ରାଜନୀତି
କଟକ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣି
କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୁହରି ମହତାବ ବାଙ୍କୀ ବିଜେପି କାର୍ଯ୍ୟାଳୟ ଠାରେ ଜନଅଭିଯୋଗ ଶୁଣାଣି କରିଥିଲେ। ଏହି ଶିବିରରେ ପ୍ରାୟ ୧୫୫ରୁ ଉର୍ଦ୍ଧ୍ୱ ଅଭିଯୋଗପତ୍ର ସାଂସଦଙ୍କୁ ଜନସାଧାରଣ ପ୍ରଦାନ କରିଛନ୍ତି। ବିଶେଷ କରି ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ମହାପ୍ରଣାୟ ଗାଡିର ଅଚଳା ଅବସ୍ଥା, କୁଶୁପଙ୍ଗି ଅଞ୍ଚଳର ଶତାଧିକ ଚାଷଜମି କ୍ଷତିଗ୍ରସ୍ତ ଓ ବାଙ୍କୀରେ ସହୀଦ ସ୍ତମ୍ଭ ନିର୍ମାଣ ଆଦି ବହୁ ଅଭିଯୋଗପତ୍ର ସାଂସଦଙ୍କୁ ପ୍ରଦାନ କରାଯାଇଛି। ଏହି ଜନଅଭିଯୋଗ ଶୁଣାଣିରେ […]
କଟକ ସାଂସଦଙ୍କ ବାଙ୍କୀ ଗସ୍ତ, ମା’ଚର୍ଚ୍ଚିକାଙ୍କ ମନ୍ଦିର ପରିଦର୍ଶନ
ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) :କଳାପଥର (ବାଙ୍କୀ)/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କଟକ ସାଂସଦ ଭର୍ତ୍ତୃହରି ମହତାବ ବାଙ୍କୀର ଇଷ୍ଟଦେବୀ ମା’ଚର୍ଚ୍ଚିକାଙ୍କ ଦର୍ଶନ କରିଥିଲେ। ମା’ଚର୍ଚ୍ଚିକାଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆସିଥିବା ୧୧କୋଟି ଟଙ୍କାର ଅନୁକମ୍ପା ରାଶି କାହିଁକି ଅଦ୍ୟାବଧି ମା’ଙ୍କ ମନ୍ଦିରର ବିକାଶମୂଳକ କାମରେ ଲାଗିପାରିଲା ନାହିଁ ବୋଲି ମା’ଚର୍ଚ୍ଚିକାଙ୍କ ସେବାୟତମାନେ ସାଂସଦଙ୍କ ନିକଟରେ ଫେରାଦ କରିଛନ୍ତି। ସାଂସଦ ଶ୍ରୀ ମହତାବ ତତ୍କାଳ ଅଭିଯୋଗ ପାଇବା ପରେ କଟକ ଜିଲ୍ଲାପାଳଙ୍କୁ ଫୋନ୍ ଯୋଗେ ଏହାର ତ୍ୱରିତ […]
୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ
ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍ କାମ ଆରମ୍ଭ ହେବ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ […]
ଓଡ଼ିଶାରେ ଉତ୍ପାଦନ ହେବ ଟାଇଟାନିୟମ୍ ସ୍ଲାଗ୍; ବୁଝାମଣା ପତ୍ର ସ୍ୱାକ୍ଷରିତ
ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଭାରତରେ ଟାଇଟାନିୟମ୍ ସ୍ଲାଗ୍ ଉତ୍ପାଦନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ଵିତ କରାଯିବ। ଏଠାରୁ ଉତ୍ପାଦନ ସାମଗ୍ରୀ ବିଦେଶରେ ବହୁରାଷ୍ଟ୍ରକୁ ରପ୍ତାନୀ କରାଯିବା ସହ ବିମାନ ଯନ୍ତ୍ରାଂଶ ନିର୍ମାଣ କ୍ଷେତ୍ରରେ ବ୍ୟାପକତା ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। […]
