ଓଡିଶା
ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ଉପମୁଖ୍ୟମନ୍ତ୍ରୀ
ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ବହୁ ଉଚ୍ଚକୋଟୀର ଗ୍ୟାରେରି ନିର୍ମାଣ କରାଯାଇଛି। ଏଠାରେ ଓଡ଼ିଶାର ସଂସ୍କୃତି ଉପରେ ଆଧାରିକ ଗ୍ୟାଲେରି ଖୋଲା ଯାଇଥିବାରୁ ସାଧାରଣ ଦର୍ଶକ ବୁଲିଆସିପାରିବେ। ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ତିନି ଦିବସୀୟ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ଆଜି ଶେଷ ହେବାକୁ ଯାଉଛି। ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ। […]
ଏୟାରଲାଇନ୍ ଦେବେ ପାଣିପାଗ ତଥ୍ୟ: ବର୍ଷକ ଭିତରେ ବାଧ୍ୟତାମୂଳକ ହେବ
ବିମାନ ଉଡ଼ାଣ ଓ ଅବତରଣ ବେଳେ ଗୁରୁତ୍ବପୂର୍ଣ୍ଣ ପାଣିପାଗ ତଥ୍ୟ ସଂଗ୍ରହ କରାଯାଇଥାଏ। ସେହି ତଥ୍ୟକୁ ଏୟାରଲାଇନ୍ଗୁଡ଼ିକ ଖୁବ୍ଶୀଘ୍ର ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍ଡି)କୁ ଦେବେ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ବିମାନ ଉଡ଼ାଣ ଓ ଅବତରଣ ବେଳେ ଗୁରୁତ୍ବପୂର୍ଣ୍ଣ ପାଣିପାଗ ତଥ୍ୟ ସଂଗ୍ରହ କରାଯାଇଥାଏ। ସେହି ତଥ୍ୟକୁ ଏୟାରଲାଇନ୍ଗୁଡ଼ିକ ଖୁବ୍ଶୀଘ୍ର ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍ଡି)କୁ ଦେବେ। ପାଣିପାଗ ତଥ୍ୟ ଦେବା ଏୟାରଲାଇନ୍ଗୁଡ଼ିକ ଲାଗି ବାଧ୍ୟତାମୂଳକ କରିବା ଉପରେ ସରକାର ବିଚାର କରୁଛନ୍ତି। ତାହା […]
ଭାରତର ଯୁବକମାନେ ହେଉଛନ୍ତି ଦେଶର ସବୁଠାରୁ ବଡ଼ ସମ୍ପଦ: କେନ୍ଦ୍ରମନ୍ତ୍ରୀ
ଭାରତର ଭବିଷ୍ୟତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଦୂରଦୃଷ୍ଟିପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଆଜାଦି କା ଅମୃତ ମହୋତ୍ସବ ଅଧୀନରେ ଭାରତର ସ୍ୱାଧୀନତା ପ୍ରାପ୍ତିକୁ ୭୫ ବର୍ଷ ପୂର୍ତ୍ତି ଆକାରରେ ରେଖାଙ୍କିତ ହୋଇଛି। ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ଆଜି ଭୁବନେଶ୍ୱର ଠାରେ ଯୁବ ପ୍ରବାସୀ ଭାରତୀୟ ଦିବସ ସମାରୋହକୁ ସମ୍ବୋଧିତ କରି ପ୍ରବାସୀମାନଙ୍କୁ ଏକ ପ୍ରଭାବଶାଳୀ ବାର୍ତ୍ତା ଦେଇଛନ୍ତି। […]
ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ତଦନ୍ତ ନେଇ ପରିବାର ଲୋକଙ୍କ ଡିଆଇଜିଙ୍କ ଦ୍ବାରସ୍ଥ
ଗତ ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ ଏସ୍ପି ଓ ଡିଆଜିଙ୍କ ଦ୍ବାରସ୍ଥ ହୋଇଛନ୍ତି। ପରିବାର ଲୋକେ ମହିଳାଙ୍କ ମୃତ୍ୟୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। କୋରାପୁଟ/ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଗତ ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ […]
ଜଳିଗଲା ଯାତ୍ରୀବାହୀ ବସ୍: ଡ୍ରାଇଭରଙ୍କ ବୁଦ୍ଧି ଯୋଗୁଁ ବର୍ତ୍ତିଗଲେ ଯାତ୍ରୀ
ଚଳନ୍ତା ବସ୍ରେ ନିଆଁ ଲାଗିଛି। ଯାତ୍ରୀବାହୀ ବସ୍ରେ ନିଆଁ ଲାଗିବାରୁ ଏହା ଭସ୍ମୀଭୂତ ହୋଇଯାଇଛି। କିନ୍ତୁ ବସ୍ର ଚାଳକଙ୍କର ଉପସ୍ଥିତ ବୁଦ୍ଧି ଯୋଗୁଁ ଯାତ୍ରୀମାନେ ବର୍ତ୍ତି ଯାଇଛନ୍ତି। ଧର୍ମଗଡ଼/ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଚଳନ୍ତା ବସ୍ରେ ନିଆଁ ଲାଗିଛି। ଯାତ୍ରୀବାହୀ ବସ୍ରେ ନିଆଁ ଲାଗିବାରୁ ଏହା ଭସ୍ମୀଭୂତ ହୋଇଯାଇଛି। କିନ୍ତୁ ବସ୍ର ଚାଳକଙ୍କର ଉପସ୍ଥିତ ବୁଦ୍ଧି ଯୋଗୁଁ ଯାତ୍ରୀମାନେ ବର୍ତ୍ତି ଯାଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ […]
ପ୍ରବାସୀ ଭାରତୀୟ ଦିବସ ହେଉଛି ପାରିବାରିକ ପୁନର୍ମିଳନ: ଜୟଶଙ୍କର
ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଯୋଗଦେଇ କହିଛନ୍ତି,ପ୍ରତି ୨ବର୍ଷରେ ଥରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆୟୋଜିତ ହେଉଛି । ଏହା କେବଳ ଏକ ସମ୍ମିଳନୀ ନୁହେଁ ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଯୋଗଦେଇ କହିଛନ୍ତି, ପ୍ରତି ୨ବର୍ଷରେ ଥରେ ପ୍ରବାସୀ ଭାରତୀୟ […]
ଦେଶର କଳା,ସଂସ୍କୃତି,ପରମ୍ପରାର ପ୍ରସାର ବିଶ୍ଵ ଦରବାରରେ କରିବା ପାଇଁ ଶପଥ ନେବା: ମୁଖ୍ୟମନ୍ତ୍ରୀ
ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟ ଦିବସ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟ ଦିବସ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି।ଦେଶର ବିକାଶରେ ଭାରତୀୟଙ୍କ ଅବଦାନ ଅବିସ୍ମରଣୀୟ। […]
ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ଅଛି: ବିଶ୍ବଶାନ୍ତି ପାଇଁ ମୋଦୀଙ୍କ ଅପିଲ୍
ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ଯେତେବେଳେ ଦୁନିଆରେ ଖଣ୍ଡା ଦ୍ୱାରା ସାମ୍ରାଜ୍ୟ ବିସ୍ତାର କରିବାକୁ ଏକ ସମୟ ଥିଲା, ସେତେବେଳେ ଆମ ସମ୍ରାଟ ଅଶୋକ ଶାନ୍ତିର ରାସ୍ତା ବାଛିଥିଲେ ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ରାଜ୍ୟର ଧଉଳି […]
ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଲେ ସିଆଇଏସ୍ଏଫ୍ ଯବାନ
ରାଉରକେଲା ଇସ୍ପାତ କାରଖାନା ପରିସରରେ ଥିବା ଏସ୍ଏମ୍ଏସ୍ ଗେଟ୍ରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେଠାରେ ରାତି ଡ୍ୟୁଟିରେ ଥିବା ଜଣେ ସିଆଇଏସ୍ଏଫ୍ ଯବାନ ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଛନ୍ତି। ରାଉରକେଲା: ରାଉରକେଲା ଇସ୍ପାତ କାରଖାନା ପରିସରରେ ଥିବା ଏସ୍ଏମ୍ଏସ୍ ଗେଟ୍ରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେଠାରେ ରାତି ଡ୍ୟୁଟିରେ ଥିବା ଜଣେ ସିଆଇଏସ୍ଏଫ୍ ଯବାନ ନିଜ ସର୍ଭିସ୍ ରିଭଲଭରରୁ […]
୩୧ ଜାନୁଆରି ଇ-କେୱାଇସି ପାଇଁ ଶେଷ ତାରିଖ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ […]
