1 min read

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରୁ ୪କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର କଷ୍ଟମ୍ସ ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର କଷ୍ଟମ୍ସ  ବିଭାଗ ପକ୍ଷରୁ ନିଶାଦ୍ରବ୍ୟ ଚୋରା ଚାଲାଣକୁ ରୋକିବାରେ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରାଯାଇଛି। ଗୁପ୍ତ ସୂଚନା ଆଧାରରେ ବିଜୁ ପଟ୍ଟନାୟକ […]

1 min read

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ବିବାଦର ସମାଧାନ

ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଯୋଗଦେବା ପରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଲ ରାଣା ସୂଚନା ଦେଇଛନ୍ତି। ସମ୍ବାଦଦାତାମାନଙ୍କ […]

1 min read

ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି ଭୁବନେଶ୍ୱର ୧୫-୦୧-୨୦୨୫(ପିପିଏସ ) : ରାଜ୍ୟରେ ଜାତୀୟ ଶିକ୍ଷା ନୀତି (ଏନଇପି)- ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏହି ନିଷ୍ପତ୍ତି ନିଆଯାଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏ ସମ୍ପର୍କିତ […]

1 min read

ଏବେ ନ୍ୟାୟଦେବୀ ଉନ୍ମୁକ୍ତ ନୟନରେ ନ୍ୟାୟ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ନ୍ୟାୟିକ ଅଭିଲେଖାଗାର ଆମ ଆଇନଗତ ବ୍ୟବସ୍ଥାର ଏକ ସମୃଦ୍ଧ ଐତିହ୍ୟର ଭଣ୍ଡାର ଭାବେ କାର୍ଯ୍ୟ କରିବ। ଏହା ଆଇନଗତ ଇତିହାସ, ଐତିହାସିକ ମାମଲା ଓ ଅମୂଲ୍ୟ ଉଦାହରଣର ଭଣ୍ଡାର ହେବ। କଟକ,୧୨-୦୧-୨୦୨୫( ପିପିଏସ) : ନ୍ୟାୟିକ ଅଭିଲେଖାଗାର ଆମ ଆଇନଗତ ବ୍ୟବସ୍ଥାର ଏକ ସମୃଦ୍ଧ ଐତିହ୍ୟର ଭଣ୍ଡାର ଭାବେ କାର୍ଯ୍ୟ କରିବ। ଏହା ଆଇନଗତ ଇତିହାସ, ଐତିହାସିକ ମାମଲା ଓ ଅମୂଲ୍ୟ ଉଦାହରଣର ଭଣ୍ଡାର ହେବ। ଏହା ଓଡ଼ିଶା ଓ ଆମ ଦେଶର ଆଇନଗତ ଦୃଶ୍ୟପଟ୍ଟକୁ ଚିରସ୍ଥାୟୀ […]

1 min read

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ  ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ ଉଦଘାଟନ କରିଛନ୍ତି। ଆଗକୁ ଲୋକଙ୍କ ଚାହିଦାକୁ ଦେଖି ବସ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ୍। ରାଜ୍ୟର ବିଭିନ୍ନ ସ୍ଥାନରୁ ଅଯୋଧ୍ୟାକୁ ବସ୍ ଚଳାଚଳ ଆରମ୍ଭ କରିଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିସି ଯୋଗେ […]

1 min read

କଟକ, ଭୁବନେଶ୍ୱର ଓ ପୁରୀକୁ ନେଇ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର

କଟକ,ଭୁବନେଶ୍ୱର ଓ ପୁରୀକୁ ନେଇ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର। ଏହି ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟିକୁ ଡେଭଲପ କରାଯିବ। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : କଟକ,ଭୁବନେଶ୍ୱର ଓ ପୁରୀକୁ ନେଇ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର। ଏହି ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟିକୁ ଡେଭଲପ […]

1 min read

ଗହୀରମଥାରେ ମାଫିଆଙ୍କ ଆତଙ୍କରାଜ: ବନ ବିଭାଗ ଠାରୁ ଛଡ଼ାଇ ନେଲେ ଟ୍ରଲର

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅଧୀନ ଗହୀରମଥାରେ ମାଛ ମାଫିଆମାନେ ରବିବାର ଅପରାହ୍ଣରେ ଆତଙ୍କରାଜ ଖେଳାଇଛନ୍ତି। ସାମୁଦ୍ରିକ ଅଭୟାରଣ୍ୟରେ ପଶି ଉନ୍ମୁକ୍ତ କାଣ୍ଡ କରିଛନ୍ତି। ସମୁଦ୍ରରେ ବେଆଇନ୍‌ ଭାବେ ମାଛ ଧରିବା ବେଳେ ବନ ବିଭାଗର କର୍ମଚାରୀମାନେ ଅଟକାଇବାରୁ ଗୁଳି ଫୁଟାଇଛନ୍ତି। ରାଜନଗର/ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଟ୍ରଲର ମାଫିଆମାନେ ରବିବାର ଅପରାହ୍ଣରେ ଉତ୍ପାତ ହୋଇଛନ୍ତି। ବେଆଇନ ଭାବେ ମାଛ ମାରୁଥିବା ଟ୍ରଲରକୁ ଧରିବାକୁ ବନବିଭାଗ […]

