1 min read

ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ

ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି […]

1 min read

ପୁଲିସ ବିଭାଗର ଆଧୂନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବା ଆବଶ୍ୟକ ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ […]

1 min read

ଉତ୍କଳ ବିଶ୍ୱବିଦ୍ୟାଳୟରେ ୫୫ ପ୍ରତିଶତରୁ ଅଧିକ ଅଧ୍ୟାପକ ପଦବୀ ଖାଲି

ଉତ୍କଳ ବିଶ୍ୱବିଦ୍ୟାଳୟରେ ୫୫ ପ୍ରତିଶତରୁ ଅଧିକ ମଞ୍ଜୁରୀପ୍ରାପ୍ତ ଅଧ୍ୟାପକ ପଦବୀ ଖାଲି ରହିଛି, ଯାହା ଏହି ପ୍ରତିଷ୍ଠାନରେ କର୍ମଚାରୀ ଅଭାବକୁ ସ୍ପଷ୍ଟ କରୁଛି।ବିଭିନ୍ନ ବିଭାଗରେ ୨୩୮ଟି ମଞ୍ଜୁରୀପ୍ରାପ୍ତ ଅଧ୍ୟାପକ ପଦବୀ ମଧ୍ୟରୁ କେବଳ ୧୦୫ଟି ପୂରଣ ହୋଇଛି ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଉତ୍କଳ ବିଶ୍ୱବିଦ୍ୟାଳୟରେ ୫୫ ପ୍ରତିଶତରୁ ଅଧିକ ମଞ୍ଜୁରୀପ୍ରାପ୍ତ ଅଧ୍ୟାପକ ପଦବୀ ଖାଲି ରହିଛି, ଯାହା ଏହି ପ୍ରତିଷ୍ଠାନରେ କର୍ମଚାରୀ ଅଭାବକୁ ସ୍ପଷ୍ଟ କରୁଛି।ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅନୁଯାୟୀ, ବିଭିନ୍ନ ବିଭାଗରେ […]

1 min read

ଓଡ଼ିଆ ପୁଅ ତପନ ମହାନ୍ତି ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ ବିଶ୍ୱକପର ଫ୍ଲୋର୍ ଏକ୍ସରସାଇଜ୍ ଫାଇନାଲ୍ ପାଇଁ ଯୋଗ୍ୟତା ଅର୍ଜନ କଲେ

ବାକୁରେ ଅନୁଷ୍ଠିତ ଏଫଆଇଜି ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ ବିଶ୍ୱକପରେ ଓଡ଼ିଶାର ଖ୍ୟାତିସମ୍ପନ୍ନ ଜିମ୍ନାଷ୍ଟ ତପନ ମହାନ୍ତି ଫ୍ଲୋର୍ ଏକ୍ସରସାଇଜ୍ ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ବାକୁରେ ଅନୁଷ୍ଠିତ ଏଫଆଇଜି ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ସ ବିଶ୍ୱକପରେ ଓଡ଼ିଶାର ଖ୍ୟାତିସମ୍ପନ୍ନ ଜିମ୍ନାଷ୍ଟ ତପନ ମହାନ୍ତି ଫ୍ଲୋର୍ ଏକ୍ସରସାଇଜ୍ ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି।୨୨ ବର୍ଷୀୟ ମହାନ୍ତି ମୋଟ ୧୨.୬୦୦ ସ୍କୋର୍ କରି ଅଷ୍ଟମ ସ୍ଥାନରେ […]

