ପ୍ରମୁଖ ଖବର
ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବ ନାହିଁ ଅନୁମତି।
ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ […]
ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମିଳିବ ‘ଆୟୁଷ୍ମାନ’ କାର୍ଡ
ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ ଛାପିବା ପାଇଁ ଜାତୀୟ ସ୍ବାସ୍ଥ୍ୟ ଏଜେନ୍ସି (ଏନ୍ଏଚ୍ଏ)ର ଭେଣ୍ଡରଙ୍କୁ ତାଲିକା ଦିଆସରିଛି। ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆରମ୍ଭ ହେବ। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ କାର୍ଡ […]
କୋଣାର୍କ ଦେଖି ବିମୋହିତ ହେଲେ ସିଙ୍ଗାପୁର ରାଷ୍ଟ୍ରପତି
କଳାଗ୍ରାମ ରଘୁରାଜପୁର, କୋଣାର୍କ ସୂର୍ଯ୍ୟମନ୍ଦିର ବୁଲିଲେ ପୁରୀ/କୋଣାର୍କ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଆଜି ସସ୍ତ୍ରୀକ ପୁରୀ ଜିଲ୍ଲା ଗସ୍ତରେ ଆସି ସଦର ବ୍ଲକ୍ ଅନ୍ତର୍ଗତ ଚନ୍ଦନପୁର ନିକଟ କଳାଗ୍ରାମ ରଘୁରାଜପୁର ଓ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଘୁରାଜପୁରର ପଟ୍ଟଚିତ୍ର, ତାଳପତ୍ର କଳା, ମାଟି ଓ ଗୋବର କଣ୍ଢେଇ, ପଥର କଳା ଆଦି ଦେଖି ଅଭିଭୂତ ହୋଇଛନ୍ତି। ପଟ୍ଟଚିତ୍ର ଶିଳ୍ପୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି। ପଟ୍ଟଚିତ୍ର […]
ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିଲେ, ସିଏ ହିଁ ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ:ପ୍ରଦୀପ ପୁରୋହିତ
ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ, ତାହା ଆଜି ପ୍ରମାଣିତ ହେବାକୁ ଯାଉଛି। ଆଜି ଏଭଳି କହିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। ଝାରସୁଗୁଡ଼ା/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପଛର ଖଳନାୟକମାନେ ସାମ୍ନାକୁ ଆସିବା ଦରକାର। ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାର ସ୍ବପ୍ନ ଦେଖୁଥିବା ବ୍ୟକ୍ତି ହିଁ […]
ମିଠା ଦୋକାନରେ ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ
ମାଲିକଙ୍କ ସହ ୩ ଗୁରୁତର ବାଲେଶ୍ୱର ଜିଲ୍ଲା ନୀଳଗିରି ବଜାରରେ ଏକ ମିଠା ଦୋକାନରେ ଗ୍ୟାସ୍ ଲିକ୍ ହୋଇଛି। ଫଳରେ ଅଗ୍ନିକାଣ୍ଡ ଦେଖାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଦୋକାନର ମାଲିକଙ୍କ ସମେତ ୩ ଜଣ ଗୁରୁତର ଆହତ ଅଛନ୍ତି। ନୀଳଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବାଲେଶ୍ୱର ଜିଲ୍ଲା ନୀଳଗିରି ବଜାରରେ ଏକ ମିଠା ଦୋକାନରେ ଗ୍ୟାସ୍ ଲିକ୍ ହୋଇଛି। ଫଳରେ ଅଗ୍ନିକାଣ୍ଡ ଦେଖାଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଦୋକାନର ମାଲିକଙ୍କ ସମେତ ୩ ଜଣ ଗୁରୁତର ଆହତ ଅଛନ୍ତି। ସେମାନଙ୍କୁ […]
ମହିଳା ସଶକ୍ତୀକରଣରେ ମାଇଲଖୁଣ୍ଟ: ମୁଖ୍ୟମନ୍ତ୍ରୀ
ସ୍ବାମୀତ୍ବ ଯୋଜନାରେ ଇ-ସଂପତ୍ତି କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାୟଗଡ଼ା ବିଜୁ ପଟ୍ଟନାୟକ ଅଡିଟୋରିୟମରେ ରାୟଗଡ଼ା/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ସ୍ବାମୀତ୍ବ ଯୋଜନାରେ ଇ-ସଂପତ୍ତି କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାୟଗଡ଼ା ବିଜୁ ପଟ୍ଟନାୟକ ଅଡିଟୋରିୟମରେ ୧୦ଜଣ ହିତାଧିକାରୀଙ୍କୁ କାର୍ଡ […]
ଠକ ଦଂପତି ହଂସିତା ଓ ଅନୀଲଙ୍କୁ ନେଇ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ
ବହୁ ଚର୍ଚ୍ଚିତ ଠକ ଦଂପତି ହଂସିତା ଓ ଅନୀଲଙ୍କୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ହଂସିତାଙ୍କ ନାମରେ ଯୁବତୀ ଚାଲାଣ ନେଇ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଛି। ଏହି ଦଂପତିଙ୍କ ବିରୋଧରେ ଇମୋରାଲ ଟ୍ରାଫିକ ପ୍ରିଭେନସନ ଆକ୍ଟର ସେକ୍ସକନ ୫ ଲଗାଇ ଇନ୍ଫୋସିଟି ପୁଲିସ ମାମଲା ରୁଜୁ କରିଛି। ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବହୁ ଚର୍ଚ୍ଚିତ ଠକ ଦଂପତି ହଂସିତା ଓ ଅନୀଲଙ୍କୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ହଂସିତାଙ୍କ ନାମରେ ଯୁବତୀ […]
ଔପଦାରେ ଚାଞ୍ଚଲ୍ୟ: ଯୌତୁକ ଲାଗି ବଧୂହତ୍ୟା ଅଭିଯୋଗ
ଅଭିଯୁକ୍ତ ଶାଶୂ, ଶ୍ଵଶୁର, ସ୍ଵାମୀ ଓ ନଣନ୍ଦ ଫେରାର ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ ଗ୍ରାମର ବିପିନ ବିହାରୀ ପଣ୍ଡାଙ୍କ ପତ୍ନୀ ଆରତୀ। ସୋର/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବାଲେଶ୍ବର ଜିଲ୍ଲା ଔପଦା ଥାନା ବାଙ୍ଗୁରୁ ଗ୍ରାମର ଯୌତୁକ ପାଇଁ ଜଣେ ବଧୂଙ୍କୁ ଶାଶୂଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ହେଉଛନ୍ତି ସଂପୃକ୍ତ […]
ପରଲୋକରେ ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର
କଟକ ୧୯-୦୧-୨୦୨୫(ପିପିଏସ ) : ବରିଷ୍ଠ ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ଗୋପାଳ କର ଆଉ ନାହାନ୍ତି। ଆଜି ସକାଳ ପ୍ରାୟ ୧୦ଟା ବେଳେ ହୃଦଘାତରେ ସେ ନିଜର ତେଲେଙ୍ଗା ବଜାରସ୍ଥିତ ବାସଭବନରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଡାକ୍ତର ଗୋପାଳ କର ଏସସିବି ମେଡିକାଲ କଲେଜର ମାନସିକ ରୋଗ ବିଭାଗର ମୁଖ୍ୟ ଓ ପରେ ଅଧ୍ୟକ୍ଷ ଦାୟିତ୍ବ ତୁଲାଇଥିଲେ। ଖାଲି ସେତିକି ନୁହେଁ ସେ ଡିଏମଇଟି […]
ଚିଲିକାରେ ଫସିଲେ ୫୦ ଯାତ୍ରୀ
ସାତପଡ଼ା ଯିବା ବେଳେ ଅଟକିଲା ଦେଶୀଡ଼ଙ୍ଗା ବ୍ରହ୍ମଗିରି/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ଚିଲିକା ଜଳରାଶିରେ ରବିବାର ଅପରାହ୍ଣରେ ଏକ ଯାତ୍ରୀବାହୀ ଡଙ୍ଗା ଅଟକି ଯାଇଛି। ଏହି ଅଘଟଣ ପାଇଁ ୫୦ ଜଣ ଯାତ୍ରୀ ଦୀର୍ଘ ସମୟ ପର୍ଯ୍ୟନ୍ତ ଫସିଛନ୍ତି। ସେମାନଙ୍କୁ ଅନ୍ୟ ଡଙ୍ଗା ସାହାଯ୍ୟରେ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି। ଯାନ୍ତ୍ରିକ ତ୍ରୁଟି ପାଇଁ ଏହିଭଳି ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ […]
