1 min read

ଶୋଚନୀୟ ପରାଜୟ ପାଇଁ ଇଭିଏମକୁ ଦୋଷ ଦେଲେ ଉଦ୍ଧବ

ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକରେ ଇଭିଏମକୁ ଦୋଷ ଦେଇଛନ୍ତି । ଏହି ଫଳାଫଳ ଅସ୍ବାଭାବିକ ଲାଗୁଛି ବୋଲି ସେ କହିଛନ୍ତି । ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ମହାରାଷ୍ଟ୍ର ନିର୍ବାଚନରେ ଶୋଚନୀୟ ପରାଜୟ ପାଇଁ ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ) ନେତା ଉଦ୍ଧବ ଠାକରେ ଇଭିଏମକୁ ଦୋଷ ଦେଇଛନ୍ତି । ଏହି ଫଳାଫଳ ଅସ୍ବାଭାବିକ ଲାଗୁଛି ବୋଲି ସେ କହିଛନ୍ତି । ଉଦ୍ଧବ ଠାକରେ କହିଛନ୍ତି, ‘ମୁଁ ଭାବୁନାହିଁ […]

1 min read

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ  ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ପୁଲିସ ଉପସ୍ଥିତିରେ ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି […]

1 min read

ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତି

ମହତାବ ଉତ୍ତରପ୍ରଦେଶ କିମ୍ବା ଗୁଜୁରାଟରେ ଜନ୍ମ ଗ୍ରହଣ କରିଥିଲେ ଦେଶର ପ୍ରଧାନମନ୍ତ୍ରୀ ହୋଇଥାନ୍ତେ: ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଓଡ଼ିଆ ଅସ୍ମିତା ବିପଦରେ ଥିଲା। ଲୋକମାନେ ଅସ୍ମିତାକୁ ଉଦ୍ଧାର କଲେ ଏବଂ ଏ ସରକାରଙ୍କୁ ଆଣିଲେ। ତେଣୁ ପୂଜ୍ୟପୂଜାକୁ ସମ୍ମାନ ଜଣାଇ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତି ପାଳନ କରାଯାଉଛି। ସେ ହିଁ ବିକଶିତ ଓଡ଼ିଶା, ଉତ୍କର୍ଷ ଓଡ଼ିଶା ଗଠନ ପାଇଁ ଉଦ୍ୟମ କରୁଥିଲେ। ଏବେ ଡ. ମହତାବଙ୍କ ନବଯୁଗର ପରିକଳ୍ପାନା […]

1 min read

ଚାକିରି ଏବଂ ରୋଜଗାରର ପରିଭାଷାକୁ ବ୍ୟାପକ କରିବାକୁ ହେବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ସହ ୬ଟି ରାଜ୍ୟର ଯୁବବର୍ଗଙ୍କ ପାଇଁ ‘ଜବ୍ସ ଆଟ୍ ୟୋର୍ ଡୋର୍ ଷ୍ଟେପ୍ : ଏ ଜବ୍ସ ଡାଇଗ୍ନୋଷ୍ଟିକ୍ସ ଫର୍ ୟଙ୍ଗ୍ ପିପୁଲ ଅନ୍ ସିକ୍ସ ଷ୍ଟେଟ୍ସ’ (Jobs at Your Doorstep: A Jobs Diagnostics for Young People […]

1 min read

ରାଷ୍ଟ୍ରବାଦୀ ନେତା ଥିଲେ ଡକ୍ଟର ମହତାବ: ରାଷ୍ଟ୍ରପତି

ରାଷ୍ଟ୍ରବାଦୀ ନେତା ଥିଲେ ଡକ୍ଟର ମହତାବ: ରାଷ୍ଟ୍ରପତି ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ। ଦେଶକୁ ଏକଜୁଟ୍ କରିବା ପାଇଁ ତାଙ୍କର ଅବଦାନ ଥିଲା ଅତୁଳନୀୟ। ଡକ୍ଟର ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି କହିଛନ୍ତି ଯେ ଡକ୍ଟର ମହତାବ ଜଣେ […]

1 min read

କେନାଲ ପାଣି ନେଇ ପୁଣି ଗର୍ଜିଲେ ଚାଷୀ: ଆନ୍ଦୋଳନ ସହ ବିକ୍ଷୋଭ ପ୍ରଦର୍ଶନ

ଧର୍ମଗଡ/ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ଇନ୍ଦ୍ରାବତୀ ଉଠାଜଳସେଚନ ପ୍ରକଳ୍ପରୁ ୨୦୨୪-୨୫ ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଚାଷୀମାନେ ଗର୍ଜିଛନ୍ତି। ଚାଷୀମାନେ ରାସ୍ତା ଅବରୋଧ ସହିତ ଆନ୍ଦୋଳନ ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ରାସ୍ତାରେ ଯାତାୟତ ପ୍ରଭାବିତ ହୋଇଛି।  ଉପର ଇନ୍ଦ୍ରାବତୀ ବାମ କେନାଲ ବିଭାଗ ପକ୍ଷରୁ ଜଳସେଚନ ବନ୍ଦ ନେଇ ଚାଷୀଙ୍କ ଭିତରେ ଘୋର ଅସନ୍ତୋଷ ପ୍ରକାଶ ପାଇଥିଲା। ପୁନଃ ବିଚାର କରି କେନାଲ ପାଣି ଛାଡିବାକୁ ବିଭିନ୍ନ ସମୟରେ ଉପଜିଲ୍ଲାପାଳଙ୍କ […]

1 min read

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମଜୟନ୍ତୀ ପାଳିତ

କଟକ,୨୧-୧୧-୨୦୨୪ (ପିପିଏସ) : ହରେକୃଷ୍ଣ ମହବାତ ଫାଉଣ୍ଡେସନ ପକ୍ଷରୁ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଉତ୍ସବ ସ୍ଥାନୀୟ ପ୍ରଜାତନ୍ତ୍ର ପରିସରରେ ପାଳିତ ହୋଇଯାଇଛି। ଜଷ୍ଟିସ୍ ମନୋଞ୍ଜନ ମହାନ୍ତିଙ୍କ ସଭାପତିତ୍ୱରେ ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ରାଜ୍ୟ ଆଇନ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ମନ୍ତ୍ରୀ ହରିଚନ୍ଦନ ନିଜ ଅଭିଭାଷଣରେ ଓଡ଼ିଶାରେ ପୂଜ୍ୟପୂଜାକୁ ସମ୍ମାନକୁ ବିଶ୍ୱାସ କରି ରାଜ୍ୟର ଯୋଗଜନ୍ମା ବରପୁତ୍ର ଡକ୍ଟର ହରେକୃଷ୍ଣ ମହତାବଙ୍କ ବିଷୟରେ ଆଗାମୀ ପିଢ଼ିଙ୍କୁ […]

1 min read

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା  ବଡ଼ ଘୋଷଣା  କରିଛନ୍ତି। ସେ କହିଛନ୍ତି […]

1 min read

ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ: ଆଇନମନ୍ତ୍ରୀ

ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ […]

1 min read

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପଧ୍ୟାୟ, ଉପନିର୍ଦ୍ଦେଶକ ଶ୍ରୀ ଦେବାନ୍ଦନ ବରିହା, ବିଭାଗର ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ ତଥା ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ପ୍ରଶାସନିକ […]