାବେ କନ୍ତିଆ ମଠାଧୀସ ସିଦ୍ଧାର୍ଥ ଶଙ୍କର ଦାସ ମହାରାଜ, ଇସକନ୍ ମଠର ମଠାଧୀସ ବାବାଜୀ ହରେକୃଷ୍ଣ ଦାସଙ୍କ ସମେତ […]
ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ସୁନା ଖଣିର ସନ୍ଧାନ: ବିଭୂତି ଭୂଷଣ ଜେନା
ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ। ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ଦେବଗଡ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ […]
ବୈକୁଣ୍ଠଧାମ ଆଶ୍ରମ ଜମି କେଳେଙ୍କାରୀ
ନାଟର ଗୋବର୍ଦ୍ଧନ ବିଡିଏ ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ହାଇକୋର୍ଟରୁ ସୁରକ୍ଷା ମିଳିଛି। ତେବେ ଏହା ପୂର୍ବରୁ ଏହି ଜବରଦଖଲ ବାବଦରେ ତନାଘନା ଚାଲିଛି। କେଉଁ ପରିସ୍ଥିତିରେ ମୂଲ୍ୟବାନ ସରକାରୀ ଜମି ଜବରଦଖଲ ହୋଇଗଲା? ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ହାଇକୋର୍ଟରୁ ସୁରକ୍ଷା ମିଳିଛି। ତେବେ ଏହା ପୂର୍ବରୁ ଏହି ଜବରଦଖଲ ବାବଦରେ ତନାଘନା ଚାଲିଛି। କେଉଁ ପରିସ୍ଥିତିରେ ମୂଲ୍ୟବାନ ସରକାରୀ ଜମି ଜବରଦଖଲ ହୋଇଗଲା? […]
୨ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା କଲେ ନକ୍ସଲ
ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ମାଲକାନଗିରି/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସର ଘନଘନ ଚଢ଼ାଉରେ ନକ୍ସଲ ଏବେ ହିଂସାତ୍ମକ ହୋଇପଡିଛନ୍ତି। ଲୋଙ୍କୁ ଭୟଭୀତ କରାଇବା ଏବଂ ପୁଲିସକୁ ଚ୍ୟାଲେଞ୍ଚ କରିବା ପାଇଁ ନିରୀହ ଲୋକଙ୍କୁ ହତ୍ୟା କରୁଛନ୍ତି। ଏହି […]
ସ୍ବାଧୀନ ଭାରତରେ ଭୟର କୌଣସି ସ୍ଥାନ ନାହିଁ, କୋର୍ଟ କଚେରୀ ଓ ଥାନାରେ ଆତ୍ମୀୟତା ବାତାବରଣ ଦରକାର-ରାଷ୍ଟ୍ରପତି
ଉଦଘାଟିତ ହେଲା ଭୁବନେଶ୍ବର ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସ, ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସକୁ ଉଦଘାଟନ କରିଥିଲେ। ଉଦଘାଟନ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ଏବଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଉପସ୍ଥିତ ଥିଲେ। ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆସ୍ଥିତ ସଭାସ୍ଥଳରେ ଯୋଗଦେଇ ନବନିର୍ମିତ ଜୁଡ଼ିସିଆଲ କମ୍ପେ୍ଲକ୍ସ ଉଦଘାଟନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ […]
ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି
ରାଷ୍ଟ୍ରପତି କହିଛନ୍ତି, ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ ଯେଭଳି ସହଜରେ ନ୍ୟାୟ ପାଇପାରିବେ, ସେହିଭଳି ବ୍ୟବସ୍ଥା ହେବା ଦରକାର। ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ନ୍ୟାୟ ମିଳିବାରେ ବିଳମ୍ବ ହେଲେ ନ୍ୟାୟ ନମିଳିବା ଭଳି ଅନୁଭବ ହୋଇଥାଏ। ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର […]
ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା ବଢ଼ାଇବ’
ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, […]
ମୁମ୍ବାଇରେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁମ୍ବାଇ ଗସ୍ତରେ ଅଛନ୍ତି। ସେଠାରେ ସେମାନେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାବିସ୍ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ଶ୍ରୀ ମାଝୀ ଓ ଶ୍ରମତୀ ପରିଡ଼ାଙ୍କୁ ମୁମ୍ବାଇ ପ୍ରବାସୀ ଓଡ଼ିଆ ସଂପ୍ରଦାୟ ସ୍ବାଗତ ଜଣାଇଛି।