1 min read

ପୂର୍ବତଟ ରେଳପଥର ଘୋଷଣା: କୁମ୍ଭମେଳାକୁ ଓଡ଼ିଶାରୁ ଗଡ଼ିବ ୭ଟି ସ୍ବତନ୍ତ୍ର ଟ୍ରେନ୍‌

ରାତି ପାହିଲେ ତୀର୍ଥରାଜ ପ୍ରୟାଗରାଜ କୁମ୍ଭମେଳା-୨୦୨୫ ଆରମ୍ଭ ହେବ। ସୂର୍ଯ୍ୟୋଦୟ ପର୍ବରୁ ସାଧୁସନ୍ଥମାନେ ପବିତ୍ର ଗଙ୍ଗାନଦୀରେ ବୁଡ଼ ପକାଇବେ। ଏଥି ସହିତ ଦେଶ-ବିଦେଶରୁ ଜୁଟିଥିବା ଶ୍ରଦ୍ଧାଳୁମାନେ ମଧ୍ୟ ଶ୍ରଦ୍ଧାର ବୁଡ଼ ପକାଇବେ। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ରାତି ପାହିଲେ ତୀର୍ଥରାଜ ପ୍ରୟାଗରାଜ କୁମ୍ଭମେଳା-୨୦୨୫ ଆରମ୍ଭ ହେବ। ସୂର୍ଯ୍ୟୋଦୟ ପର୍ବରୁ ସାଧୁସନ୍ଥମାନେ ପବିତ୍ର ଗଙ୍ଗାନଦୀରେ ବୁଡ଼ ପକାଇବେ। ଏଥି ସହିତ ଦେଶ-ବ‌ିଦେଶରୁ ଜୁଟିଥିବା ଶ୍ରଦ୍ଧାଳୁମାନେ ମଧ୍ୟ ଶ୍ରଦ୍ଧାର ବୁଡ଼ ପକାଇବେ। ଆସନ୍ତା ଫେବ୍ରୁଆରି ୨୬ ତାରିଖ ଯାଏଁ […]

1 min read

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିର୍ମାଣ ହେବ ସ୍ଥାୟୀ ରଂଗମହଲ

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି। ଏହି ଭବ୍ୟ ସମାରୋହରେ ଯୋଗ ଦେଇ ସେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଧନୁଯାତ୍ରାର ଅନୁଦାନ ରାଶି ୧ କୋଟି ଟଙ୍କାକୁ ବୃଦ୍ଧି କରାଯାଉଛି। ବରଗଡ଼/ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ୭୭ତମ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର ବଡ଼ ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ […]

1 min read

ବିଜାପୁର ଗୁଳିବିନିମୟ: ପୁଲିସ ଗୁଳିରେ ନିହତ ୫ ନକ୍ଦଲଙ୍କ ମୃତଦେହ ଜବତ

ସୀମାନ୍ତରେ ସୁରକ୍ଷା ବାହିନୀ ଓ ନକ୍ସଲମାନଙ୍କ ମଧ୍ୟରେ ଛକାପଞ୍ଝା ଚାଲିଛି। ସୁରକ୍ଷା ବାହିନୀ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସାଧାରଣ ସଂପତି ନଷ୍ଟ କରିବା ଓ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ନକ୍ସଲମାନେ ନୂଆନୂଆ ଚିନ୍ତା କରୁଛନ୍ତି। ଭୁବନେଶ୍ୱର ୧୨-୦୧-୨୦୨୫( ପିପିଏସ) : ଛତିଶଗଡ଼ରେ ପୁଲିସ-ନକ୍ସଲ ଗୁଳିବିନିମୟରେ ମୃତକଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତ ନକ୍ସଲମାନଙ୍କ ମଧ୍ୟରେ ୨ ଜଣ ମହିଳା କ୍ୟାଡର ଅଛନ୍ତି। ସୁରକ୍ଷା ବାହିନୀର ଯବାନମାନେ ସମସ୍ତ ୫ଟି ମୃତଦେହ […]