1 min read

ସ୍ମାର୍ଟସିଟି ପ୍ରକଳ୍ପ: ଅବଧି ସରିଲାଣି, କାମ ସରୁନି

୨୦ କୋଟିର ସାଇନ୍ସ ପାର୍କ ଅଧପନ୍ତରିଆ ସମାନସ୍ଥିତିରେ କମାଣ୍ଡସେଣ୍ଟର ଓ ଟ୍ରାଇବାଲ୍‌ ମ୍ୟୁଜିୟମ୍‌  କାର୍ଯ୍ୟକ୍ଷମ‌ ‌ହେଉନି ୧୧୦ କୋଟିର ସିସି କ୍ୟାମେରା ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ବିଭାଗୀୟ ଅଧିକାରୀଙ୍କ ଅବହେଳା ଓ ଠିକାସଂସ୍ଥାର ମନମାନି ଯୋଗୁଁ ସରୁନି ସ୍ମାର୍ଟସିଟି ପ୍ରକଳ୍ପ। ଗୋଟିଏ କି ଦୁଇଟି ନୁହେଁ, ଏକାଧିକ ପ୍ରକଳ୍ପର ସମାନସ୍ଥିତି। କୁହାଗଲା ୨୦୨୨ ସୁଦ୍ଧା ସମସ୍ତ ପ୍ରକଳ୍ପ ସରିବ। ଇତିମଧ୍ୟରେ ଦୁଇ ବର୍ଷ ବିତିଗଲାଣି, କାମଗୁଡ଼ିକ ସେମିତି କଚ୍ଛପ ଗତିରେ ଚାଲୁଛି। ଛେଣ୍ଡ କଲୋନି ରିମ୍‌ସ […]

1 min read

ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଳୀ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସ୍ୱତନ୍ତ୍ର ଜଜ୍ ବିଶାଲ ଗୋଗେନ୍ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଥିବା ସୂଚନା ରହିଛି। ତେବେ ଆମେ ଏଠାରେ ଜଣାଇ […]

1 min read

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ […]

1 min read

ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ ଆଗରୁ ସୂଚନା ଦେଥିଲେ। ସେ କହିଛନ୍ତି,ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ। ଆଗାମୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ […]

1 min read

ବିଜେପି ଉପରେ ସବୁ ବର୍ଗର ଲୋକଙ୍କ ଭରସା ବଢ଼ୁଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ସହିଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ବିଏମ୍‌ସି ପକ୍ଷରୁ ଆୟୋଜିତ ପୃଥକ ପୃଥକ କାର୍ଯ୍ୟକ୍ରମରେ ବୃକ୍ଷରୋପଣ କରିବା ସହ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଏହାସହ ଭୁବନେଶ୍ୱର ଠାରେ ଆମ ଦଳର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହୋଇ ଅନେକ ନାଗରିକ ଓ କାର୍ଯ୍ୟକର୍ତ୍ତାଙ୍କୁ ଅନ୍‌ଲାଇନ ମାଧ୍ୟମରେ ସଦସ୍ୟ କରାଇଛନ୍ତି।   କେନ୍ଦ୍ରମନ୍ତ୍ରୀ ପ୍ରଥମେ ବୁଦ୍ଧଜୟନ୍ତୀ ପାର୍କରେ […]

1 min read

ବିଏମ୍‌ସି ହରାଇଲା ୧୦୦କୋଟିର ସମ୍ପତ୍ତି

ସ୍ଲମ୍‌ କ୍ବାର୍ଟର୍ସ ମାମଲା ହାରିବା ପରେ ତନାଘନା ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ନିୟମିତ ଅବହେଳା ପାଇଁ ବିଏମ୍‌ସି କ୍ଷତି ସହୁଛି। ସାଧାରଣ ଲୋକଙ୍କ ଠାରୁ ଆସୁଥିବା ରାଜସ୍ବ ଭୂତ ଖାଉଛି। ଏଣେ ସାଧାରଣ ଲୋକ ବି ନ୍ୟାୟ ପାଉ ନାହାନ୍ତି, ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ଏଭଳି ତ’ ଗଦା ଗଦା ଉଦାହରଣ ରହିଛି। କିନ୍ତୁ ବିଏମ୍‌ସି ସ୍ଲମ୍‌ କ୍ବାର୍ଟର୍ସ ମାମଲାରେ ସୁପ୍ରିମକୋର୍ଟରେ ହାରିବ‌ା ପରେ ଅବହେଳାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କାହା ଅବହେଳା […]

