1 min read

ସୁଭଦ୍ରା ଯୋଜନାର ସଫଳତା ପାଳନ ପାଇଁ ଘରର ମୁଖ୍ୟ ଦ୍ୱାର ସମ୍ମୁଖରେ ଦୀପ ଜାଳନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨.୩୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହା ସହିତ, ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧.୨୦ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨.୩୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହା ସହିତ, ପାଞ୍ଚଟି […]

1 min read

  ରାଜ୍ୟରେ ସୁଭଦ୍ରା ଶୋଭାଯାତ୍ରା

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁଭଦ୍ରା ଶୋଭାଯାତ୍ରାର ଆୟୋଜନ କରାଯାଇଛି।ଶୋଭାଯାତ୍ରା ମାଧ୍ୟମରେ କଥା ଦେଇ କଥା ରଖିଥିବା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ମହିଳା। ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି। ରାଜଧାନୀରେ ଆୟୋଜିତ ସୁଭଦ୍ରା ଶୋଭାଯାତ୍ରାରେ ଏକାମ୍ର ବିଧାୟକ ବାବୁ ସିଂ ଓ ମେୟର ସୁଲୋଚନା ଦାସ ପ୍ରମୁଖ ଯୋଗ ଦେଇଛନ୍ତି। ଖଣ୍ଡଗିରିରୁ ଏହି ଶୋଭାଯାତ୍ରା ଆରମ୍ଭ […]

1 min read

ପରିବର୍ତ୍ତନକାରୀ ସହରୀ ଅଭିବୃଦ୍ଧିରେ ‘ଅଙ୍କୁର’ ଗୁରୁତ୍ବପୂର୍ଣ୍ଣ

ଅଟଳ ନେଟୱାର୍କ ଫର୍ ନଲେଜ୍, ନଗରୀକରଣ ଏବଂ ସଂସ୍କାର (ଅଙ୍କୁର) ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିବର୍ତ୍ତନକାରୀ ପଦକ୍ଷେପର ଲକ୍ଷ୍ୟ ହେଉଛି ଓଡ଼ିଶାରେ ସହରାଞ୍ଚଳ ନବସୃଜନ, ସହଯୋଗ ଏବଂ ସୁଶାସନକୁ ପ୍ରୋତ୍ସାହିତ କରିବା ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ସ୍ଥାୟୀ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ ସହର ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଗୃହ ଏବଂ ନଗର ଉନ୍ନୟନ (ଏଚ ଆଣ୍ଡ ୟୁଡି) ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ […]

1 min read

ସୈନିକ ସ୍କୁଲ୍‌ ସ୍ଥାନାନ୍ତର ପ୍ରସଙ୍ଗ

ବାଲ୍‌ ସୈନିକ ପବ୍ଲିକ ସ୍କୁଲ। ଭୁବନେଶ୍ବର ସୈନିକ ସ୍କୁଲର ଏକ ଅଂଶ ଭାବେ ୮୦ ଦଶକରେ ପ୍ରତିଷ୍ଠା ହୋଇଥିବା ଏହି ସ୍କୁଲରେ ଏବେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରୁଛନ୍ତି। ରାଜଧାନୀର ସର୍ବପୁରାତନ ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବାଲ୍‌ ସୈନିକ ପବ୍ଲିକ ସ୍କୁଲ। ଭୁବନେଶ୍ବର ସୈନିକ ସ୍କୁଲର ଏକ ଅଂଶ ଭାବେ ୮୦ ଦଶକରେ ପ୍ରତିଷ୍ଠା ହୋଇଥିବା ଏହି ସ୍କୁଲରେ ଏବେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରୁଛନ୍ତି। ରାଜଧାନୀର ସର୍ବପୁରାତନ ଇଂରାଜୀ ମାଧ୍ୟମ ସ୍କୁଲ ଭାବେ […]

1 min read

କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍‌ରେ ‌ଯୌନ ନିର୍ଯାତନା ରୋକ

ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍‌ ନିରାପତ୍ତା ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍‌ ନିରାପତ୍ତା ପାଇଁ ବିଶ୍ୱବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ କରିବାକୁ ପଡ଼ିବ। […]

1 min read

ଘର ଘର ବୁଲି ସର୍ଭେ ହେବ: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ସରକାରୀ ଅଧିକାରୀ ଘର ଘର ବୁଲି ସର୍ଭେ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ଲାଭ ପାଇଁ ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଘୋଷଣା କରିଥିଲେ। କିନ୍ତୁ କେତେକ ହିତାଧିକାରୀ ଆବେଦନ କରିବାରେ ସମସ୍ୟାରେ ପଡ଼ିଥିବା ଖବର ଦୃଷ୍ଟିକୁ ଆସିଛି। ଏବେ ସରକାରୀ ଅଧିକାରୀମାନେ […]

1 min read

ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼

ରିପୋର୍ଟ ସାର୍ବଜନୀନ ହେବ ନାହିଁ: ସରକାରଙ୍କ ସତ୍ୟପାଠ ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼ ଆସିଛି । ରାଜ୍ୟ ସରକାର ଏନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି କଟକ ୦୫-୦୩-୨୦୨୫(ପିପିଏସ) : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼ ଆସିଛି । ରାଜ୍ୟ ସରକାର ଏନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି […]

1 min read

ତିନି ସହରରେ ପୌର ନିର୍ବାଚନ ହେବ: ନଗର ଉନ୍ନୟନ ମନ୍ତ୍ରୀ

ରାଜ୍ୟର ୩ ପ୍ରମୁଖ ସହରରେ ପୌର ନିର୍ବାଚନ ବନ୍ଦ ରହିଛି । ସମ୍ବଲପୁର ଆଉ ରାଉରକେଲାରେ ପୌର ନିର୍ବାଚନ ଗତ ୧୧ ବର୍ଷ ହେଲା ବନ୍ଦ ରହିଛି। ସେହିପରି, ପୁରୀରେ ଗତ ୬ ବର୍ଷ ହେଲା ପୌର ନିର୍ବାଚନ ବନ୍ଦ ରହିଛି ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ରାଜ୍ୟର ୩ ପ୍ରମୁଖ ସହରରେ ପୌର ନିର୍ବାଚନ ବନ୍ଦ ରହିଛି । ସମ୍ବଲପୁର ଆଉ ରାଉରକେଲାରେ ପୌର ନିର୍ବାଚନ ଗତ ୧୧ ବର୍ଷ ହେଲା ବନ୍ଦ ରହିଛି। ସେହିପରି, ପୁରୀରେ […]

1 min read

କୁଚିଣ୍ଡାରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା

ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର ପରିକ୍ରମା କରିଥିଲା କୁଚିଣ୍ଡା/ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର […]

1 min read

ସରକାରୀ ସ୍କୁଲ ରଙ୍ଗ ଗେରୁଆ ହେବ: ନିର୍ଦ୍ଦେଶ ଜାରି

ଓଡ଼ିଶାର ସରକାରୀ ସ୍କୁଲ କୋଠାଗୁଡ଼ିକୁ ନୂତନ ରଙ୍ଗ କୋଡ୍ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ଦିନ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓଏସଇପିଏ) ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସରକାରୀ ଚିଠି ପଠାଯାଇଛି ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଓଡ଼ିଶାର ସରକାରୀ ସ୍କୁଲ କୋଠାଗୁଡ଼ିକୁ ନୂତନ ରଙ୍ଗ କୋଡ୍ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ଦିନ ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓଏସଇପିଏ) ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସରକାରୀ […]