1 min read

ବିଏମ୍‌ସି ଆଦାୟ କରିବ ପ୍ରପର୍ଟି ଟ୍ୟାକ୍ସ

ପ୍ରସ୍ତାବ ପାରିତ ପରେ ପ୍ରସ୍ତୁତି ଆରମ୍ଭ ହୋଲ୍ଡିଂ ଟିକସରେ ରହିଥିବା ଦୋଷ ଦୁର୍ବଳତା ଯୋଗୁ ବିଏମ୍‌ସିର ରାଜସ୍ବ ବଢ଼ୁନାହିଁ। ତା ସହିତ ଏଥିରେ ଥିବା ଗଳାବାଟରେ ୱାର୍ଡ ଅଫିସର ଓ କେତେକ କର୍ମଚାରୀ ଫାଇଦା ଉଠାଉଛନ୍ତି। ବିଏମ୍‌ସିର ରାଜସ୍ବ କମି କମି ଯାଉଥିବା ବେଳେ କେତେକ ନିର୍ଦ୍ଦିଷ୍ଟ କର୍ମଚାରୀ ମାଲେମାଲ୍‌ ହେଉଛନ୍ତି। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ହୋଲ୍ଡିଂ ଟିକସରେ ରହିଥିବା ଦୋଷ ଦୁର୍ବଳତା ଯୋଗୁ ବିଏମ୍‌ସିର ରାଜସ୍ବ ବଢ଼ୁନାହିଁ। ତା ସହିତ ଏଥିରେ ଥିବା ଗଳାବାଟରେ […]

1 min read

କେତେ ସ୍ମାର୍ଟ ହେଲା ଭୁବନେଶ୍ବର? ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି

ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି। ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ ସ୍ମାର୍ଟ ‌ହୋଇଛି, ସେ ପ୍ରଶ୍ନ ପଚାରିବାର ସମୟ ଆସିଛି। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି। ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି। ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ […]

1 min read

ଅଜୟ କୁମାର ଓ ଶରତ ପଟ୍ଟନାୟକଙ୍କ ସମେତ ୩ କଂ‌ଗ୍ରେସ ନେତାଙ୍କ ନାମରେ ଠକେଇ ମାମଲା

ନିର୍ବାଚନ ପରେ ଦେଉ ନାହାନ୍ତି ବାକି କୋଟିଏ ୪୨ ଲକ୍ଷ ଟଙ୍କା ୨୦୨୪ ସାଧାରଣ ନିର୍ବାଚନ ସମୟ‌ରେ ଗାଡ଼ିରେ ଏଲଇଡି ଟିଭିରେ କଂଗ୍ରେସର ଦଳୀୟ ପ୍ରଚାର ପାଇଁ ୧କୋଟି ୫୦ ଲକ୍ଷ ଟଙ୍କାର ଡିଲ୍‌ କଲେ। ଏଥିପାଇଁ ଆଗୁଆ ୮ ଲକ୍ଷ ଟଙ୍କା ମଧ୍ୟ ଦେଲେ। କିନ୍ତୁ ନିର୍ବାଚନ ପରେ ଆଉ ଟଙ୍କା ଦେଉନାହାନ୍ତି କଂ‌ଗ୍ରେସ ନେତା। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ୨୦୨୪ ସାଧାରଣ ନିର୍ବାଚନ ସମୟ‌ରେ ଗାଡ଼ିରେ ଏଲଇଡି ଟିଭିରେ କଂଗ୍ରେସର ଦଳୀୟ ପ୍ରଚାର […]

1 min read

ଶୁଦ୍ଧ ଦେଶୀ ଗାଈ ଘିଅରେ ମହାପ୍ରସାଦର ପ୍ରସ୍ତୁତି ହେବ !

ସୁଆର ସେବାୟତ ସଂଘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ପୁରୀ/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ବ୍ୟବସ୍ଥାକୁ ଅଧିକ ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନିଆଯାଉଛି। ଭକ୍ତଙ୍କ ପାଇଁ ଚାରିଦ୍ବାର ଖୋଲାଯିବା, ରତ୍ନଭଣ୍ଡାର ଖୋଲାଯିବା ପରେ ଏବେ ମହାପ୍ରସାଦର ପ୍ରସ୍ତୁତ କେବଳ ଖାଣ୍ଟି ଦେଶୀ ଗୁଆଘିଅରେ କରାଯିବାକୁ ଦାବି ହୋଇଛି। ଏନେଇ ସୁଆର ସେବାୟତ ସଂଘ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗତକାଲି ଏକ ଚିଠି ଲେଖିଛନ୍ତି। […]

1 min read

ସାକାର ହେବ ଗ୍ରୀଡ଼ ନିର୍ମାଣ

ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ,  ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର ଟିଟିଲାଗଡ଼ ଠାରେ ଏକ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ପ୍ରତିଷ୍ଠା ନେଇ  ଅଞ୍ଚଳବାସୀଙ୍କ ଦାବିକୁ ଅଣଶୁଣା କରିଥିବା ଅଭିଯୋଗ ହୋଇଛି l ତେବେ ରାଜ୍ୟରେ ନୂତନ ଭାବରେ ବିଜେପି […]

1 min read

ସ୍ମାର୍ଟ ହେବ କଟକ

କଟକ,୧୬-୧୦-୨୦୨୪(ପିପିଏସ) : ରାଜ୍ୟରେ ସ୍ମାର୍ଟସିଟି ସଂଖ୍ୟା ବଢ଼ିବ। ଭୁବଶ୍ବେର ଓ ରାଉରକେଲା ପରେ କଟକ ମଧ୍ୟ ସ୍ମାର୍ଟସିଟି ତାଲିକାରେ ଯୋଡ଼ି ହେବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଗସ୍ତରେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ଦିନରେ କଟକ ସହର ସ୍ମାର୍ଟସିଟିରେ ପରିଣତ ହେବ। ଐତିହାସିକ କଟକକୁ ସ୍ମାର୍ଟସିଟି କରିବା ଦିଗରେ ସରକାର ସଚେତନ ଅଛନ୍ତି। ସେହିପରି କଟକ ସହରକୁ ସ୍ମାର୍ଟ କରିବା ପାଇଁ ବହୁଦିନରୁ ଦାବି […]

1 min read

ଆବର୍ଜନାରୁ ମୁକୁଳିପାରୁନି ସହର

ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି  ସହରବାସୀ । ସଫେଇ ପାଇଁ ପ୍ରତିମାସରେ ପୌରସଂସ୍ଥା ପକ୍ଷରୁ ୧୫ ଲକ୍ଷ ଟଙ୍କା ଗଣୁଛି। ହେଲେ ଏହି ସଂସ୍ଥା ଠିକ ଭାବେ ସଫେଇ କାର୍ଯ୍ୟ କରୁ ନଥିବା ଅଭିଯୋଗ ହୋଇଛି । ସହରର ବିଭିନ୍ନ ସ୍ଥାନରେ […]

1 min read

ଅଭାବୀ ବିକ୍ରିର ଶିକାର ଅଦା ଚାଷୀ

ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା  ମାଣ୍ଡିଆ କିମ୍ବା  କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା  ମାଣ୍ଡିଆ କିମ୍ବା  କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି । ଜିଲ୍ଲାରେ […]

1 min read

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର ଦୟଣାଚୋରି ମେଳଣ ଅନୁଷ୍ଠିତ ହୋଇଆସୁଅଛି। ତେଣୁ ଏପରି ଐତିହ୍ୟ […]

1 min read

ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।