1 min read

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ […]

1 min read

ହିମାଚଳ ସରକାରଙ୍କ ନୂଆ ନିଷ୍ପତ୍ତି: ଶୌଚାଳୟ ଉପରେ ଟିକସ ଲାଗୁ

ନୂଆଦିଲ୍ଲୀ /ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଆର୍ଥିକ ସଙ୍କଟକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ସରକାର ଏକ ନୂତନ ଶୁଳ୍କ ଲାଗୁ କରିଛନ୍ତି। ଯେଉଁଥିରେ ଘରେ ଥିବା ଶୌଚାଳୟ ସିଟ୍ ସଂଖ୍ୟା ଉପରେ ଆଧାର କରି ଟିକସ ସଂଗ୍ରହ କରାଯିବ। ନିକଟରେ ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ସହରାଞ୍ଚଳରେ ରହୁଥିବା ଲୋକଙ୍କୁ ପ୍ରତ୍ୟେକ ଶୌଚାଳୟ ସିଟ୍ ପାଇଁ ୨୫ ଟଙ୍କା ଶୁଳ୍କ ଦେବାକୁ ପଡିବ। ଏହି ଫିସ୍ ସ୍ୱେରେଜ୍ ବିଲ୍ ସହିତ ଯୋଡାଯିବ। ଏହା […]

1 min read

ଦରଦାମ ବୃଦ୍ଧିର ପ୍ରଭାବ: ଆମିଷ ଥାଳି ଶସ୍ତା, ନିରାମିଷ ମହଙ୍ଗା !

ସାଧାରଣ ଲୋକଙ୍କ ପାଇଁ ଖାଦ୍ୟ ଏକ ବର୍ଷରେ ୧୧ ପ୍ରତିଶତ ମହଙ୍ଗା ହୋଇଛି ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଦେଶରେ ଦରଦାମ ବୃଦ୍ଧିର ପରିସ୍ଥିତି ସଙ୍କଟଜନକ ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ୪ ପ୍ରତିଶତକୁ ଖସି ଆସିବା ସତ୍ତ୍ବେ ଖାଦ୍ୟ ମୁଦ୍ରାସ୍ଫୀତି ଅଧିକ ରହିଛି। ଏହା ଏକ ରିପୋର୍ଟ ଦ୍ୱାରା ମଧ୍ୟ ପ୍ରମାଣିତ ହୋଇଛି। ଯେଉଁଥିରେ କୁହାଯାଇଛି ଯେ ବର୍ତ୍ତମାନ ଘରେ ରନ୍ଧା ଖାଦ୍ୟ ମଧ୍ୟ ଲୋକଙ୍କ ପାଇଁ ମହଙ୍ଗା ହୋଇଛି। ଆଳୁ, ପିଆଜ ଏବଂ ଟମାଟ ପରି ସାଧାରଣ […]

1 min read

ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ

ଅର୍ପଣ ଚାଉଳକୁ ୨କୋଟି ୮୬ ଲକ୍ଷ ଟଙ୍କାରେ ବିକ୍ରି କରିଛି ଶ୍ରୀମନ୍ଦିର ପ୍ରଶାସନ ପୁରୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୦ହଜାର ୩୨୨ କ୍ବିଣ୍ଟାଲ ଅର୍ପଣ ଚାଉଳକୁ ୨କୋଟି ୮୬ ଲକ୍ଷ ଟଙ୍କାରେ ବିକ୍ରି କରିଛି ଶ୍ରୀମନ୍ଦିର ପ୍ରଶାସନ। କ୍ବିଣ୍ଟାଲ ପିଛା ୨୭ ଶହ ୮୦ ଟଙ୍କାରେ ଅର୍ପଣ ଚାଉଳ ବିକ୍ରି ହୋଇଛି। ଅର୍ପଣ ଚାଉଳକୁ ଟେଣ୍ଡର ମାଧ୍ୟମରେ ବିକ୍ରି କରିବାକୁ ନିକଟରେ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଶ୍ରୀମନ୍ଦିର […]