1 min read

ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୁର

ଧୁମଧାମରେ ବିବାହ ପରେ ନବବଧୂଙ୍କୁ ନେଇ ଟ୍ରେନ ଯୋଗେ ଘରକୁ ଫେରୁଥି‌ଲେ ବର। ବାଟରେ ଦୁର୍ଘଟଣାରେ ସମ୍ମୁଖୀନ ହେଲେ ବର। ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୂର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) :  ଉତ୍ତରପ୍ରଦେଶ ସିକରିରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିବାହ ପରେ ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂର ମଥାରୁ ସିନ୍ଦୁର ଲିଭି ଯାଇଛି। ରେଳ ଧାରଣାରୁ ମିଳିଛି ବରର ମୃତଦେହ। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ସିକରିର ବେନିୟା ବାସ ଗ୍ରାମରେ ବସବାସ କରୁଥିବା […]

1 min read

ବେଙ୍ଗାଲୁରୁ ଟେଷ୍ଟ :  ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି । ବେଙ୍ଗାଲୁରୁ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ […]

1 min read

ରତନ ଟାଟାଙ୍କୁ ମୁକେଶ ଅମ୍ବାନି ପରିବାରର ଶ୍ରଦ୍ଧାଞ୍ଜଳି

ମୁମ୍ବାଇ,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ଦୀପାବଳି ନୈଶ ଭୋଜିରେ ବିଶିଷ୍ଟ ଉଦ୍ୟୋଗପତି ସ୍ବର୍ଗତଃ ରତନ ଟାଟାଙ୍କୁ କମ୍ପାନିର ଅଧ୍ୟକ୍ଷ ମୁକେଶ ଅମ୍ବାନିଙ୍କ ପରିବାର ସମେତ କର୍ମଚାରୀମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏଥିରେ ମୁକେଶ ଅମ୍ବାନି, ନୀତା ଅମ୍ବାନିଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଏବଂ ରିଲାଏଲ୍ସର ହଜାର ହଜାର କର୍ମଚାରୀ ଯୋଗଦେଇଥିଲେ। ନୀତା ଅମ୍ବାନି ତାଙ୍କ ଭାଷଣରେ ରତନ ଟାଟାଙ୍କୁ ଭାରତର ମହାନ ସନ୍ତାନ ବୋଲି ବର୍ଣ୍ଣନା କରିଥିଲେ। ୪ ଦିନ ପୂର୍ବେ ଆମେ […]

1 min read

ଯୁଗାବସାନ: ଶାନ୍ତ, ଭଦ୍ରତାର ପ୍ରତୀକ

ଜଣେ ପ୍ରାଣୀପ୍ରେମୀସାଧାରଣ ଲୋକଙ୍କ କଥା ଚିନ୍ତା କରୁଥିଲେ ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ  ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଛି। ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ  ଆଜି ‘ଅନୁଷ୍ଠାନ’ ହୋଇ […]

1 min read

ଜୟା ଅମିତାଭଙ୍କ ସହ ଭେଟ କରାଇ ନଦେବାରୁ ଲୁଚିଲୁଚି ହସ୍ପିଟାଲ ଯାଇଥିଲେ ରେଖା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ୭୦ ଦଶକରୁ ନେଇ ଏଯାବତ ରେଖା ଏବଂ ଅମିତାଭ ବଚ୍ଚନଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହି ଆସିଛି। ଯଦିଓ ସେମାନଙ୍କର ପ୍ରେମ ସଫଳ ହୋଇପାରିବ ନାହିଁ ତଥାପି ସେମାନଙ୍କ ସମ୍ପର୍କ ଆଜି ବି ଆଲୋଚନା ହୋଇଥାଏ।ରେଖା ଓ ଅମିତାଭଙ୍କ ପ୍ରେମ ସମୟରେ ଅନେକ ଘଟଣା ଘଟିଛି। ଯେତେବେଳେ ଜୟା ଅମିତାଭଙ୍କ ଜୀବନକୁ ଆସିଥିଲେ ସେ ରେଖା ଏବଂ ଅମିତାଭ ବଚ୍ଚନଙ୍କ ସାକ୍ଷାତରେ କଟକଣା ଲଗାଇ ଦେଇଥିଲେ।  ଏହି ସମୟରେ ରେଖା […]

1 min read

ନିରାପଦ ଓହ୍ଲାଇଲା ଏୟାରଇଣ୍ଡିଆ ବିମାନ, ସବୁ ଯାତ୍ରୀ ସୁରକ୍ଷିତ

ସବୁ ଉତ୍କଣ୍ଠାର ଅନ୍ତ ଘଟାଇ ଏୟାର ଇଣ୍ଡିଆର ବିମାନଟି ତାମିଲନାଡ଼ୁର ତ୍ରିଚି ଏୟାରପୋର୍ଟରେ ଓହ୍ଲାଇଛି । ଏହା ଫଳରେ ସେଥିରେ ଥିବା ୧୪୧ ଜଣ ଯାତ୍ରୀଙ୍କ ସମେତ ସରକାର ଓ ଦେଶବାସୀ ଆଶ୍ବସ୍ତ ହୋଇଛନ୍ତି ।  ତ୍ରିଚି/ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସବୁ ଉତ୍କଣ୍ଠାର ଅନ୍ତ ଘଟାଇ ଏୟାର ଇଣ୍ଡିଆର ବିମାନଟି ତାମିଲନାଡ଼ୁର ତ୍ରିଚି ଏୟାରପୋର୍ଟରେ ଓହ୍ଲାଇଛି । ଏହା ଫଳରେ ସେଥିରେ ଥିବା ୧୪୧ ଜଣ ଯାତ୍ରୀଙ୍କ ସମେତ ସରକାର ଓ ଦେଶବାସୀ ଆଶ୍ବସ୍ତ […]

1 min read

‘ନାନୋ’ର ମହାନାୟକଥିଲେ ରତନ ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା

ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା ନୂଆଦିଲ୍ଳୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ  ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ନାନୋ କାର୍‌ ବାହାର କରି ସେ ଘରେ ଘରେ ପରିଚିତ ପାଲଟିଥିଲେ। ‘ନାନୋ’ର ମହାନାୟକ  । ନାନୋ କାର୍ ନିର୍ମାଣ କରାଇ ଦେଶରେ ଆଣିଥିଲେ ନାନୋ ବିପ୍ଳବ । ମଧ୍ୟବିତ୍ତ ଲୋକଙ୍କ ମନରେ […]

1 min read

ଷ୍ଟାର ହେଲଥ ଇନ୍ସ୍ୟୁରାନ୍ସ ୟୁଜର୍ସଙ୍କୁ ବଡ ଝଟକା, ଲିକ ହେଲା ଡାଟା

ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଆପଣଙ୍କ ପାଖରେ ଷ୍ଟାର ହେଲଥ ଇନସୁରାନ୍ସ ଅଛି କି? ଯଦି ହଁ, ତେବେ ଏହା ଆପଣଙ୍କ ପାଇଁ ଏକ ଖରାପ ଖବର ହୋଇପାରେ| ବାସ୍ତବରେ ବହୁ ସଂଖ୍ୟକ ୟୁଜର୍ସଙ୍କ ତଥ୍ୟ ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ଦୁଇ ସପ୍ତାହ ପୂର୍ବେ କମ୍ପାନୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟେଲିଗ୍ରାମ ଏବଂ ଡାଟା ଉଲ୍ଲଂଘନ ମାମଲାରେ ଏକ ଅଜ୍ଞାତ ହ୍ୟାକରଙ୍କ ବିରୋଧରେ ମାମଲା ଦାୟର କରିଥିଲା। ଏଥି ସହିତ, ବୁଧବାର ହଠାତ୍ ଏକ […]

1 min read

ମୃତ୍ୟୁ ପରେ ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପ୍ରସ୍ତାବ ପାରିତ

ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ସମ୍ମାନ‌ରେ ସ୍ୱର୍ଗତ ରତନ ଟାଟାଙ୍କୁ ସମ୍ମାନିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରି ଏକ ପ୍ରସ୍ତାବ ପାରିତ ହୋଇଛି। ମୁମ୍ବାଇ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଟାଟା ଗ୍ରୁପର ଅଧ୍ୟକ୍ଷ ରତନ ଟାଟାଙ୍କର ହଠାତ୍ ରକ୍ତଚାପ କମିଯିବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତବୁଧବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିବାର ଦୁଃଖଦ ଖବର ସାମ୍ନାକୁ ଆସିଛି।  ଏହି ପରିପ୍ରେକ୍ଷୀରେ  ମହାରାଷ୍ଟ୍ର […]

1 min read

 ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି : ୨୦୨୮ ପର୍ଯ୍ୟନ୍ତ ମାଗଣା ରାସନ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ବୁଧବାର ଦିନ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ହିତାଧିକାରୀ ଯୋଜନା ଅଧୀନରେ ମାଗଣା ରାସନ  ଜାରି ରଖିବାକୁ କ୍ୟାବିନେଟ ଅନୁମତି ଦେଇଛି।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ସ୍ପନ୍ଦନ ଗ୍ରାମ କାର୍ଯ୍ୟକ୍ରମ ଅଧୀନରେ ରାଜସ୍ଥାନ ଏବଂ ପଞ୍ଜାବର ସୀମାନ୍ତ ଅଞ୍ଚଳରେ ୨୨୮୦ କିଲୋମିଟର ରାସ୍ତା ନିର୍ମାଣ ନିଷ୍ପତ୍ତି ମଧ୍ୟ […]