ପ୍ରମୁଖ ଖବର
ସୈଫଙ୍କୁ ନେଇ ରାଜନୀତି ଆରମ୍ଭ
କଂଗ୍ରେସ-ଟିଏମସିକୁ କ୍ଷମା ମାଗିବାକୁ କହିଲା ବିଜେପି ମୁମ୍ବାଇ/ଭୁବନେଶ୍ୱର ୧୯-୦୧-୨୦୨୫(ପିପିଏସ ) : ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ଛୁରୀରେ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଥାନେ ୱେଷ୍ଟରୁ ମୁମ୍ବାଇ ପୁଲିସ ଗିରଫ କରିଛି। ରାତ୍ରି ପ୍ରାୟ ୨-୩ରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଥିଲା। ଏଥିପାଇଁ ପୁଲିସ ୧୦୦ଅଧିକାରୀଙ୍କ ଏକ ଟିମ୍ ଗଠନ କରିଥିଲା। ପୁଲିସର ସୂଚନାନୁସାରେ, ଅଭିଯୁକ୍ତ ଶରିଫୁଲ ଇସଲାମ ଚୋରି ଉଦ୍ଦେଶ୍ୟରେ ଚଳଚ୍ଚିତ୍ର ଅଭିନେତା ସୈଫ ଅଲି ଖାନଙ୍କ ଘରେ ପ୍ରବେଶ କରିଥିଲେ। ସେ ଭାବିଥିଲେ […]
ହାଇକୋର୍ଟରେ ଭିସୁଟ୍ ଛାତ୍ରୀଙ୍କ ମୃତ୍ୟୁ ମାମଲା
ଏସପିଙ୍କ ତତ୍ତ୍ବାବଧାନରେ ଯଥାଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ କଟକ ୧୭-୦୧-୨୦୨୫(ପିପିଏସ) : ୨୦୨୩ରେ ଭିସୁଟ୍ ଛାତ୍ରୀ ଚିନ୍ମୟୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏହି ଘଟଣାର ଯଥା ଶୀଘ୍ର ତଦନ୍ତ ସଂପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଚିନ୍ମୟୀଙ୍କ ମୃତ୍ୟୁ ଘଟଣାର ସିବିଆଇ ବା କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ବ ହସ୍ତାନ୍ତର ପ୍ରସଂଗ ନେଇ ଦାୟର ମାମଲାର ହାଇକୋର୍ଟରେ ଶୁଣାଣି ସମୟରେ ଆବେଦନକାରୀଙ୍କ ତରଫରୁ ପୁଲିସ ତଦନ୍ତ ସନ୍ତୋଷଜନକ ନୁହେଁ […]
ଜିଲ୍ଲାପାଳଙ୍କ କମ୍ପାନୀ ପ୍ରୀତି !
କମ୍ପାନୀ ପାଇଁ ବାଣୀପଦାବାସୀଙ୍କୁ ବେଘର କରୁଛନ୍ତି କଟକ ଜିଲ୍ଲାପାଳ କଟକ ୧୭-୦୧-୨୦୨୫(ପିପିଏସ) : ନବୀନ ସରକାର ଗାଦୀଚ୍ୟୁତ ହେବା ୬ମାସ ଟପିଲାଣି, ମାତ୍ର କେତେକ ଅଧିକାରୀ ନିଜକୁ ସେହି ଢାଞ୍ଚାରୁ ବାହାରକୁ ଆଣିପାରୁନାହାନ୍ତି। ଜନତାଙ୍କ ଉପରେ ଏମାନେ ଦାଉ ସାଧୁଛନ୍ତି । ହାକିମାତି ଦେଖାଉଛନ୍ତି । ଜେଲ୍ରେ ଭର୍ତ୍ତି କରିବାକୁ ଧମକ ଚମକ ବି ଦେଉଛନ୍ତି । ଜନତା କି ଜନପ୍ରତିନିଧ ନୁହେଁ, ବରଂ ସେମାନେ ହିଁ ସର୍ବେସର୍ବା ବୋଲି ନିଜକୁ ବିଚାରୁଛନ୍ତି । ବିଜେଡି ଏଜେଣ୍ଡା […]
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର
ରାଜ୍ୟରେ ଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ […]
ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ: ପ୍ରଭାତୀ ପରିଡ଼ା
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। […]
୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ
ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ ରାଜଗାଙ୍ଗପୁର/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜଗାଙ୍ଗପୁର ଡାଲ୍ମିଆ ସିମେଣ୍ଟ ଭାରତ ଲିମିଟେଡ୍ (ଡିସିବିଏଲ୍) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ ପକ୍ଷରୁ କୁହାଯାଇଛି ଯେ ଗୁରୁତରମାନଙ୍କୁ ସ୍ୱତନ୍ତ୍ର ହସ୍ପିଟାଲକୁ ନିଆଯାଇଛି। ହେଲେ ଗୁରୁତରଙ୍କ ସଂଖ୍ୟା ଦେଇ ନାହିଁ କି କେଉଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ସେନେଇ […]
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ରେଳ ଷ୍ଟେସନଠାରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକ ସିରିଡି ଓ ନାସିକ ଦର୍ଶନ ପାଇଁ ଆଜି ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପାରମ୍ପରିକ ପୂଜା ସହିତ ପତକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ । ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଆପଣମାନେ ଯେପରି ଖୁସି ମନରେ ତୀର୍ଥଯାତ୍ରା କରିବାକୁ ଯାଉଛନ୍ତି, ସେହିଭଳି ସୁସ୍ଥ ଓ ନିରାପଦ ଭାବେ ତୀର୍ଥଯାତ୍ରା ସମ୍ପନ୍ନ କରି ଅଶେଷ […]
୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର
ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର […]
ମାଓ ସଂଗଠନର ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ
କୋଣ୍ଡାଗାଓଁ ଜିଲ୍ଲା ପୁଲିସ ନିକଟରେ ମାଓ ସଂଗଠନର ଟେକନିକାଲ କମାଣ୍ଡର ଗିଞ୍ଜୁର ରାମ ଉସେଣ୍ଡି ଓରଫ କମଲଦାସ ଉସେଣ୍ଡି(୪୫) ଆତ୍ମସମର୍ପଣ କରିଛି। କମଲଦାସ ଉସେଣ୍ଡି ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ। ମାଲକାନଗିରି/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ଲଗାତାର ଅପରେସନ ଚାଲିଥିବାରୁ ନକ୍ସଲ ଏବେ ଭୟଭିତ ହୋଇ ଆତ୍ମସମର୍ପଣ କରିବାକୁ ଲାଗିଛନ୍ତି। ଏହି କ୍ରମରେ ଆଜି ପୁଣି ଜଣେ ମାଓ କମାଣ୍ଡର ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। […]
ଏସ୍ସିବିରେ ଝୁଣ୍ଟୁଛି ମୋତିଆବିନ୍ଦୁ ଅସ୍ତ୍ରୋପଚାର
୫ ବର୍ଷ ହେଲା ଫେକୋ ମେସିନ୍, ଭିଜୁଆଲ ପେରିମିଟର୍ ଅଚଳ କଟକ ୧୬-୦୧-୨୦୨୫(ପିପିଏସ) : ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଚକ୍ଷୁ ବିଭାଗରେ ଏବେ ସ୍ବାଭାବିକ ଭାବେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ବି ସମ୍ଭବ ହେଉନି। ମୋତିଆବିନ୍ଦୁର ଅତ୍ୟାଧୁନିକ ଅସ୍ତ୍ରୋପଚାର ପାଇଁ ବ୍ୟବହାର ହେଉଥିବା ଫେକୋ ମେସିନ୍ ୫ବର୍ଷ ହେଲା ଅଚଳ ହୋଇପଡ଼ିଛି। ଏହି ମେସିନ୍କୁ ସଜଡ଼ା ଯାଇପାରୁନି କି ହୋଇଥିବା ଟେଣ୍ଡର ଅନୁସାରେ ନୂଆ ମେସିନ୍ ଆସିପାରୁନି। ଫଳରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ଘରୋଇ ହସ୍ପିଟାଲ […]
