ଘଟଣା-ଦୁର୍ଘଟଣା
ପ୍ରେମ ବ୍ୟାପାରରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା!
ସୋରରେ ପ୍ରେମବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ। ସୋର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ବାଲେଶ୍ବର ଜିଲ୍ଲା ସୋରରେ ଚାଞ୍ଚଲ୍ୟ। ପ୍ରେମ ବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା […]
ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି ମାଲକାନଗିରି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ […]
ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼ ଜିଲ୍ଲାରେ ବିଦ୍ୟୁତ ବିଭାଗର ଏକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସାମ୍ନାକୁ ଆସିଛି। ଏଠାରେ ବିଦ୍ୟୁତ୍ ବିଭାଗ ଏକ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ଏକ ବିଦ୍ୟୁତ୍ ବିଲ୍ ଦେଇଛି । ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି | ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ। […]
ମିସନ ଶକ୍ତି ଗୃହରେ ଲାଗିଲା ନିଆଁ, ଜଳିଗଲା ଆସବାବପତ୍ର
ବାଲେଶ୍ବର ଜିଲ୍ଲା ନୀଳଗିରିରେ ସନ୍ଧ୍ୟା ସମୟରେ ଅଦିନିଆ ବର୍ଷା ସାଙ୍ଗକୁ,ବଜ୍ରପାତ ହେବା କାରଣରୁ ଜାମୁଡିହା ଗ୍ରାମରେ ଥିବା ମିସନ ଶକ୍ତି ଗୃହରେ ଅଚାନକ ନିଆଁ ଲାଗିଯାଇଥିଲା। ନୀଳଗିରି/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ବାଲେଶ୍ବର ଜିଲ୍ଲା ନୀଳଗିରିରେ ସନ୍ଧ୍ୟା ସମୟରେ ଅଦିନିଆ ବର୍ଷା ସାଙ୍ଗକୁ ବଜ୍ରପାତ ହେବା କାରଣରୁ ଜାମୁଡ଼ିହା ଗ୍ରାମରେ ଥିବା ମିସନ ଶକ୍ତି ଗୃହରେ ଅଚାନକ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ମିସନ ଶକ୍ତି ଗୃହରୁ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗକୁ ଅବଗତ କରିଥିଲେ। […]
ଉପରେ ମାଛ ତଳେ କଇଁଛ
ଆନ୍ଧ୍ରରୁ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କଇଁଛ; ଜଙ୍କିଆରେ ଧରିଲା ବନ ବିଭାଗ ଜଂକିଆ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପଶ୍ଚିମବଙ୍ଗକୁ ଅଭିନବ ଉପାୟରେ କଇଁଛ ଚୋରାଚାଲାଣ ବିଫଳ ହୋଇଛି। ଲକ୍ଷ୍ୟସ୍ଥଳରେ କଇଁଛ ପହଞ୍ଚିବା ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ଜଂକିଆରେ ଧରାପଡ଼ିଛି। ଆୟକର ବିଭାଗ ଓ ବନ ବିଭାଗର ଚଢ଼ାଉ ବେଳେ ମାଛ ଓ କଇଁଛ ଜବତ ହୋଇଛି। ଚାଲାଣକାରୀମାନେ ବୁଦ୍ଧି ଲଗାଇ ଗାଡ଼ିର ତଳେ କଇଁଛ ରଖି ଉପରେ ମାଛ ରଖିଥିଲେ। ଦୈନଦିନ ୧୬ନଂ ଜାତୀୟ […]
ଆଉ ଏକ ମହାମାରୀ ଆସିବା ଆଶଙ୍କା: ଚୀନ୍ରେ ନୂଆ କରୋନା ଭାଇରସ ଚିହ୍ନଟ
ନୂଆ ବାଦୁଡ଼ି କରୋନା ଭାଇରସ୍ ନେଇ ଏକ ଅପଡେଟ୍ ଆସିଛି। ଏହା ଚୀନ୍ରେ ଆବିଷ୍କୃତ ହୋଇଛି। ଚୀନ୍ ଗବେଷକଙ୍କ ଏକ ଦଳ ଏହି ଭାଇରସ୍ର ନାମ ଏଚକେୟୁ-୫-କୋଭ୍-୨ ରଖିଛନ୍ତି। ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟ ଅନୁଯାୟୀ, ଏହି ନୂତନ କରୋନା ଭାଇରସ ସାର୍ସ-କୋଭ୍-୨ ପରି ମଣିଷରୁ ମଣିଷକୁ ବ୍ୟାପିବାକୁ ସକ୍ଷମ ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କୋଭିଡ୍-୧୯ ସାରା ବିଶ୍ୱରେ ଏପରି ତାଣ୍ଡବ ସୃଷ୍ଟି କରିଥିଲା ଯେ, ଅନେକ ଦେଶ ଆଜି ପର୍ଯ୍ୟନ୍ତ ଏଥିରୁ ମୁକୁଳି ପାରିନାହାନ୍ତି। ଦେଶର […]
କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, […]
ସୋରରେ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଶନିବାର ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ଟି ଦ୍ରୁତଗତିରେ ଯାଉଥିବା ବେଳେ ଏହି ସ୍ଥାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ବ୍ୟାଟେରି ଓ ଯାନ୍ତ୍ରିକ ଉପକ୍ରମ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ସୂଚନା ଅନୁସାରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ […]
ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
କିଟ୍ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ […]
ଗ୍ୟାରେଜ୍ରୁ ମିଳିଲା ପ୍ରଧାନଶିକ୍ଷୟିତ୍ରୀଙ୍କ ଶବ
ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବେକରୁ ସୁନା ଚେନ୍ ଓ ପାଖରୁ ମୋବାଇଲ୍ ଗାଏବ ହୋଇଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ଉପୁଜିଛି। ପଣ୍ଡୁଆ/ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। […]