ଓଡିଶା
ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ୧୭ ଜଣଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦ୍ଯାପନୀ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁକ୍ରବାର ୨୭ଜଣଙ୍କୁ ‘ପ୍ରବାସୀ ଭାରତୀୟ ସମ୍ମାନ’ ପୁରସ୍କାରରେ ସମ୍ମାନିତ କରିବେ। ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ […]
ଜାନୁୟାରୀ ୧୧ରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା ଦିବସ, ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି
ଆସନ୍ତା ଜାନୁୟାରୀ ୧୧ ତାରିଖ ଶନିବାର ଦିନ ପାଞ୍ଚଟା ସମୟଠାରୁ ଭୁବନେଶ୍ବର ସ୍ଥିତ ମେ ଫେୟାର କନଭେନସନର ସେଣ୍ଟ୍ରାଲ ହଲଠାରେ ହାଇବ୍ରିଡ ଢଙ୍ଗରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା ଦିବସ ପାଳନ ହେବାକୁ ଯାଉଛି। ଏହି ସମାରୋହକୁ ପ୍ରବାସୀ ଓଡ଼ିଆ ଦିବସ ନାମରେ ନାମିତ କରାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଆସନ୍ତା ଜାନୁୟାରୀ ୧୧ ତାରିଖ ଶନିବାର ଦିନ ପାଞ୍ଚଟା ସମୟଠାରୁ ଭୁବନେଶ୍ବର ସ୍ଥିତ ମେ ଫେୟାର କନଭେନସନର ସେଣ୍ଟ୍ରାଲ ହଲଠାରେ ହାଇବ୍ରିଡ ଢଙ୍ଗରେ ୱାଓସୋର ଚତୁର୍ଥ ପ୍ରତିଷ୍ଠା […]
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୪୮୦ କୋଟି ଟଙ୍କାରେ ଉନ୍ନୟନ ପ୍ରକଳ୍ପ
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ମୁଖ୍ୟ କ୍ୟାମ୍ପସରେ ଭିତ୍ତିଭୂମି ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ନିର୍ମାଣ ନିମନ୍ତେ ଭାରତ ସରକାରଙ୍କ ଅଧୀନରେ ଥିବା ଏନବିସିସି (ଇଣ୍ଡିଆ) ଲିମିଟେଡ ଦ୍ବାରା ୪୮୦ କୋଟି ଟଙ୍କା ବ୍ୟୟଅଟକଳରେ ନିର୍ମିତ ଏହି ପ୍ରକଳ୍ପ ଓଡ଼ିଶାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି । କୋରାପୁଟ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ମୁଖ୍ୟ କ୍ୟାମ୍ପସରେ ଭିତ୍ତିଭୂମି ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ନିର୍ମାଣ ନିମନ୍ତେ ଭାରତ ସରକାରଙ୍କ ଅଧୀନରେ ଥିବା […]
୬ ଥାକିଆ ବାରିକେଡ୍ରେ ଶ୍ରୀମନ୍ଦିରକୁ ଯିବେ ଭକ୍ତ
ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ତୀବ୍ର କରାଯାଇଛି। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଚଳିତ ମାସ ୨୦ ତାରିଖ ଠାରୁ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। ଏନେଇ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ […]
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ
ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା […]
ମାଗଣାରେ ପର୍ଯ୍ୟଟକ ବୁଲିବେ ସୂର୍ଯ୍ୟ ମନ୍ଦିର
ସୂର୍ଯ୍ୟ ମନ୍ଦିର ପରିଦର୍ଶନ ନିମନ୍ତେ ପର୍ଯ୍ୟଟକ ଓ ଜନସାଧାରଣମାନଙ୍କ ନିମନ୍ତେ ଏଏସଆଇ ପକ୍ଷରୁ ନିର୍ଦ୍ଧାରିତ ଫି ଦେଇ ପର୍ଯ୍ୟଟକମାନେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଥାନ୍ତି। ଶାମ୍ବଦଶମୀ ଅବସରରେ ପ୍ରବେଶ ଶୁଲ୍କ ଲାଗୁ ହେବ ନାହିଁ। କୋଣାର୍କ/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ରାତି ପାହିଲେ ଶାମ୍ବଦଶମୀ ହେବ। ଏହି ଅବସରରେ ପର୍ଯ୍ୟଟକ ଓ ଜନସାଧାରଣ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ମାଗଣାରେ ପ୍ରବେଶ କରିପାରିବେ। ଗୁରୁବାର ଶାମ୍ବଦଶମୀ ଅବସରରେ ବୁଲିବାକୁ ଆସିଥିବା ପର୍ଯ୍ୟଟକ ଓ ଜନସାଧାରଣ ମାନଙ୍କ ନିମନ୍ତେ ପ୍ରବେଶ ଫି […]
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ଉ
ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, ଅଫିସ୍ ଏବଂ ଭୁବନେଶ୍ୱରର ଅନ୍ୟ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ଓଡ଼ିଶାର ନାମୀ ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘର ସମେତ ଛଅଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ଉ ଚାଲିଛି। ତାଙ୍କର ଢେଙ୍କାନାଳସ୍ଥିତ ବାସଭବନ ଏବଂ ହନ୍ଦୋଳରେ ଫାର୍ମହାଉସ୍, […]
ଆବୁଝମାଡ଼ରେ ଏନକାଉଣ୍ଟର ଘଟଣା: ୫ ନକ୍ସଲ ଚିହ୍ନଟ
ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଆବୁଝମାଡ଼ ଜଂଗଲରେ ଗତ ୩ ତାରିଖ ଦିନ ହୋଇଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିଲେ। ଏହି ୫ ଜଣ ନକ୍ସଲଙ୍କୁ ଚିହ୍ନଟ କରାଯାଇପାରିନଥିଲା। ମାଲକାନଗିରି/ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଆବୁଝମାଡ଼ ଜଂଗଲରେ ଗତ ୩ ତାରିଖ ଦିନ ହୋଇଥିବା ଏନକାଉଣ୍ଟରରେ ୫ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିଲେ। ଏହି ୫ […]
ସ୍ଥିତି ଉପରେ ନଜର ରଖିଛି, ସମୟ ଆସିଲେ ଜବାବ ଦେବି: ପ୍ରଦୀପ ପାଣିଗ୍ରାହୀ
ଗଣତନ୍ତ୍ରିକ ଦେଶରେ ଯାହା ପାଖରେ ଲୋକ ଥାଆନ୍ତି ତାଙ୍କୁ ନେତା କୁହନ୍ତି। ବିଜେଡି ଶାସନରେ କିଛି ନିର୍ବାଚିତ ପ୍ରତିନିଧି ଟ୍ରାଫିକ ପରିଚାଳନା କରୁଥିଲେ। ନବୀନଙ୍କ ପଛରେ ଗୋଡେଇଲେ ନେତା ହୋଇପାରିବେ ନାହିଁ। ନେତା ହେବାକୁ ହେଲେ ଜନତାଙ୍କ ସହିତ ରହିବା ଦରକାର। ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ସାଧାରଣ ନିର୍ବାଚନ ପୂର୍ବରୁ ‘ଲେଖା ଛିଣ୍ଡିବ’ କହି ଚର୍ଚ୍ଚାକୁ ଆସିଥିବା ସାଂସଦ ପ୍ରଦୀପ ପାଣିଗ୍ରାହୀ ଏବେ ପାଞ୍ଜି ଖୋଲିବେ ବୋଲି କହିଲେଣି। ସେ କେଉଁ ପାଞ୍ଜି ଖୋଲିବେ ଏବଂ ଏହା […]
କାଲି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର ୦୮-୦୧-୨୦୨୫(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ବିମାନବିନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ […]
