1 min read

ପାକିସ୍ତାନୀ ଏୟାରପୋର୍ଟକୁ ହାତେଇଲା ଚୀନ

ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ ଲଗାଯାଇଛି। ଖାଲି ସେତିକି ନୁହେଁ, ଚୀନରୁ ଆସୁଥିବା ଜାହାଜ ସମୟରେ ଚୀନସେନାର ସ୍ପେଶାଲ ସ୍କ୍ୱାଡ୍ ଏଠାରେ ମୁତୟନ ରହିବେ। କରାଚି/ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୧-୨୦୨୫(ପିପିଏସ) : ପାକିସ୍ତାନର ଗ୍ବାଦର ସହରରେ ନିର୍ମିତ ଏକ ଏୟାରପୋର୍ଟକୁ ନିଜ ନିୟନ୍ତ୍ରଣକୁ ନେଇଯାଇଛି । ଏହି ବିମାନ ବନ୍ଦରରେ ସୁରକ୍ଷା ପାଇଁ ବହୁ ସଂଖ୍ୟକ ଚାଇନା ଉପକରଣ […]

1 min read

କୋଲକାତା ମେଡିକାଲ ଛାତ୍ରୀ ଦୁଷ୍କର୍ମ-ହତ୍ୟା ମାମଲା: ରାୟ ନେଇ ଖୁସି ନାହାନ୍ତି କଟକ ଛାତ୍ରଛାତ୍ରୀ

ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଆଜି ପଶ୍ଚିମବଙ୍ଗର ସିଆଲଦା କୋର୍ଟରେ ରାୟ ପ୍ରକାଶ ପାଇଛି। ଦୋଷୀ ସଞ୍ଜୟ ରାୟଙ୍କୁ ମିଳିଥିବା ଦଣ୍ଡ ନେଇ କଟକ ଏସ୍‌ସିବି ମେଡିକାଲ କଲେଜର ଡାକ୍ତର ଛାତ୍ରଛାତ୍ରୀମାନେ ଖୁସି ନାହାନ୍ତି। କଟକ ,୨୦-୦୧-୨୦୨୫(ପିପିଏସ) : କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲର ଜଣେ ମହିଳା ଡାକ୍ତରଙ୍କୁ ଗତବର୍ଷ ଅଗଷ୍ଟ ୯ ତାରିଖ ଦିନ ଦୁଷ୍କର୍ମ ଏବଂ ହତ୍ୟା […]

1 min read

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ମୁଖ୍ୟ ସାକ୍ଷୀଙ୍କ ସାର୍ଟ ରଙ୍ଗ ବଦଳିଗଲା

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ କାହିଁକି ସ୍ବର୍ଗତ ଦାସଙ୍କ ଗୁଳିବିଦ୍ଧ ସାର୍ଟ ଓ ରକ୍ତଲଗା ତଉଲିଆକୁ ଜବତ କଲାନାହିଁ ଝାରସୁଗୁଡ଼ା/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ) : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣିଥରେ ଚର୍ଚ୍ଚାର ପରିସରକୁ ଆସିଛି। ତଦନ୍ତରେ ରହିଥିବା ବିଭିନ୍ନ ଛିଦ୍ର ସବୁ ଗୋଟିଏ ପରେ ଗୋଟିଏ ପଦାକୁ ଆସିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ […]

1 min read

ରାମାୟଣ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନର ପ୍ରଥମ ବାର୍ଷିକୀ ପାଳନ

ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ) : ୨୦୨୪ ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ଉଦଘାଟନ ସହିତ ଭାରତ ଏକଗୁରୁତ୍ୱପୂର୍ଣ୍ଣ ସୁଯୋଗ ପ୍ରତ୍ୟକ୍ଷ କରିଥିଲା ଯାହା ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଏକ ଦଶନ୍ଧିର ଯାତ୍ରାର ସମାପ୍ତି ଥିଲା । ଏହି ଐତିହାସିକ ଘଟଣା କେବଳ ଏକ ବହୁ ପ୍ରତୀକ୍ଷିତ ସ୍ୱପ୍ନକୁ ପୂରଣ କରିନଥିଲା ବରଂ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପୁନରୁଦ୍ଧାର ମଧ୍ୟ କରିଥିଲା । ଜାନୁଆରୀ ୨୨, ୨୦୨୫ରେ ସାରା ବିଶ୍ୱ ଅଯୋଧ୍ୟା ରାମ ମନ୍ଦିରର […]

1 min read

ଅସ୍ତରଙ୍ଗ ରେ ଡଲଫିନ ଗଣନା 

:-୩ ଦିନ ବ୍ୟାପି ୪ଟି ଟିମ୍ ଗଣନା କରିବେ  ଅସ୍ତରଙ୍ଗ/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ତିନି ଦିନ ଧରି ପୁରୀ ଜିଲ୍ଲା ଅସ୍ତରଙ୍ଗ ଦେବୀ ନଦୀରେ ଓ ସମୁଦ୍ରରେ ବିରଳ ଡଲଫିନଙ୍କ ସଂଖ୍ୟା ବନବିଭାଗ ପକ୍ଷରୁ ଗଣନା ଜାରୀ ରହିବ। ନଦୀ ସମୁଦ୍ର ଘେରା ଅସ୍ତରଙ୍ଗ ଅଞ୍ଚଳ। ଏଠାରେ ପ୍ରବାବିତ ଦେବୀ ନଦୀ ସମୁଦ୍ର ମଧ୍ୟଦେଇ ବଙ୍ଗୋପସାଗର ସହିତ ମିଶିଛି। ଏଠାରେ ରହିଥିବା ହେନ୍ତାଳ ଜଙ୍ଗଲ ବନ୍ୟ ପ୍ରାଣୀଙ୍କ ପାଇଁ ପାଲଟିଛି ଅଭୟାରଣ୍ୟ। ବିଶେଷ ଭାବରେ ଶୀତଋତୁ […]

1 min read

କୋଣାର୍କରେ ଆରମ୍ଭ ହେଲା ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ  ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ଓ ରାଜ୍ୟ ଖଣି ମନ୍ତ୍ରୀ ବିଭୁତିଭୂଷଣ ଜେନା ବି ଏଥିରେ ଯୋଗ ଦେଇଛନ୍ତି। କୋଣାର୍କ/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

1 min read

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ

ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ  ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି  ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ ହିତାଧିକାରୀ। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ପିଏମ ଆବାସ ସର୍ଭେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ଏଥିଲାଗି ଉଭୟ ଅଫଲାଇନ ଏବଂ ଅନଲାଇନରେ ଆବେଦନ କରିପାରିବେ […]

1 min read

ରାଷ୍ଟ୍ରପତି ଭବନରେ ଆୟୋଜିତ ନୈଶ ଭୋଜି ପାଇଁ ରାମଜିତ୍‌, କିରନ୍‌ଙ୍କୁ ନିମନ୍ତ୍ରଣ

ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ରାଇରଙ୍ଗପୁର/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବାକୁ ଥିବା ଏକ ନୈଶ ଭୋଜିରେ ରାଇରଙ୍ଗପୁର ଅଂଚଳର ଦୁଇଜଣ ଯୋଗଦେବେ ବୋଲି ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ଆସିଛି। ସୂଚନା ଅନୁଯାୟୀ ରାଇରଙ୍ଗପୁର ୧୦ ନଂ ୱାର୍ଡ ଅଁଳାଡୁବାର କିରଣ ଡଗରା ବିଭିନ୍ନ […]

1 min read

ମୁଖ୍ୟସ୍ରୋତରେ ସାମିଲ ହେଲେ ୬ ନକ୍ସଲ

ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସରକାରଙ୍କର ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହେବା ସହ ଘନ ଘନ ଚଢ଼ାଉରେ ଏମାନେ ଭୟଭୀତ ହୋଇ ଆତ୍ମସମର୍ପଣ କରିଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସରକାରଙ୍କର ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହେବା ସହ ଘନ ଘନ ଚଢ଼ାଉରେ ଏମାନେ ଭୟଭୀତ ହୋଇ ଆତ୍ମସମର୍ପଣ କରିଥିବା ଜମାପଡ଼ିଛି। ଆତ୍ମସମର୍ପଣ କରିଥିବା […]

1 min read

ନବ ଦାସ ହତ୍ୟା ମାମଲା: ମୁହଁ ଖୋଲିଲେ ଦେବେଶ

ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ତାଙ୍କ ବାପା ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ନେଇ ରାଜ୍ୟରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି […]