ରାଜନୀତି
ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି
ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ ହେଉନି। ରାଉରକେଲା/ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ […]
ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର
ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ […]
‘୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’
ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ। ଭୁବନେଶ୍ୱର ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର କାମ ୨୦୨୭ ଡିସେମ୍ବର ସୁଦ୍ଧା ଶେଷ ହେବ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ […]
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଝଲକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍ଘାଟନ ହୋଇଥିବା ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହେବେ। ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜି ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି।
ଦେଶର ସୁରକ୍ଷା ପାଇଁ ଭୁବନେଶ୍ବରରେ ଆଲୋଚନା ହେଉଛି ତିନି ଦିନ
ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ୫୯ତମ ସଂସ୍କରଣ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଉଦ୍ଘାଟିତ ଏହି ସମ୍ମିଳନୀ ତିନିଦିନ ଧରି ଚାଲିବ। ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ମଧ୍ୟ ଯୋଗ ଦେଉଛନ୍ତି। ଭୁବନେଶ୍ବର: ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ୫୯ତମ ସଂସ୍କରଣ ଲୋକସେବା ଭବନରେ ଆରମ୍ଭ ହୋଇଯାଇଛି। ଏହି ସମ୍ମିଳନୀକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍ଘାଟନ କରିଛନ୍ତି। ଏହି ସମ୍ମିଳନୀ […]
ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସବୁବେଳେ ସମର୍ଥନ ଦେଇ ଆସୁଛି: ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ମହାରାଷ୍ଟ୍ର ନିର୍ବାଚନ ଫଳ, ହରିୟାଣା ନିର୍ବାଚନ ଫଳ ପରେ ଦେଶରେ ବିଶ୍ବାସ ଭରିଛି। ଏହି ବିଜୟର ଆୟମାରମ୍ଭ ଓଡ଼ିଶାରୁ ହୋଇଛି। ବିରୋଧୀ ଦଳ ମୋଦୀ ସରକାରଙ୍କ ବିରୋଧରେ ସବୁବେଳେ ଅପପ୍ରଚାର କରୁଛନ୍ତି। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ଜୟ ଜଗନ୍ନାଥ ଜୟ ଜଗନ୍ନାଥ। ଓଡ଼ିଶାର ଭାଇ-ଭଉଣୀମାନଙ୍କୁ ମୋର ନମସ୍କାର, ଜୁହାର। ଓଡ଼ିଶାର ସବୁ ପରିବାର ମା’-ମାଉସୀ, ଭାଇ-ଭଉଣୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନିକଟରେ ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ ଓଡ଼ିଶା ପର୍ବରେ […]
ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାବାସୀଙ୍କ ସେବା କରୁଛି: ମୁଖ୍ୟମନ୍ତ୍ରୀ
ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ହେଉଛି ଓଡ଼ିଶା ପାଇଁ ଏକ ଐତିହାସିକ ଦିନ। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ଆୟୋଜିତ ‘ସମ୍ବର୍ଦ୍ଧନା ସଭା’ କାର୍ଯ୍ୟକ୍ରମରେ ବରିଷ୍ଠ ନେତୃତ୍ଵଙ୍କ ସହ ଯୋଗଦେଇ ଓଡ଼ିଶାବାସୀଙ୍କ ତରଫରୁ ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ଓଡ଼ିଶା ମାଟିକୁ ସ୍ଵାଗତ ଜଣାଇଛନ୍ତି। […]
ଭୁୁବନେଶ୍ୱରରେ ଆରମ୍ଭ ହେଲା ତିନିଦିନିଆ ଡିଜିପି ସମ୍ମିଳନୀ,
ଲୋକସେବା ଭବନରେ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଦେଶର ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉଦ୍ଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଦେଶର ସବୁ ରାଜ୍ୟର ଡିଜିପି ମଧ୍ୟ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ୨୯-୧୧-୨୦୨୪ (ପିପିଏସ) : ଲୋକସେବା ଭବନରେ ଡିଜି-ଆଇଜି ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଦେଶର ସୁରକ୍ଷା ପାଇଁ ଆଲୋଚନା ହେଉଥିବା ଏହି ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉଦ୍ଘାଟନ କରିଛନ୍ତି। ଏହି ସମ୍ମିଳନୀରେ ଦେଶର ସବୁ ରାଜ୍ୟର ଡିଜିପି […]
୨୧ଟି ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର
ଇତିମଧ୍ୟରେ ପୁରୁଣା ନବୀନ ସରକାରଙ୍କର ମୋଟ ୨୧ଟି ଯୋଜନାର ନାମକୁ ନୂଆ ସରକାର ପରିବର୍ତ୍ତନ କରିଛନ୍ତି। ଏସଂକ୍ରାନ୍ତରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ଲିଖିତ ଉତ୍ତର ରଖାଯାଇଛି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଇତିମଧ୍ୟରେ ପୁରୁଣା ନବୀନ ସରକାରଙ୍କର ମୋଟ ୨୧ଟି ଯୋଜନାର ନାମକୁ ନୂଆ ସରକାର ପରିବର୍ତ୍ତନ କରିଛନ୍ତି। ଏସଂକ୍ରାନ୍ତରେ ଗୁରୁବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପକ୍ଷରୁ ଲିଖିତ ଉତ୍ତର ରଖାଯାଇଛି। ବିଜେଡି ବିଧାୟକ ତୁଷାରକାନ୍ତି ବେହେରା ଏନେଇ ବିଧାନସଭାରେ […]
ଆବାସ ଯୋଜନାର ନୂଆ ଗାଇଡ୍ଲାଇନ୍: ବାଇକ୍-ଫ୍ରିଜ୍ ଥିଲେ ବି ଘର ମିଳିବ
ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ଗାଇଡ୍ଲାଇନ୍ ଆସିଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ଗାଇଡ୍ଲାଇନ୍ ଆସିଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି। ରାଜ୍ୟ ସରକାର ଆବାସ ଘର ପାଇଁ ଲୋକେ […]