ରାଜନୀତି
ଆଇଏଏସ୍ ସ୍ତରରେ ଅଦଳବଦଳ: ସଂଜୟ ସିଂଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦାୟିତ୍ବ
ଭୁବନେଶ୍ବର: ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ ପ୍ରଦାନ କରିଛନ୍ତି। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ […]
ନଭେମ୍ବର ୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଏଥିଲାଗି ସୁନ୍ଦରଗଡ଼ରେ କାର୍ଯ୍ୟକ୍ରମ ଆୟୋଜିତ ହେବ। ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ଲଣ୍ଡନ ଗସ୍ତ ଶେଷ କରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ […]
ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ ୨୦୨୯-୩୦ ବେଳକୁ ବିଦ୍ୟୁତ ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ୦୮-୧୧-୨୦୨୪ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା […]
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ
ନିକଟରେ ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀ ଦଳ ଛାଡୁଛନ୍ତି। ବିଜୁ ଜନତା ଦଳ ଛାଡ଼ି ଆଜି ସମ୍ବଲପୁରରେ ଆୟୋଜିତ ମିଶ୍ରଣ ପର୍ବରେ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେପିରେ ଯୋଗ ଦେଇଛନ୍ତି। ଏହା ରେଢ଼ାଖୋଲ ଅଞ୍ଚଳରେ ବିଜେଡିକୁ ଶକ୍ତ ଧକ୍କା ବୋଲି କୁହାଯାଉଛି। ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସାଧାରଣ ନିର୍ବାଚନ-୨୦୨୪କୁ ୬ ମାସ ପୂରଣ ହୋଇନାହିଁ। ରାଜ୍ୟରେ ଆଗାମୀ ୨ ବର୍ଷ ଭିତରେ କୌଣସି ବଡ଼ଧରଣର ନିର୍ବାଚନ […]
ଓଏଚ୍ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା
ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍ ଜାରି କରିଛନ୍ତି। ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ (ଓଏଚ୍ଆରସି) ଅବଗତ ହୋଇଛନ୍ତି। ଆମ୍ବ ଟାକୁଆ […]
ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି । ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଏହି ହ୍ରାସ ସୁନା ପ୍ରେମୀ ଏବଂ ନିବେଶକଙ୍କ ପାଇଁ ଏକ […]
ସମ୍ବଲପୁରକୁ ଆଧୁନିକ ସହର କରିବା :ଧର୍ମେନ୍ଦ୍ର ପ୍ରଧାନ
‘ଦୀପାବଳି ବନ୍ଧୁମିଳନ’ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଯୋଜନା ଆରମ୍ଭ କରି ଦେଇଛନ୍ତି। ସମ୍ବଲପୁରକୁ ଏକ ଅତ୍ୟାଧୁନିକ ସହର ରୂପେ ଗଢି ତୋଳିବା ଆମର ଦାୟିତ୍ୱ ବୋଲି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ରଶିକ୍ଷା […]
ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି। ଯାଜପୁର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ନିକଟରେ ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର […]
ମହଙ୍ଗା ପଡିଲା ରାଗିଂ
ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବହିଷ୍କାର ପରେ ୫ ଛାତ୍ର ଗିରଫ କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ବୁଧବାର ୫ଜଣ ଛାତ୍ରଙ୍କୁ କର୍ତ୍ତୃପକ୍ଷ ମହାବିଦ୍ୟାଳୟରୁ ବହିଷ୍କାର କରିଛନ୍ତି। ଏମିତିକି ସେମାନଙ୍କୁ ବର୍ଷକ ପାଇଁ ହଷ୍ଟେଲରେ ରହିବାକୁ ବାରଣ କରାଯାଇଛି।ମହାବିଦ୍ୟାଳୟର କୌଣସି କାର୍ଯ୍ୟକ୍ରମରେ ସେମାନଙ୍କୁ ସାମିଲ କରାଯିବ ନାହିଁ। ଅନ୍ୟପକ୍ଷରେ ସମ୍ପୃକ୍ତ ଛାତ୍ରମାନଙ୍କ ବିରୋଧରେ କେନ୍ଦୁଝର ଟାଉନ […]
ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ନିୟନ୍ତ୍ରଣରେ ନରହି ଚଳାଚଳ କରୁଥିବାରୁ ବିଗତ ଦିନରେ ଅନେକ ସ୍ଥାନରେ ମୋ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କିଛି ଲଗାମ ବିନୀନ ଚାଳକଙ୍କ ଯୋଗୁଁ ସାଧାରଣ ଜନତାଙ୍କର କ୍ଷତି ହୋଇଛି। ଗତ ୨ ତାରିଖ ଦିନ ମୋ ବସ୍ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା। ଭୁବନେଶ୍ବର: ସହରାଞ୍ଚଳରେ ପରିବହନ ବ୍ୟବସ୍ଥାକୁ ଅଧିକ ସହଜ ଓ ସୁବିଧାଜନକ ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ମୋ ବସ୍’ ସେବା ଆରମ୍ଭ କରିଛନ୍ତି। କିନ୍ତୁ ଏହି ସେବା ଦ୍ବାରା ଅନେକଙ୍କ ଜୀବନକୁ ବିଗତ ଦିନରେ […]