ରାଜନୀତି
ବାଲିଯାତ୍ରା ଆୟୋଜନ ଦ୍ବନ୍ଦ୍ବ
ତଳ ପଡ଼ିଆରେ ହେଲେ ଖିଲାପ ହେବ ଏନ୍ଜିଟି ନିର୍ଦ୍ଦେଶ ହାଇକୋର୍ଟରେ ସହର ସମସ୍ୟା ଶୁଣାଣି ବେଳେ ବାଲିଯାତ୍ରା ଆୟୋଜନକୁ ସଂପୂର୍ଣ୍ଣ ଭାବେ ତଳପଡ଼ିଆରେ କରିବା ପାଇଁ ପ୍ରସ୍ତାବ ଆସିବା ପରେ ଅଦାଲତ ଜିଲ୍ଲାପାଳଙ୍କୁ ଏ ସଂକ୍ରାନ୍ତରେ ବୈଠକ ଡାକି ଆଲୋଚନା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କଟକ,୦୨-୧୧-୨୦୨୪(ପିପିଏସ) : ନଭେମ୍ବର ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବାକୁ ଥିବା ଐତିହାସିକ କଟକ ବାଲିଯାତ୍ରା ଆୟୋଜନକୁ ନେଇ ଏବେ ଦ୍ବନ୍ଦ୍ବ ବଢ଼ିବାରେ ଲାଗିଛି। ହାଇକୋର୍ଟରେ ସହର ସମସ୍ୟା ଶୁଣାଣି […]
ନୂଆ ବିବାଦ ଛିଡ଼ାକଲା ଇସ୍କନ୍
ସ୍ନାନଯାତ୍ରା ବାତିଲ, ରଥଯାତ୍ରା ପାଇଁ ପ୍ରସ୍ତୁତି! ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍ ବାଦ୍ ଦେଇଛି। ଏମିତିକି ନିଜ ସାମାଜିକ ଗଣମାଧ୍ୟମରେ ସ୍ନାନଯାତ୍ରା ସମ୍ପର୍କିତ ସୂଚନାକୁ ଇସ୍କନ୍ ହଷ୍ଟନ୍ ଶାଖା ହଟାଇ ଦେଇଛି। ପୁରୀ/ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) : ଅଦିନିଆ ରଥଯାତ୍ରାକୁ ସବୁ ମହଲରୁ ଦୃଢ଼ ବିରୋଧ କରାଯିବା ପରେ ନଭେମ୍ବର ୩ରେ ଆମେରିକାର ହଷ୍ଟନ୍ଠାରେ ଆୟୋଜିତ ହେବାକୁ ଥିବା ସ୍ନାନଯାତ୍ରାକୁ ଇସ୍କନ୍ […]
ତୁଷୁରା ଏୟାର ଷ୍ଟ୍ରିପର ଉନ୍ନତୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୯୦ କୋଟି ଟଙ୍କା ମୂଲ୍ୟରେ ଜଳ ସେଚନ, ସ୍ବାସ୍ଥ୍ୟ ଭିତ୍ତିଭୂମି, ପାଇପ ଜଳ ଯୋଗାଣ, ସେତୁ ନିର୍ମାଣ, ସଡକ ନିର୍ମାଣ ଭଳି ସମୁଦାୟ ୮୩ଟି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଭୁବନେଶ୍ୱର/ଦେଓଗାଁ୦୨-୧୧-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯାଇ ବେଲପଡା ଓ ପାଟଣାଗଡ ଠାରେ ବଲାଙ୍ଗୀର ଜିଲ୍ଲା ପାଇଁ ୮୯୦ କୋଟି ଟଙ୍କା ମୂଲ୍ୟର […]
ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ ଇନ୍ଦିରା ଗାନ୍ଧୀ ଙ୍କ ତିରୋଧାନ ଦିବସ ପାଳନ ।
କଟକ,୦୧-୧୧-୨୦୨୪ (ପିପିଏସ) : ଭାରତର ପ୍ରଥମ ମହିଳା ପ୍ରଧାନ ମନ୍ତ୍ରୀ,ଲୌହ ମାନବୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀ ଙ୍କ ପୁଣ୍ୟ ତିଥି ଅବସରରେ କଟକ ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରେ ବରିଷ୍ଠ କଂଗ୍ରେସ୍ ନେତା ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ର କଂଗ୍ରେସ ବିଧାୟକ ପ୍ରାର୍ଥୀ ରାମ ଚନ୍ଦ୍ର ଗୋଚ୍ଛାୟତ ଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଶକ୍ତି ନଗର କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ବାହାରି ଗୋପାଳପୁର ସ୍ଥିତ ସ୍ୱର୍ଗୀୟା […]
ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବ ଡ୍ରୋନ୍
ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା ‘ନମୋ ଡ୍ରୋନ୍ ଦିଦି’ କୁ ସରକାର ଅନୁମୋଦନ ଦେଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା ‘ନମୋ ଡ୍ରୋନ୍ ଦିଦି’ କୁ ସରକାର ଅନୁମୋଦନ ଦେଇଛନ୍ତି। ଏହି ଯୋଜନାରେ ୨୦୨୪- […]
ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ
ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର ଶିକ୍ଷକ। ଶିକ୍ଷା ବିଭାଗର ବିକଳ ଚିତ୍ର: ବିଭାଗ କହୁଛି ୪୭ ଗୃହ ଜରାଜୀର୍ଣ୍ଣ ରହିଛି ମାଲକାନଗିରି/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲା ସଦର ମହକୁମା ସମେତ ଜିଲ୍ଲାର […]
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି। ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ […]
୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ
କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆଲୁଅ ମାଧ୍ୟମରେ ହିଁ କରିଥାନ୍ତି। କୋରାପୁଟ/ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି। ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି। ପାଠପଢ଼ାଠୁ ରାତ୍ରି ଭୋଜନ, […]
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରାରେ ଏଭଳି ନାଚକୁ ନେଇ ଚର୍ଚ୍ଚା ହେଉଛି। ଯାତ୍ରାରେ ଏଭଳି ନୃତ୍ୟ ଓଡ଼ିଆ ସଂସ୍କୃତି ବିରୋଧୀ। […]
ନଭେମ୍ବର ୨୬ରୁ ପ୍ରଥମ ଶୀତକାଳୀନ ଅଧିବେଶନ
ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି। ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ମୋହନ ସରକାରଙ୍କ ପ୍ରଥମ ଶୀତକାଳୀନ ଅଧିବେଶନ ଆସନ୍ତା ୨୬ ତାରିଖ ଠାରୁ ଆରମ୍ଭ ହେବ। ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ […]