1 min read

ଶ୍ରୀନଅରରେ ଗଜପତି ମହାରାଜଙ୍କ ପୁଷ୍ୟାଭିଷେକ ନୀତି ସମ୍ପନ୍ନ

ବୁଧବାର ପୁଷ୍ୟା ନକ୍ଷତ୍ର ତିଥିରେ ଶ୍ରୀନଅରରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ପାରମ୍ପରିକ ରୀତିନୀତି ଅନୁଯାୟୀ ଶ୍ରୀନଅରରେ ଇଷ୍ଟଦେବୀ କନକଦୁର୍ଗାଙ୍କ ପାଖରେ ପୂଜାର୍ଚ୍ଚନା ପରେ ଗଜପତିଙ୍କ ଅଭିଷେକ ହୋଇଛି ପୁରୀ/ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ବୁଧବାର ପୁଷ୍ୟା ନକ୍ଷତ୍ର ତିଥିରେ ଶ୍ରୀନଅରରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହା ପର୍ବରୁ ସୋମବାର ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା ଅବସରରେ ଶ୍ରୀମହାପ୍ରଭୁଙ୍କ ଦେବାଭିଷେକ ନୀତି ସମ୍ପନ୍ନ ହୋଇଥିଲା। ପାରମ୍ପରିକ ରୀତିନୀତି […]

1 min read

ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ ଘଟିଛି। ବୁଧବାର ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ବାଘ ଶାବକର ମୃତ୍ୟୁ ଘଟିଛି। ଶାବକଟି ୨ ନଭେମ୍ବର ୨୦୨୪ରେ ଜନ୍ମ ହୋଇଥିଲା ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ନନ୍ଦନକାନନର ପ୍ରାଣୀ ଉଦ୍ୟାନରେ ଏକ ବାଘ ଛୁଆର ମୃତ୍ୟୁ ଘଟିଛି। ଶାବକଟି ଅସୁସ୍ଥ ଥିବାରୁ ୧୨ ଜାନୁଆରି ୨୦୨୫ରୁ ସେ ଚିକିତ୍ସିତ ହେଉଥିଲା। କିନ୍ତୁ ପରେ ମୃତ୍ୟୂ ଘଟିଥିଲା। ଖବର ଅନୁଯାୟୀ, ୨ ନଭେମ୍ବର ୨୦୨୪ରେ […]

1 min read

୭ ନକ୍ସଲ ଗିରଫ

ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ଆଉ ଏକ ବଡ ସଫଳତା ମିଳିଛି। ପୁଲିସ ୭ ନକ୍ସଲଙ୍କୁ ଗିରଫ କରିଛି। ଜିଲ୍ଲା ପୁଲିସ,କୋବ୍ରା ଯବାନ ମିଳିତ ଭାବେ ଚିନ୍ତାଗୁମ୍ଫା ଥାନା ଅଞ୍ଚଳରୁ ସେମାନଙ୍କୁ ଗିରଫ କରିଛନ୍ତି ମାଲକାନଗିରି/ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ଆଉ ଏକ ବଡ ସଫଳତା ମିଳିଛି। ପୁଲିସ ୭ ନକ୍ସଲଙ୍କୁ ଗିରଫ କରିଛି। ଜିଲ୍ଲା ପୁଲିସ,କୋବ୍ରା ଯବାନ ମିଳିତ ଭାବେ ଚିନ୍ତାଗୁମ୍ଫା ଥାନା ଅଞ୍ଚଳର ମେଟାଗୁଡା,ଏରନପାଲୀ,ଦୁଲେଡ ଗ୍ରାମ୍ୟ […]

1 min read

ଓଏଏସ୍ ଆଲୋକ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ନିଯୁକ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। ଜୁନ୍ ମାସରେ ତ୍ରିଲୋଚନ ମହାନ୍ତି ଏବଂ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତ କରାଯାଇଥିଲା ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ କେନ୍ଦୁଝର ଏଡିଏମ୍ ଭାବେ କାର୍ଯ୍ୟ କରୁଥିବା ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି।ଖୋର୍ଦ୍ଧା ଉପ […]

1 min read

୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍‌ଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି

ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ ୧୧ ଓଏଏସ୍, ୧୭ ଓଆରଏସ୍, ୨ ଓଏମ୍‌ଏଏସ୍ ଅଧିକାରୀଙ୍କୁ ସ୍ଥାନାନ୍ତର କରାଯାଇଛି ଏବଂ ନୂତନ ନିଯୁକ୍ତି ଦିଆଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଓଡିଶା ସରକାର ଓଡିଶା ପ୍ରଶାସନିକ ସେବା (ଓଏଏସ୍), ଓଡିଶା ରାଜସ୍ୱ ସେବା (ଓଆରଏସ) ଏବଂ ଓଡିଶା ମ୍ୟୁନିସିପାଲିଟି ଆଡମିନିଷ୍ଟ୍ରେଟିଭ୍ ସର୍ଭିସେସ୍ (ଓଏମ୍ଏସ୍)ର କେତେକ ଅଧିକାରୀଙ୍କୁ ସ୍ଥାନାନ୍ତର କରି ସେମାନଙ୍କୁ ନୂତନ ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ […]

1 min read

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ  ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ବିଜୁ ପଟ୍ଟନାୟକ […]

1 min read

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି। ସମ୍ବାଦଦାତାମାନଙ୍କ […]

1 min read

ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୧୫-୦୧-୨୦୨୫(ପିପିଏସ ) : ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ […]

1 min read

ଏବେ ନ୍ୟାୟଦେବୀ ଉନ୍ମୁକ୍ତ ନୟନରେ ନ୍ୟାୟ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ନ୍ୟାୟିକ ଅଭିଲେଖାଗାର ଆମ ଆଇନଗତ ବ୍ୟବସ୍ଥାର ଏକ ସମୃଦ୍ଧ ଐତିହ୍ୟର ଭଣ୍ଡାର ଭାବେ କାର୍ଯ୍ୟ କରିବ। ଏହା ଆଇନଗତ ଇତିହାସ, ଐତିହାସିକ ମାମଲା ଓ ଅମୂଲ୍ୟ ଉଦାହରଣର ଭଣ୍ଡାର ହେବ। କଟକ,୧୨-୦୧-୨୦୨୫( ପିପିଏସ) : ନ୍ୟାୟିକ ଅଭିଲେଖାଗାର ଆମ ଆଇନଗତ ବ୍ୟବସ୍ଥାର ଏକ ସମୃଦ୍ଧ ଐତିହ୍ୟର ଭଣ୍ଡାର ଭାବେ କାର୍ଯ୍ୟ କରିବ। ଏହା ଆଇନଗତ ଇତିହାସ, ଐତିହାସିକ ମାମଲା ଓ ଅମୂଲ୍ୟ ଉଦାହରଣର ଭଣ୍ଡାର ହେବ। ଏହା ଓଡ଼ିଶା ଓ ଆମ ଦେଶର ଆଇନଗତ ଦୃଶ୍ୟପଟ୍ଟକୁ ଚିରସ୍ଥାୟୀ […]

1 min read

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ  ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ […]