1 min read

ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ

ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି ଝାରସୁଗୁଡ଼ା/ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍‌ ଲ୍ୟାଣ୍ଡ୍‌ ଏନକ୍ରୋଚ୍‌ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍‌ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା […]

1 min read

ଏନ୍‌କାଉଣ୍ଟରରେ ୮ ନକ୍ସଲ ନିପାତ

ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଓଡ଼ିଶା-ଛତିଶଗଡ଼ର ସୀମାରେ ସୁରକ୍ଷା ବାହିନୀ ଏକ ବଡ଼ଧରଣର ଅପରେସନ୍‌କୁ ସଫଳତାର ରୂପ ଦେଇଛନ୍ତି। ଗୁଳି କରି ୮ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ତୋଡ଼କା ଜଙ୍ଗଲରେ […]

1 min read

ଏଥର ବଜେଟରେ ଦୁଇଟି ଇଞ୍ଜିନିର କଥା କହିଛନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ଏଥର ବଜେଟରେ ଦୁଇଟି ଇଞ୍ଜିନିର କଥା ଅର୍ଥମନ୍ତ୍ରୀ କହିଛନ୍ତି ଗୋଟେ ହେରିଛି ଏଗ୍ରିକଲଚର ଗୋଟେ ହେଉଛି ଏମ ଏସ ଏମ ଇ ଯାହାଉପରେ ମୁଁ ଆଗରୁ ବାରମ୍ବାର କହିଆସୁଥିଲି ଏ ଦୁଇଟିଯାକ ଆମ ପ୍ରଗତିର ଇଞ୍ଜିନି |ଆଗରୁ ଏମିତି ନୁହଁଇ ଯେ ଏମ ଏସ ଏମ ଇ ଉପରେ ଧ୍ୟାନ ଦିଆଯାଉନଥିଲା କିନ୍ତୁ ଏଥର ଯେପରି ମେଥଡିକାଲି ଏଗ୍ରିକଲଚର ଉପରେ ଧ୍ୟାନ ଦିଆଯାଇଛି ସେଥିରେ ଗୋଟିଏ ଆମର ବଡ଼କଥା କଳାହାଣ୍ଡି ଆଉ […]

1 min read

ମୁଖ୍ୟମନ୍ତ୍ରୀଙ୍କ ପୂର୍ତ୍ତ ବିଭାଗ ସମୀକ୍ଷା: ନୂଆ ରୂପ ନେବ ତାରିଣୀ ମନ୍ଦିର

କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : କେନ୍ଦୁଝର ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

1 min read

୧୨ ଲକ୍ଷ ପର୍ଯ୍ୟନ୍ତ ଯାଏ ପଡ଼ିବନି ଆୟକର, ବଜେଟକୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର […]

1 min read

ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଇଂରେଜ ଶାସନ କାଳରେ ରେଭେନ୍ସା […]

1 min read

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ […]

1 min read

ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଦାୟିତ୍ବ ଗ୍ରହଣ କଲେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ

ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି।  ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ଆଜି ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି।  ରାଜ୍ୟ ସରକାର ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି […]

1 min read

ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ : ହଟିଲା ରାଜ୍ୟ ସରକାରଙ୍କ ବାଧା

ଭୁବନେଶ୍ବର ରେଳ ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ଆଉ ପାଦେ ଆଗେଇଛି। ଷ୍ଟେସନର ମାଷ୍ଟରକ୍ୟାଣ୍ଟିନ ପାର୍ଶ୍ୱରେ ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ ଏବଂ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ଭୁବନେଶ୍ବର ରେଳ ଷ୍ଟେସନର ପୁନର୍ବିକାଶ କାର୍ଯ୍ୟ ଆଉ ପାଦେ ଆଗେଇଛି। ଷ୍ଟେସନର ମାଷ୍ଟରକ୍ୟାଣ୍ଟିନ ପାର୍ଶ୍ୱରେ ଏଲିଭେଟେଡ୍‌ ଡ୍ରାଇଭ୍‌ ୱେ ଏବଂ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ନିର୍ମାଣ କରିବାକୁ ରାଜ୍ୟ ସରକାର ଅନୁମତି ପ୍ରଦାନ […]

1 min read

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ୍ ଖେଳିଥିଲେ। କଟକ ୩୧-୦୧-୨୦୨୫(ପିପିଏସ ) : ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି […]