ରାଜନୀତି
ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର
ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି। ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି। ଲକ୍ଷ୍ମଣନାଥ ଟୋଲ୍ ଗେଟ୍ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ଅଟକିଛି ଜଳେଶ୍ୱର/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି । ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି । ଲକ୍ଷ୍ମଣନାଥ ଟୋଲ୍ ଗେଟ୍ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ […]
ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼
ଡେଣ୍ଟାଲ୍ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ହୋଇଥିଲା। କଟକ, ୨୮-୧୧-୨୦୨୪ (ପିପିଏସ) : ଡେଣ୍ଟାଲ୍ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ […]
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ରାତି ପାହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ […]
ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଞ୍ଚି/ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ମୋରହାବାଡି […]
ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ
ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ […]
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,
ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ ବଲିଉଡ୍ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ବଲିଉଡ୍ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, […]
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ ବାଲିଯାତ୍ରାର ଝଲକ ଦେଖିବାକୁ ମିଳିବ। କଟକ,୨୭-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ […]
ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ
ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାରେ ଗନ୍ଧମାର୍ଦ୍ଦନ ପାହାଡ଼ ଜମି ପ୍ରସଙ୍ଗ ଉଠିଥିଲା। ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି […]
ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ କିଛି ଲାଭ ହେଲା ନାହିଁ। କୋରାପୁଟ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାରେ ୨୨ହଜାର ହେକ୍ଟରରେ ପନିପରିବା ସହ ଅନ୍ୟାନ୍ୟ ଚାଷ ହେଉଛି। ତେବେ ଉତ୍ପାଦିତ ପନିପରିବା, ଆଳୁ, ପିଆଜ, […]
କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ
ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି।ତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି । ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି। ସୁଜାତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ […]