ରାଜନୀତି
ସମ୍ବିଧାନର (ମୁଖବନ୍ଧ )କୁ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ ଗ୍ରନ୍ଥ। ଦେଶର ମାର୍ଗ ଦର୍ଶକ। ଦେଶର ସବୁ ଆଇନ, କାନୁନ୍, ବିଧି ବ୍ୟବସ୍ଥାର ମୁଖ୍ୟ ସ୍ରୋତ। ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ସବୁ ନାଗରିକ ନିଜ ନିଜର ମୌଳିକ କର୍ତ୍ତବ୍ୟ ପାଳନ କରିବା ଆବଶ୍ୟକ। ଆଜି ସମ୍ବିଧାନ ଦିବସ ପାଳନ ଅବସରରେ ସ୍ଥାନୀୟ ଏଜି ଛକ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା […]
ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ୨୫ ମିନିଟ୍ ଯାଏ ଗୃହ ମୁଲତବୀ ଘୋଷଣା
ଏକାଧିକ ପ୍ରସଙ୍ଗ ନେଇ ଆଜି ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଅନାହର ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଇସ୍ତଫା ଦାବି କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ୨୫ ମିନିଟ୍ ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ଆଜି ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ […]
ଆର୍ବିଆଇ ଗଭର୍ଣ୍ଣର ଅସୁସ୍ଥ
ଚେନ୍ନାଇ/ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି ଆର୍ବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସ ଏସିଡିଟି ଅନୁଭବ କରିବା ପରେ ତାଙ୍କୁ ପର୍ଯ୍ୟବେକ୍ଷଣ ପାଇଁ ଚେନ୍ନାଇର ଆପୋଲୋ ହସ୍ପିଟାଲ୍କୁ ନିଆଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଓ ଆଗାମୀ ୨-୩ ଘଣ୍ଟା ମଧ୍ୟରେ ଡିସଚାର୍ଜ ହେବେ ବୋଲି ଡାକ୍ତର ସୂଚନା ଦେଇଛନ୍ତି। ଆର୍ବିଆଇର ମୁଖପାତ୍ର ତାଙ୍କ ସ୍ବାସ୍ଥ୍ୟ ସଂପର୍କରେ […]
ଆଇଏଏସ୍ ସ୍ତରରେ ଅଦଳବଦଳ: ଯାମିନୀ ହେଲେ ଜିଏସ୍ଟି କମିସନର୍, ସୁଧାଂଶୁ ଓଏମ୍ସି ଏମ୍ଡି
ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍ଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି ହୋଇଛି। ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇଏଏସ୍ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଯୋଜନା ଓ ସଂଯୋଜନ ବିଭାଗର ସ୍ବତନ୍ତ୍ର ସଚିବ ଚିତ୍ରା ଅରୁମୁଗମ୍ଙ୍କୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ […]
ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି
ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦ ବର୍ଷ ପଛକୁ ଠେଲି ଦେଇଥିବା ବେଳେ ଗତ ତିନି ଚାରି ବର୍ଷ ହେଲା ଜିଲ୍ଲା ପୁଣି ବିକାଶ ଆଡକୁ ପାଦ ଥାପିଛି।ତେବେ ଗାଁର ବିକାଶ ହେଲେ ହିଁ ଜିଲ୍ଲାର […]
କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ
କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ ବାଲିଯାତ୍ରା ସହ ବାଂଲାଦେଶୀ ଯୁବତୀମାନଙ୍କର କୌଣସି ସଂପର୍କ ନାହିଁ। ସୂଚନାଯୋଗ୍ୟ, କଟକରୁ ଉଦ୍ଧାର ହୋଇଥିବା ବାଂଲାଦେଶ ଢାକାର ଜଣେ ନାବାଳିକାଙ୍କୁ ଦୁର୍ବୃତ୍ତ ଗୋଟିଏ ଦିନରେ ୧୫ ଥର ଦୁଷ୍କର୍ମ […]
୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ୟରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି। ସୁନ୍ଦରଗଡ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ଯରେ ଉତ୍ତର […]
ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା
ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ହାତରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ […]
ସରିଲା କଟକ ବାଲିଯାତ୍ରା: ଶେଷ ଦିନରେ ୧୩ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ
କଟକ,୨୪-୧୧-୨୦୨୪ (ପିପିଏସ) : କଟକର ଐତିହାସିକ ବାଲିଯାତ୍ରା ଉତ୍ସବ ଶେଷ ହୋଇଛି। ଶେଷ ଦିନରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପ୍ରାୟ ୧୩ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ପଡ଼ିଆ ବୁଲିଥିବା ପୁଲିସ-ପ୍ରଶାସନ ପକ୍ଷରୁ ଆକଳନ କରାଯାଉଛି। ଭିଡ଼ ଏଭଳି ଅସମ୍ଭାଳ ହୋଇଥିଲା ଯେ ରାଜପଥରୁ ରିଙ୍ଗବନ୍ଧକୁ ସମସ୍ତ ଗାଡ଼ି ପ୍ରବେଶ ଉପରେ କମିସନରେଟ୍ ପୁଲିସ ପକ୍ଷରୁ କଟକଣା ଜାରି କରାଯାଇଥିଲା। ରିଙ୍ଗବନ୍ଧରେ ଗାଡ଼ି ଗଡ଼ିବା ସମ୍ଭବପର ନହେବାରୁ ରାଜପଥରେ ଗାଡ଼ିଗୁଡ଼ିକୁ ଅଟକାଯାଇଥିଲା। ରାତି ପ୍ରାୟ ୮ଟା […]
ଘୋର ଅବବ୍ୟସ୍ଥାରେ ଏକ ନମ୍ୱର ହାଟ
ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। ସହର ସହ ଉପକଣ୍ଠ ଓ ଆଖପାଖ ଜିଲ୍ଲାର ଗ୍ରାହକମାନେ ଏଠାରୁ ନିୟମିତ କିଣାକିଣି କରନ୍ତି। ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। […]