ପଶୁ ପାଳନ କ୍ଷେତ୍ରକୁ ବୃତ୍ତି ଭାବେ ଗ୍ରହଣ କରିବାକୁ ପ୍ରୋତ୍ସାହିତ କରନ୍ତୁ: ମୁଖ୍ୟମନ୍ତ୍ରୀ
ବୃତ୍ତିକୁ ଏକ ସାଧାରଣ ଚାକିରି ବୋଲି ଭାବନ୍ତୁ ନାହିଁ। ଆପଣମାନଙ୍କ ଜ୍ଞାନ ଯେପରି ଲୋକଙ୍କ ଉପକାରରେ ଆସିବ, ସେମାନେ ଯେପରି ପଶୁ ପାଳନ ବୃତ୍ତିକୁ ଏକ ଲାଭ ଜନକ ତଥା ସମ୍ମାନଜନକ ବୃତ୍ତି ଭାବେ ଗ୍ରହଣ କରିବେ ସେଥିପାଇଁ ଉଦ୍ୟମ କରନ୍ତୁ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ୟମ। […]
ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ
ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି […]
ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ […]
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା ସଂକଳିତ ଏହି ପୁସ୍ତକକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଲୋକସେବା ଭବନସ୍ଥିତ ନିଜ କାର୍ଯ୍ୟାଳୟରେ ଉନ୍ମୋଚନ କରିଛନ୍ତି । ଏହି ପୁସ୍ତକରେ ମାନବାଧିକାର ସୁରକ୍ଷା ଆଇନ, ଓଡ଼ିଶା ମାନବାଧିକାର ଆୟୋଗ […]
ରାଢୋ ଗ୍ରାମ୍ୟ ରାସ୍ତା ଅବସ୍ଥା ଦୟନୀୟ
ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ବଡ଼ବଡ଼ ଗ୍ରାମ ଓ ପଡ଼ାକୁ ଗମନାଗମନ ସୁବିଧା ପାଇଁ କେନ୍ଦ୍ର ଠାରୁ ରାଜ୍ୟ ସରକାରଙ୍କ ଯାଏଁ କୋଟିକୋଟି ଟଙ୍କା ବ୍ୟୟ କରୁଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମସଡକ ସହିତ ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ଓ ଅନ୍ୟାନ୍ୟ ଯୋଜନାରେ ନୂତନ ରାସ୍ତା ନିର୍ମାଣ ହେଉଥିବା ବେଳେ ଅନେକ ରାସ୍ତାର ପୁନଃରୁଦ୍ଧାର ମଧ୍ୟ ହେଉଛି । ଏହାସତ୍ୱେ ପ୍ରଶାସନିକ ଅପାରଗତା ହେଉ କିମ୍ବା ଆଂଚଳିକ ସ୍ତରରେ ରାଜନୈତିକ ନେତୃବୃନ୍ଦଙ୍କ ପରସ୍ପର ବିରୋଧାଭାସ ଯୋଗୁ ଆଜି […]
ନିଜର ଫାଇଦା ପାଇଁ ଐତିହ୍ୟସ୍ଥଳୀକୁ ବିପଦଆଡ଼କୁ ଠେଲିଦେଲେ ବିଗତ ସରକାର: ବିଜେପି
ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଚେରୀ ‘ମେଘନାଦ ପାଚେରୀ’ରେ ଫାଟ ସୃଷ୍ଟି ହୋଇଛି। ମରାମତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କ ମନରେ ଉଦ୍ବେଗ ପ୍ରକାଶ ପାଇ ଥିବା ବେଳେ ରାଜନୈତିକ ବୟାନବାଜୀ ମଧ୍ୟ ଜାରି ରହିଛି। ପୁରୀ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : କିଛି ଭୁଲ ଅଛି, ଯାହାର କ୍ଷମା ନାହିଁ। ବିଗତ ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଭୈରବ […]