ଘଟଣା-ଦୁର୍ଘଟଣା
ପୁଲିସକୁ ଛାଡ଼ୁନି ପ୍ରେମ ରୋଗ
ମହିଳା ହୋମଗାର୍ଡଙ୍କ ମୋବାଇଲ ଫୋନରେ ଆଇଆଇସିଙ୍କ ପୁଳାପୁଳା ପ୍ରେମାଳାପ ଚାଟିଂ ଜଗତସିଂହପୁର ଜିଲ୍ଲା ପୁଲିସକୁ ମାଡ଼ି ବସିଛି ପ୍ରେମ ରୋଗ। ମହିଳା ହୋମଗାର୍ଡଙ୍କୁ ଆଇଆଇସି ତପନ ନାହାକଙ୍କ ପ୍ରେମ, ଶାରୀରିକ ସମ୍ପର୍କ, ପ୍ରତାରଣା ଖୁବ୍ ଚର୍ଚ୍ଚାରେ ରହି ଆସିଛି। ସାରା ରାଜ୍ୟରେ ଏହି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଜଗତସିଂହପୁର ୨୭-୦୨-୨୦୨୫(ପିପିଏସ) : ଜଗତସିଂହପୁର ଜିଲ୍ଲା ପୁଲିସକୁ ମାଡ଼ି ବସିଛି ପ୍ରେମ ରୋଗ। ଗୋଟିଏ ପରେ ଗୋଟିଏ ପ୍ରେମ କାହାଣୀକୁ ନେଇ ଚର୍ଚ୍ଚାରେ ଜଗତସିଂହପୁର ଜିଲ୍ଲା ପୁଲିସ। […]
ଖୋର୍ଦ୍ଧାରେ ବିସ୍ଫୋରଣ: ତିନି ଗୁରୁତର, ଦୁଇ ଭୁବନେଶ୍ବର ସ୍ଥାନାନ୍ତରିତ
ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ସ୍ଥାନୀୟ ଲୋକଙ୍କ କହିବା କଥା ହେଲା ଏହା ବୋମା ବିସ୍ପୋରଣ। ଅପରପକ୍ଷରେ ଏହା ବାଣ ବିସ୍ପୋରଣ ବୋଲି ପୁଲିସ […]
୨୦୦ ଜମାକାରୀଙ୍କଠୁ ୫ କୋଟି ହଡ଼ପ
ମାଷ୍ଟର୍ମାଇଣ୍ଡକୁ ହାଇଦ୍ରାବାଦରୁ ଗିରଫ କଲା ଇଓଡବ୍ଲ୍ୟୁ ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଓଡ଼ିଶାର ୬ […]
ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଘଟଣା […]
ଜିଲ୍ଲାପାଳଙ୍କୁ ଭେଟିବାକୁ ୨୫ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ
ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ୨୫ କି.ମି ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କରିଛନ୍ତି। ବାରିପଦା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ଆସି ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଏବଂ ଶିକ୍ଷକମାନେ ବିଭିନ୍ନ ସମୟରେ ବିନା […]
ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଆଜି ସକାଳ ୬ଟା ୧୦ରେ ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍ ।ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର ।ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି […]
ମାଟିତଳେ ପୋତି ହୋଇଗଲେ ୩ ଶ୍ରମିକ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ ରାଉରକେଲା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ। ପରେ […]
କୁଳପତି ଡିଜିଟାଲ ଆରେଷ୍ଟ୍ର ଶିକାର
ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ଠାରୁ ୧୪ ଲକ୍ଷ ଠକିନେଲେ ଠକ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି(ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ଡିଜିଟାଲ ଆରେଷ୍ଟ୍ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି ବ୍ରହ୍ମପୁର/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି (ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ସମ୍ପ୍ରତି ଡିଜିଟାଲ ଆରେଷ୍ଟ୍ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି।ରିପୋର୍ଟ ଅନୁସାରେ, ଜଣେ ଅଜଣା […]
ବିବାଦରେ କାନ୍ଥଚିତ୍ର
ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର ମହାମନିଷୀମାନଙ୍କ ନାମକୁ ଏଭଳି କଦର୍ଥ କରିଛି ଯେ, ସେମାନଙ୍କର ସମ୍ମାନହାନି ହେଉଛି। ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର […]
ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର
ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଆଳି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ରବିବାର ବିଳମ୍ୱିତ ରାତିରେ ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। […]