ଜୀବନଚର୍ଯ୍ୟା
କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍ରେ ଯୌନ ନିର୍ଯାତନା ରୋକ
ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍ ନିରାପତ୍ତା ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍ ନିରାପତ୍ତା ପାଇଁ ବିଶ୍ୱବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ପଡ଼ିବ। […]
ଘର ଘର ବୁଲି ସର୍ଭେ ହେବ: ଉପମୁଖ୍ୟମନ୍ତ୍ରୀ
ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ସରକାରୀ ଅଧିକାରୀ ଘର ଘର ବୁଲି ସର୍ଭେ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ଲାଭ ପାଇଁ ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଘୋଷଣା କରିଥିଲେ। କିନ୍ତୁ କେତେକ ହିତାଧିକାରୀ ଆବେଦନ କରିବାରେ ସମସ୍ୟାରେ ପଡ଼ିଥିବା ଖବର ଦୃଷ୍ଟିକୁ ଆସିଛି। ଏବେ ସରକାରୀ ଅଧିକାରୀମାନେ […]
କୁଚିଣ୍ଡାରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା
ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର ପରିକ୍ରମା କରିଥିଲା କୁଚିଣ୍ଡା/ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର […]
ସାରଥିଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି: ବାରିମୂଳ ଆଶ୍ରମ ମନା
ସାରଥି ବାବାଙ୍କ ଭାଇଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ହାଇକୋର୍ଟ ତାଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି ଦେଇଛନ୍ତି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି କଟକ ୦୫-୦୩-୨୦୨୫(ପିପିଏସ) : ସାରଥୀ ବାବା ଓରଫ ସନ୍ତୋଷ ରାଉଳଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି। ଏନେଇ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।ବୁଧବାର ଦିନ ଓଡ଼ିଶା ହାଇକୋର୍ଟ ରାୟ […]
ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରି ଛୁଇଁଲା
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି ଏବଂ ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ଏହା ୩୯ ଡିଗ୍ରି ସେଲସିୟସ୍ ଛୁଇଁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆଜି ଏହା ପ୍ରଥମ ଥର ପାଇଁ ୩୯ ଡିଗ୍ରି ସେଲସିୟସ ଛୁଇଁଛି।ପାଣିପାଗ ବିଭାଗ […]
ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି […]
କିଟ୍ କାଣ୍ଡ
ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। […]
ବନ୍ଦ କୋଠରୀରୁ ଗର୍ଭବତୀ ପତ୍ନୀ ଓ ତାଙ୍କ ସ୍ବାମୀଙ୍କ ଗଳିତ ମୃତଦେହ ଉଦ୍ଧାର
ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତକ ଦୁହେଁ ହେଲେ ଦୁର୍ଜନ ଗଣ୍ଡ (୪୦) ଓ ପତ୍ନୀ ବିଜବାଇ ଗଣ୍ଡ (୩୫) l ଦୁଇଟି ଶବ ବେକରେ ଗାମୁଛା ରହିଥିବା ଵେଳେ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡ଼ି ନାହିଁ। ରାଇଘର/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ […]
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣା
ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜେରା ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା ହେଉଥିବା ବ୍ୟକ୍ତି ହେଲେ ବିକାଶ ମହାବଳ। ତାଙ୍କ ଘର ସମ୍ବଲପୁର ଧନୁପାଲିରେ ଏବଂ ସେ ନବ ଦାସଙ୍କ ନିକଟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାମ କରୁଥିଲେ। ଝାରସୁଗୁଡ଼ା/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା […]
ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ
୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ମୃତକ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ସୁନ୍ଦରଗଡ଼/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ […]