1 min read

ଦେଶର କଳା,ସଂସ୍କୃତି,ପରମ୍ପରାର ପ୍ରସାର ବିଶ୍ଵ ଦରବାରରେ କରିବା ପାଇଁ ଶପଥ ନେବା: ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟ ଦିବସ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟ ଦିବସ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି।ଦେଶର ବିକାଶରେ ଭାରତୀୟଙ୍କ ଅବଦାନ ଅବିସ୍ମରଣୀୟ। […]

1 min read

ଭବିଷ୍ୟତ ଯୁଦ୍ଧରେ ନୁହେଁ, ବୁଦ୍ଧରେ ଅଛି: ବିଶ୍ବଶାନ୍ତି ପାଇଁ ମୋଦୀଙ୍କ ଅପିଲ୍

ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ଯେତେବେଳେ ଦୁନିଆରେ ଖଣ୍ଡା ଦ୍ୱାରା ସାମ୍ରାଜ୍ୟ ବିସ୍ତାର କରିବାକୁ ଏକ ସମୟ ଥିଲା, ସେତେବେଳେ ଆମ ସମ୍ରାଟ ଅଶୋକ ଶାନ୍ତିର ରାସ୍ତା ବାଛିଥିଲେ ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ଗୁରୁବାର ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଭାରତୀୟ ଐତିହ୍ୟର ପଦଚିହ୍ନ ଧାରଣ କରିଛି। ରାଜ୍ୟର ଧଉଳି […]

1 min read

ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଲେ ସିଆଇଏସ୍ଏଫ୍ ଯବାନ

ରାଉରକେଲା ଇସ୍ପାତ କାରଖାନା ପରିସରରେ ଥିବା ଏସ୍‌ଏମ୍‌ଏସ୍ ଗେଟ୍‌ରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେଠାରେ ରାତି ଡ୍ୟୁଟିରେ ଥିବା ଜଣେ ସିଆଇଏସ୍ଏଫ୍ ଯବାନ ନିଜ ସର୍ଭିସ୍ ରିଭଲଭରରୁ ଗୁଳି ମାରି ଜୀବନ ହାରିଛନ୍ତି। ରାଉରକେଲା: ରାଉରକେଲା ଇସ୍ପାତ କାରଖାନା ପରିସରରେ ଥିବା ଏସ୍‌ଏମ୍‌ଏସ୍ ଗେଟ୍‌ରେ ଗତକାଲି ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେଠାରେ ରାତି ଡ୍ୟୁଟିରେ ଥିବା ଜଣେ ସିଆଇଏସ୍ଏଫ୍ ଯବାନ ନିଜ ସର୍ଭିସ୍ ରିଭଲଭରରୁ […]

1 min read

୩୧ ଜାନୁଆରି ଇ-କେୱାଇସି ପାଇଁ ଶେଷ ତାରିଖ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କ‌ଲେ କାର୍ଡ କଟିଯିବ । ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ […]

1 min read

ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ୧୭ ଜଣଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦ୍‌ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁକ୍ରବାର ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ। ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲଚରାଲ […]

1 min read

ଜାନୁୟାରୀ ୧୧ରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା ଦିବସ, ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି

ଆସନ୍ତା ଜାନୁୟାରୀ ୧୧ ତାରିଖ ଶନିବାର ଦିନ ପାଞ୍ଚଟା ସମୟଠାରୁ ଭୁବନେଶ୍ବର ସ୍ଥିତ ମେ ଫେୟାର କନଭେନସନର ସେଣ୍ଟ୍ରାଲ ହଲଠାରେ ହାଇବ୍ରିଡ ଢଙ୍ଗରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା ଦିବସ ପାଳନ ହେବାକୁ ଯାଉଛି। ଏହି ସମାରୋହକୁ ପ୍ରବାସୀ ଓଡ଼ିଆ ଦିବସ ନାମରେ ନାମିତ କରାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) :  ଆସନ୍ତା ଜାନୁୟାରୀ ୧୧ ତାରିଖ ଶନିବାର ଦିନ ପାଞ୍ଚଟା ସମୟଠାରୁ ଭୁବନେଶ୍ବର ସ୍ଥିତ ମେ ଫେୟାର କନଭେନସନର ସେଣ୍ଟ୍ରାଲ ହଲଠାରେ ହାଇବ୍ରିଡ ଢଙ୍ଗରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା […]

1 min read

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୪୮୦ କୋଟି ଟଙ୍କାରେ ଉନ୍ନୟନ ପ୍ରକଳ୍ପ

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ମୁଖ୍ୟ କ୍ୟାମ୍ପସରେ ଭିତ୍ତିଭୂମି ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ନିର୍ମାଣ ନିମନ୍ତେ ଭାରତ ସରକାରଙ୍କ ଅଧୀନରେ ଥିବା ଏନବିସିସି (ଇଣ୍ଡିଆ) ଲିମିଟେଡ ଦ୍ବାରା ୪୮୦ କୋଟି ଟଙ୍କା ବ୍ୟୟଅଟକଳରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି । କୋରାପୁଟ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ମୁଖ୍ୟ କ୍ୟାମ୍ପସରେ ଭିତ୍ତିଭୂମି ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ନିର୍ମାଣ ନିମନ୍ତେ ଭାରତ ସରକାରଙ୍କ ଅଧୀନରେ ଥିବା […]

1 min read

୬ ଥାକିଆ ବାରିକେଡ୍‌ରେ ଶ୍ରୀମନ୍ଦିରକୁ ଯିବେ ଭକ୍ତ

ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ତୀବ୍ର କରାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ […]

1 min read

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା […]

1 min read

ମାଗଣାରେ ପର୍ଯ୍ୟଟକ ବୁଲିବେ ସୂର୍ଯ୍ୟ ମନ୍ଦିର

ସୂର୍ଯ୍ୟ ମନ୍ଦିର ପରିଦର୍ଶନ ନିମନ୍ତେ ପର୍ଯ୍ୟଟକ ଓ ଜନସାଧାରଣମାନଙ୍କ ନିମନ୍ତେ ଏଏସଆଇ ପକ୍ଷରୁ ନିର୍ଦ୍ଧାରିତ ଫି ଦେଇ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥାନ୍ତି। ଶାମ୍ବଦଶମୀ ଅବସରରେ ପ୍ରବେଶ ଶୁଲ୍କ ଲାଗୁ ହେବ ନାହିଁ। କୋଣାର୍କ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାତି ପାହିଲେ ଶାମ୍ବଦଶମୀ ହେବ। ଏହି ଅବସରରେ ପର୍ଯ୍ୟଟକ ଓ ଜନସାଧାରଣ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ମାଗଣାରେ ପ୍ରବେଶ କରିପାରିବେ। ଗୁରୁବାର ଶାମ୍ବଦଶମୀ ଅବସରରେ ବୁଲିବାକୁ ଆସିଥିବା ପର୍ଯ୍ୟଟକ ଓ ଜନସାଧାରଣ ମାନଙ୍କ ନିମନ୍ତେ ପ୍ରବେଶ ଫି […]