ଓଡିଶା
ଜାନୁଆରି ୧୨ ପର୍ଯ୍ୟନ୍ତ ଜାରି ରହିବ ବାର୍ଷିକ ପୁଷ୍ପ ପଦର୍ଶନୀ: ମନ୍ତ୍ରୀ
ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଓ ପ୍ଲାଣ୍ଟ ଲଭର୍ସ ଆସୋସିଏସନ ମିଳିତ ସହଯୋଗରେ ଆୟୋଜିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ କେଉଁଠି ଗୋଲାପ ଶୋଭା ପାଉଛି, ତ ଆଉ କେଉଁଠି ଡାଲିଆ। ସେବତୀ, ଗେଣ୍ଡୁ, ଜିନିଆ, ଆଷ୍ଟର ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ। ରାଜ୍ୟ ସରକାର ଏହି ପ୍ରଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢ଼ାଇ ଦେଇଛନ୍ତି। ଏଠାକୁ […]
ସାନଭାଇ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ବଡ଼ଭାଇର ମୃତ୍ୟୁ
ସାନଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଯୁବକ ଡ୍ରୁକୁ ଶିକକା। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଅନ୍ତର୍ଗତର କୁଲେରିପଟା ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମୁନିଗୁଡ଼ା/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ସାନଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଯୁବକ ଡ୍ରୁକୁ ଶିକକା। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଅନ୍ତର୍ଗତର କୁଲେରିପଟା ଗାଁରେ ଏଭଳି ଘଟଣା ଦେଖିବାକୁ […]
ଉପାନ୍ତ ଅଞ୍ଚଳର ସ୍ବାସ୍ଥ୍ୟ କେନ୍ଦ୍ରରେ ୩୦ ବର୍ଷ ସେବା ଯୋଗାଇଲେଣି ଫାର୍ମାସିଷ୍ଟ
ଉପାନ୍ତ ଅଞ୍ଚଳ ଗୁଡ଼ିକୁ ସରକାରୀ ବାବୁମାନେ ବଦଳି ହୋଇ ଯିବା ପାଇଁ ଅମଙ୍ଗ ହେଉଥିଲେ। ଯଦିଓ କିଛି ଲୋକ ଯାଉଥିଲେ ଲବି କରି ସେଠାରୁ ପୁଣି ଅନ୍ୟତ୍ର ବଦଳି ହୋଇ ଯାଉଥିଲେ। କିନ୍ତୁ ଫାର୍ମାସିଷ୍ଟ ପ୍ରଦୀପ୍ତ ମିଶ୍ର ଯେଉଁଠି ଚାକିରି ଆରମ୍ଭ କରିଥିଲେ, ସେଠାରୁ ଅବସର ନେବାକୁ ଯାଉଛନ୍ତି। ଝରିଗାଁ/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ଦିନ ଥିଲା ଉପାନ୍ତ ଅଞ୍ଚଳ ଗୁଡ଼ିକୁ ସରକାରୀ ବାବୁମାନେ ବଦଳି ହୋଇ ଯିବା ପାଇଁ ଅମଙ୍ଗ ହେଉଥିଲେ। ଯଦିଓ ପ୍ରଶାସନିକ ଚାପରେ […]
ପ୍ରବାସୀଙ୍କ ପ୍ରସ୍ତାବକୁ ଗୁରୁତ୍ଵ ଦେବା ପାଇଁ ଲୋକଙ୍କ ସରକାର ପ୍ରତିବଦ୍ଧ: ମୋହନ
ମୁଖ୍ୟମନ୍ତ୍ରୀ ମୋହନ ଚରଣ କହିଛନ୍ତି, ପ୍ରବାସୀ ଓଡ଼ିଆଙ୍କ ସହ ସ୍ଵତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ଯୋଗଦେଇଛି। ବହୁ ଦୂରରୁ ଆସି ଏଭଳି ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିବାରୁ ସମସ୍ତ ପ୍ରବାସୀ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ଧନ୍ୟବାଦ ଜଣାଉଛି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ପ୍ରବାସୀ ଭାରତୀୟ ଦିବସ-୨୦୨୫ ଅବସରରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଓଡ଼ିଆମାନଙ୍କୁ ଭେଟିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ସାମଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ପ୍ରଦାନ […]
ରାଗିଂ ମାମଲା: ଅନାଥାଶ୍ରମରେ ଏକ ସପ୍ତାହ ପାଠ ପଢ଼ାଇବେ ଆଇନ ଛାତ୍ର
ରାଗିଂ ଅଭିଯୋଗକୁ ନେଇ ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ଫୌଜଦାରୀ ମାମଲାକୁ ହାଇକୋର୍ଟ ରଦ୍ଦ କରିବା ସହିତ ଅନାଥାଶ୍ରମରେ ସ୍ବେଚ୍ଛାସେବୀ ଭାବେ ଏକ ସପ୍ତାହ କାର୍ଯ୍ୟ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କଟକ ୧୦-୦୧-୨୦୨୫ (ପିପିଏସ) : ରାଗିଂ ଅଭିଯୋଗକୁ ନେଇ ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ଫୌଜଦାରୀ ମାମଲାକୁ ହାଇକୋର୍ଟ ରଦ୍ଦ କରିବା ସହିତ ଅନାଥାଶ୍ରମରେ ସ୍ବେଚ୍ଛାସେବୀ ଭାବେ ଏକ ସପ୍ତାହ କାର୍ଯ୍ୟ କରିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ […]
କଟକରେ ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ
ଗୋଦାମ ସିଲ୍, ମାଲିକ ଗିରଫ କଟକ-ଜଗତପୁର ୧୦-୦୧-୨୦୨୫ (ପିପିଏସ) : ଜଗତପୁର ଥାନା ଖଇରା ପୋଲ ନିକଟରେ ଥିବା ‘ଉତ୍କଳ ଡିଷ୍ଟ୍ରିବ୍ୟୁଟର’ ନାମକ ଗୋଦାମରୁ ଆଜି ଜଗତପୁର ଥାନା ପୁଲିସ ଚଢ଼ଉ କରି ବିପୁଳ ପରିମାଣର ନକଲି ଟାୟାର ଓ ଟ୍ୟୁବ୍ ଜବତ କରିଛି। ଗୋଦାମକୁ ସମ୍ପୂର୍ଣ୍ଣ ସିଲ୍ କରାଯିବା ସହ ମାଲିକଙ୍କୁ ଗିରଫ କରାଯାଇଛି। ଗିରଫ ଗୋଦାମ ମାଲିକ ହେଉଛନ୍ତି ପୁରୀଘାଟ ଥାନା ହରିପୁର ରୋଡ୍ ଅଞ୍ଚଳର ପ୍ରଦୀପ କୁମାର ଚାମୋଲି(୬୦)। ପୁଲିସ ସୂଚନା ମୁତାବକ, […]
ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ
ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ […]
ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଆଳୁରେ ସ୍ୱୟଂସମ୍ପୂର୍ଣ୍ଣ ହେବ ଓଡ଼ିଶା। ଆଳୁ ପାଇଁ କାହା ପାଖରେ ହାତ ପତାଇବାକୁ ଚାହୁଁନାହୁଁ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ […]
ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଏହି ଗସ୍ତ ଶେଷ ହେଲା ପରେ ସେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଦିବସରେ ଯୋଗଦେଇ ୨୭ ଜଣ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିଥିଲେ। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା […]