1 min read

ଭୁବନେଶ୍ବରରେ ୬୧ ପିଲା ଦେଲେନି ମାଟ୍ରିକ ପରୀକ୍ଷା: ସହର ଛାଡ଼ି ପଳାଇଲେ

ମାଟ୍ରିକ୍‌ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଥିଲେ। ମାତ୍ର ଦିନଟିଏ ମଧ୍ୟ ପରୀକ୍ଷା କେନ୍ଦ୍ରକୁ ଆସିଲେ ନାହିଁ। ତନାଘନା ପରେ ଏହା ପଛର କାରଣ ସମସ୍ତଙ୍କୁ ଚକିତ କରିଛି। ଫର୍ମ ପୂରଣ କରିଥିବା ଜଣେ ଛାତ୍ରୀ ବିବାହ କରିଛନ୍ତି। ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ମାଟ୍ରିକ୍‌ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଥିଲେ। ମାତ୍ର ଦିନଟିଏ ମଧ୍ୟ ପରୀକ୍ଷା କେନ୍ଦ୍ରକୁ ଆସିଲେ ନାହିଁ। ତନାଘନା ପରେ ଏହା ପଛର କାରଣ ସମସ୍ତଙ୍କୁ ଚକିତ କରିଛି। ଫର୍ମ ପୂରଣ କରିଥିବା […]

1 min read

୮ରୁ ତାତି

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ସ୍ଥିତି ଲାଗିରହିବ। ମାତ୍ର ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ସ୍ଥିତି ଲାଗିରହିବ। ମାତ୍ର ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ। ଗୋଟିଏ ଦୁଇଟି […]

1 min read

ଅନ୍ଧାରରେ କଟୁଛି ୩୫୦୦ ପରିବାରଙ୍କ ଜୀବନ

୨୭୪ ପଡ଼ା ଗାଁରେ ନାହିଁ ବିଜୁଳି ଆଲୁଅ ନବରଙ୍ଗପୁର ଜିଲ୍ଲାର ୨୭୪ ପଡ଼ା ଗାଁରେ ବସବାସ କରୁଥିବା ୩୫୫୩ ପରିବାର ଆଜି ବି ଅନ୍ଧାରରେ ରହୁଛନ୍ତି। ଏଯାଏଁ ଏହି ଗାଁ ଗୁଡ଼ିକରେ ବିଜୁଳି ଆଲୁଅ ପହଞ୍ଚି ପାରିନି। ସରକାରୀ ରେକର୍ଡରେ ଏହି ଗାଁକୁ ସୋଲାର ପ୍ରକଳ୍ପ ଜରିଆରେ ନବରଙ୍ଗପୁର/ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ନବରଙ୍ଗପୁର ଜିଲ୍ଲାର ୨୭୪ ପଡ଼ା ଗାଁରେ ବସବାସ କରୁଥିବା ୩୫୫୩ ପରିବାର ଆଜି ବି ଅନ୍ଧାରରେ ରହୁଛନ୍ତି। ଏଯାଏଁ ଏହି ଗାଁ ଗୁଡ଼ିକରେ ବିଜୁଳି […]

1 min read

ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ପୂର୍ବ ଘୋଷଣା ମୁତାବକ ଆଜି ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି | ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଛି | ପ୍ରଭାତୀ ପରିଡା ଘୋଷଣା କରିଛନ୍ତି ଯେ ଆଜି ୨ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ବ ମହିଳାଙ୍କୁ ଟଙ୍କା ମିଳିଛି| ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ପୂର୍ବ ଘୋଷଣା ମୁତାବକ ଆଜି ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି | ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ […]

1 min read

ବିରଳ ରୋଗରେ ପୀଡିତ ଶିଶୁଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ

ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଗୁଢ଼ିଆଲି ଗ୍ରାମର ବାପା ହେରମ୍ବ ଗିରି ଓ ମାତା ବିଳାସ ଗିରିଙ୍କ କୋଳରେ ୭ ବର୍ଷ ପୂର୍ବେ ଏକ କନ୍ୟା ସନ୍ତାନ ଜନ୍ମ ଗ୍ରହଣ କରିଥିଲେ। ଜନ୍ମର ଏକ ବର୍ଷ ପରେ ଦେହ ପୋଡି ଯିବା ଭଳି ଦେଖା ଦେଇଥିଲା। ସୂର୍ଯ୍ୟ କିରଣ ପଡିଲେ ଦେହ ଜଳାପୋଡ଼ା ହେଉଛି ବୌଦ୍ଧ/ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଗୁଢ଼ିଆଲି ଗ୍ରାମର ବାପା ହେରମ୍ବ ଗିରି ଓ ମାତା ବିଳାସ ଗିରିଙ୍କ […]

1 min read

ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍‍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । […]