1 min read

ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ: ପ୍ରଭାତୀ ପରିଡ଼ା

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ। […]

1 min read

୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ

ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ ରାଜଗାଙ୍ଗପୁର/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜଗାଙ୍ଗପୁର ଡାଲ୍‌ମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ ପକ୍ଷରୁ କୁହାଯାଇଛି ଯେ ଗୁରୁତରମାନଙ୍କୁ ସ୍ୱତନ୍ତ୍ର ହସ୍ପିଟାଲକୁ ନିଆଯାଇଛି। ହେଲେ ଗୁରୁତରଙ୍କ ସଂଖ୍ୟା ଦେଇ ନାହିଁ କି କେଉଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ସେନେଇ […]

1 min read

ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ରେଳ ଷ୍ଟେସନଠାରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକ ସିରିଡି ଓ ନାସିକ ଦର୍ଶନ ପାଇଁ ଆଜି ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପାରମ୍ପରିକ ପୂଜା ସହିତ ପତକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ । ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଆପଣମାନେ ଯେପରି ଖୁସି ମନରେ ତୀର୍ଥଯାତ୍ରା କରିବାକୁ ଯାଉଛନ୍ତି, ସେହିଭଳି ସୁସ୍ଥ ଓ ନିରାପଦ ଭାବେ ତୀର୍ଥଯାତ୍ରା ସମ୍ପନ୍ନ କରି ଅଶେଷ […]

1 min read

୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର

ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର […]

1 min read

ମାଓ ସଂଗଠନର ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ

କୋଣ୍ଡାଗାଓଁ ଜିଲ୍ଲା ପୁଲିସ ନିକଟରେ ମାଓ ସଂଗଠନର ଟେକନିକାଲ କମାଣ୍ଡର ଗିଞ୍ଜୁର ରାମ ଉସେଣ୍ଡି ଓରଫ କମଲଦାସ ଉସେଣ୍ଡି(୪୫) ଆତ୍ମସମର୍ପଣ କରିଛି। କମଲଦାସ ଉସେଣ୍ଡି ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ। ମାଲକାନଗିରି/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ଲଗାତାର ଅପରେସନ ଚାଲିଥିବାରୁ ନକ୍ସଲ ଏବେ ଭୟଭିତ ହୋଇ ଆତ୍ମସମର୍ପଣ କରିବାକୁ ଲାଗିଛନ୍ତି। ଏହି କ୍ରମରେ ଆଜି ପୁଣି ଜଣେ ମାଓ କମାଣ୍ଡର ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। […]

1 min read

ଏସ୍‌ସିବିରେ ଝୁଣ୍ଟୁଛି ମୋତିଆବିନ୍ଦୁ ଅସ୍ତ୍ରୋପଚାର

୫ ବର୍ଷ ହେଲା ଫେକୋ ମେସିନ୍‌, ଭିଜୁଆଲ ପେରିମିଟର୍‌ ଅଚଳ କଟକ ୧୬-୦୧-୨୦୨୫(ପିପିଏସ) : ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଚକ୍ଷୁ ବିଭାଗରେ ଏବେ ସ୍ବାଭାବିକ ଭାବେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ବି ସମ୍ଭବ ହେଉନି। ମୋତିଆବିନ୍ଦୁର ଅତ୍ୟାଧୁନିକ ଅସ୍ତ୍ରୋପଚାର ପାଇଁ ବ୍ୟବହାର ହେଉଥିବା ଫେକୋ ମେସିନ୍ ୫ବର୍ଷ ହେଲା ଅଚଳ ହୋଇପଡ଼ିଛି। ଏହି ମେସିନ୍‌କୁ ସଜଡ଼ା ଯାଇପାରୁନି କି ହୋଇଥିବା ଟେଣ୍ଡର ଅନୁସାରେ ନୂଆ ମେସିନ୍‌ ଆସିପାରୁନି। ଫଳରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ଘରୋଇ ହସ୍ପିଟାଲ […]

1 min read

୮୦ ବର୍ଷରୁ ଅଧିକ ବୟସ୍କ, ଦିବ୍ୟାଙ୍ଗଙ୍କୁ ଭତ୍ତା ବଣ୍ଟାଗଲା

୪.୧୭ ଲକ୍ଷ ଦିବ୍ୟାଙ୍ଗଙ୍କୁ ମାସିକ - ୩୫୦୦ ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ ଶୁଭାରମ୍ଭ କରିଛନ୍ତି। କେନ୍ଦୁଝର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା […]

1 min read

ପ୍ଲାଣ୍ଟ ଭିତରେ ତହସିଲଦାର ଓ ପୁଲିସ୍

 ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ିବା ଘଟଣା ରାଜଗାଙ୍ଗପୁର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍‌ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ ଶ୍ରମିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି ।ତିନିରୁ ୪ ଜଣ ଶ୍ରମିକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ […]

1 min read

ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ

ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର […]

1 min read

୧୮ ଜାନୁଆରିରୁ ଭିତରକନିକାରେ ପକ୍ଷୀ ଗଣନା

ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀ ଗଣନା କରାଯିବ ରାଜନଗର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍‌ରେ ପକ୍ଷୀ ଗଣନା କରାଯିବ। ଜାନୁଆରି ୧୭ରେ […]