1 min read

ଅବ୍ୟବସ୍ଥା ଘେରରେ ଓଡ଼ିଶାର ସର୍ବବୃହତ କଟକ ପଶୁ ଚିକିତ୍ସାଳୟ

କଟକ,୩୦-୧୦-୨୦୨୪ (ପିପିଏସ ) : ଓଡ଼ିଶାର ସର୍ବବୃହତ କଟକ ଭେଟନାରୀ ହସ୍ପିଟାଲ ଏବେ ଅବ୍ୟବସ୍ଥା ଘେରରେ ରହିଛି। ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ବୁଧବାର ବକ୍ସି ବଜାରସ୍ଥିତ ଏହି ସରକାରୀ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ନବ ନିର୍ମିତ ଅଫିସ୍ ବୁଲିବା ସହ ସେଠାରେ କାର୍ଯ୍ୟରତ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ। ବିଶେଷ କରି ନବ ନିର୍ମିତ ଅଫିସ୍ କୋଠାରେ ଅଧିକାଂଶ ଘରଗୁଡ଼ିକ ଖାଲି ପଡ଼ିଥିବା ଓ କମ୍ କର୍ମଚାରୀ ଥିବାନେଇ ଅସନ୍ତୋଷ ପ୍ରକାଶ […]

1 min read

ଓଡିଶାକୁ ଫେରିବ ପୋସ୍କୋ : ସାଂସଦ ବିଭୁ ତରାଇ

ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଜେଏସଡବ୍ଲୁ ସହ ମିଶି ପୋସ୍କୋ ବୃହତ୍ ପ୍ରକଳ୍ପ ସ୍ଥାପନ କରିବାକୁ ଆଗ୍ରହ ପ୍ରକାଶ କରିଥିବା ସୂଚନା ମିଳିଛି। ଏନେଇ ଜଗତସିଂପୁର ସାଂସଦ ବିଭୁ ତରାଇ କହିଛନ୍ତି, ସ୍ଥିର ସରକାର ରହିଲେ ଶିଳ୍ପପତିଙ୍କ ଆସ୍ଥା ବଢେ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଥିବାରୁ ଶିଳ୍ପପତିଙ୍କ ଭରସା ବଢ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିଳ୍ପ କ୍ଷେତ୍ରକୁ ଗୁରୁତ୍ଵ ଦେଉଛନ୍ତି। ରାଜ୍ୟ ସରକାର ବି ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି। ସାଂସଦ ବିଭୁ ତରାଇ କହିଛନ୍ତି, […]

1 min read

ଏସସିବିର ଏମ୍ସପ୍ଲସ ନିର୍ମାଣକୁ ନେଇ ପ୍ରଶ୍ନ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦୋସ

କଟକ,୩୦-୧୦-୨୦୨୪ (ପିପିଏସ ) : ଏସସିବି ମେଡିକାଲର ନବନିର୍ମାଣ ବା ଏମ୍ସପ୍ଲସକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦୋସ। ଆସନ୍ତାବର୍ଷ ଡିସେମ୍ବର ମାସରେ ଏହାକୁ ଉଦଘାଟନ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ନିର୍ମାଣ କାର୍ଯ୍ୟ ବହୁତ ମନ୍ଥର ଗତିର ଚାଲିଛି ବୋଲି କହିଛନ୍ତି ବିଧାୟିକା। ଏପର୍ଯ୍ୟନ୍ତ ମାତ୍ର ୩୦ରୁ ୩୫ ପ୍ରତିଶତ କାର୍ଯ୍ୟ ହିଁ ଶେଷ ହୋଇଛି ବୋଲି କହିବା ସହ ମାତ୍ର ଗୋଟିଏ ବର୍ଷ ମଧ୍ୟରେ ୭୦ ପ୍ରତିଶତ କାର୍ଯ୍ୟ କିପରି ଶେଷ କରାଯିବ […]

1 min read

ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ଆସିବେ ପ୍ରଧାନମନ୍ତ୍ରୀ!

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରାଶାସନିକ ସ୍ତରରେ ବି ଏଥିପାଇଁ ଏକପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଥିବା ଶୁଣିବାକୁ ମିଳୁଛି। କଟକ ,୨୮-୧୦-୨୦୨୪ (ପିପିଏସ) : ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରାଶାସନିକ ସ୍ତରରେ ବି ଏଥିପାଇଁ ଏକପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଥିବା ଶୁଣିବାକୁ ମିଳୁଛି। ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ରାଉରକେଲା ଗସ୍ତରେ […]

1 min read

ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନେଇ ଗଠିତ ଟାସ୍କଫୋର୍ସର ପ୍ରଥମ ବୈଠକ

ରାଜ୍ୟରେ ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନିମନ୍ତେ ଗଠିତ ଏହି ଉଚ୍ଚସ୍ତରୀୟ ଟାସ୍କଫୋର୍ସର୍ ପ୍ରଥମ ବୈଠକରେ ଦାଦନ ଯିବା କାରଣ ଓ ଏହାର ସମାଧାନ ଉପରେ ସଭିଏଁ ନିଜ ନିଜର ମତବ୍ୟକ୍ତ କରିଥିଲେ ।  ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନିମନ୍ତେ ଗଠନ ହୋଇଥିବା ଟାସ୍କଫୋର୍ସର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ […]

1 min read

ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଦିଆଯିବା ତାରିଖ ଖୁବ୍ ଶୀଘ୍ର ଘୋଷିତ ହେବ: ପ୍ରଭାତୀ ପରିଡ଼ା

‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ‘ସୁଭଦ୍ରା’ ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା […]

1 min read

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ

ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ, ଯାହାକୁ ଓଡ଼ିଶା […]

1 min read

ମଠମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ପାଇଁ ନୂଆ ଯୋଜନା ଆଣୁଛନ୍ତି ରାଜ୍ୟ ସରକାର

ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି ରାଜ୍ୟ ସରକାର। ଦେବାଳୟ ପ୍ରକଳ୍ପ ସମ୍ଭାବ୍ୟ ନାଁରେ ଏକ ନୂଆ ଯୋଜନା ଆଣୁଛନ୍ତି ସରକାର। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି ରାଜ୍ୟ ସରକାର। ଦେବାଳୟ ପ୍ରକଳ୍ପ ସମ୍ଭାବ୍ୟ ନାଁରେ ଏକ ନୂଆ […]

1 min read

‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ପାଠଚକ୍ର ଅନୁଷ୍ଠିତ

କଟକ ୨୭-୧୦-୨୦୨୪(ପିପିଏସ) : ପ୍ରଜାତନ୍ତ୍ର ପ୍ରଚାର ସମିତି ଆନୁକୂଲ୍ୟରେ ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ ବିଷୟରେ ଆଲୋଚନା ଅନୁଷ୍ଠିତ ହୋଇଯାଇଅଛି । ଶ୍ରୀଯୁକ୍ତ ସଜ୍ଜନ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସାଂସଦ ଭର୍ତ୍ତୃହରି ମହତାବ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଭିନ୍ନ ରାଜନୈତିକ ଦଳ ସହ ଆଲୋଚନା କରି ଏହା କାର୍ଯ୍ୟକାରୀ ହେଲେ ନିର୍ବାଚିତ ପ୍ରତିନିଧିଙ୍କ ଗୁରୁତ୍ୱ ବୃଦ୍ଧି ପାଇବା ସହ ବାରମ୍ବାର ନିର୍ବାଚନ ହେବା ଦ୍ୱାରା ଅଯଥା ଖର୍ଚ୍ଚାନ୍ତରୁ ତ୍ରାହି ମିଳିବ । […]

1 min read

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ ଲକ୍ଷ ଲକ୍ଷ ଏକର ଧାନ ସମେତ ଅନ୍ୟ ଫସଲ ନଷ୍ଟ ହୋଇଛି। ଏହା କେତେ ପରିବାଣରେ କ୍ଷୟକ୍ଷତି ହୋଇଛି, ଆକଳନ ପରେ ଜଣାପଡ଼ିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଆକାଶମାର୍ଗରୁ ବାତ୍ୟା ଅଞ୍ଚଳ ବୁଲିଛନ୍ତି। ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସମେତ ଅନ୍ୟ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]