1 min read

ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ

ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ ପାଇବେ। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା […]

1 min read

ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି

ଟାଟା କଂପାନିରେ ଚାକିରି ନାଁରେ ଠକେଇ ମାମଲା ବ୍ରହ୍ମପୁର/ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ବହୁଚର୍ଚ୍ଚିତ ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଶ୍ବସ୍ତି ମିଳିଛି। ଏମ୍‌ପି/ଏମ୍‌ଏଲ୍‌ଏ ‌କୋର୍ଟରେ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ୨ଟି ମାମଲାରେ ଆଶ୍ବସ୍ତି ମିଳିଛି। ଏଥି ସହିତ ଅଭୟ ପାଠକ ଓ ତାଙ୍କର ପୁଅ ଆକାଶ ପାଠକଙ୍କୁ ମଧ୍ୟ ଆଶ୍ବସ୍ତି ମିଳିଛି। ଆଜି କୋର୍ଟରୁ ଏହି ୩ ଜଣଙ୍କୁ ଆଶ୍ବସ୍ତି ମିଳିଥିବା ବେଳେ ଅନ୍ୟ ୩ଟି […]

1 min read

୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ

ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ […]

1 min read

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

ରାଜ୍ୟ ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା […]

1 min read

ଡବଲ ଡେକର ବସ୍‌ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ

ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ଡବଲ ଡେକର ବସ୍‌ ଗଡ଼ିଛି। ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍‌ଘାଟନ ପୂର୍ବରୁ ୫ଟି ଡବଲ ଡେକର ବସ୍‌ ରାଜଧାନୀରେ […]

1 min read

କଡ଼ା ସୁରକ୍ଷା ବଳୟରେ ପ୍ରବାସୀ ଭାରତୀୟ ଦିବସ: ପୁଲିସ୍ ମାସ୍କଟ୍ ‘ହାଫି’ ଲୋକାର୍ପିତ

ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଆସନ୍ତା ୮ ତାରିଖରେ ରାଜଧାନୀରେ ଆୟୋଜିତ ହେଉଛି ପ୍ରବାସୀ ଭାରତୀୟ ଦିବସ। ୯ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ୧୦ ତାରିଖ ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି […]

1 min read

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ

ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖ ରାତି ୮ଟାରେ ବିମାନବନ୍ଦରରେ ଅବତରଣ କରିବେ। ୯ ତାରିଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) :  ରାଜଧାନୀରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୮ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଏକ ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାତି ୮ଟାରେ ବିମାନବନ୍ଦରରେ ଅବତରଣ […]

1 min read

ମହାପ୍ରସାଦ ନାଁରେ ଖଜା ବିକିପାରିବେନି:ଅରବିନ୍ଦ ପାଢ଼ୀ

ପୁରୀ/ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବଡ଼ଦାଣ୍ଡରେ କିଛି ବ୍ୟବସାୟୀ ମହାପ୍ରସାଦ ନାମରେ ଖଜା ବିକ୍ରି କରୁଛନ୍ତି।ମହାପ୍ରଭୁଙ୍କ ପ୍ରତି ଭକ୍ତଙ୍କର ଭକ୍ତି ସଂପୂର୍ଣ୍ଣ ନିଆରା। ଶ୍ରୀକ୍ଷେତ୍ରକୁ ଆସୁଥିବା ପ୍ରତ୍ୟେକ ଭକ୍ତ ନିଜକୁ ମହାପ୍ରଭୁଙ୍କୁ […]

1 min read

ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଆଇଏଏସ୍‌ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଥିବା ମନୋଜ ସାହୁ ଏବେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଅଛନ୍ତି। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ […]

1 min read

ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ‘ସୁରକ୍ଷିତ… ଘରକୁ ଫେରନ୍ତୁ’ ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ସୁରକ୍ଷିତ ଘରକୁ ଫେରନ୍ତୁ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି […]