ଜୀବନଚର୍ଯ୍ୟା
ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି
ଦୋଷ ସ୍ବୀକାର କଲେ ବୋର୍ଡ ସଭାପତି ମାଟ୍ରିକ ପରୀକ୍ଷାରେ ଆଜି ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୫୦ ମାର୍କ ବଦଳରେ ୪୬ ମାର୍କର ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ‘ସି’ ସେଟରେ ୨ଟି ବର୍ଣ୍ଣନାତ୍ମକ ପ୍ରଶ୍ନରୁ ଗୋଟିଏ ରହିଛି। ଏହାକୁ ନେଇ ଛାତ୍ରଛାତ୍ରୀ ଓ ଅବିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମାଟ୍ରିକ ପରୀକ୍ଷାରେ ଆଜି ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ୫୦ ମାର୍କ ବଦଳରେ ୪୬ […]
ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ, ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, […]
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ | ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି […]
ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି ଭଙ୍ଗାରୁଜା, ଟଣାଓଟରା ହୋଇଥିଲା। ଭୁବନେଶ୍ୱର ୨୮-୦୨-୨୦୨୫ (ପିପିଏସ ) : ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା […]
ବାସୁଦେବପୁରରେ ସଶସ୍ତ୍ର ଡକାୟତି
ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ ବାସୁଦେବପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁଯାୟୀ, ନାୟକାଣିଡିହି ଗାଁରେ ରାତି ପ୍ରାୟ ୨ଟା […]
ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ସହ ଖସିପଡ଼ିଲେ ସେବାୟତ
ଗତକାଲି ମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଗତକାଲିମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ତୁରନ୍ତ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ […]
୩୦ ନୁହେଁ, ଏବେ ୩ଘଣ୍ଟାରେ କୋଲକାତାରୁ ଚେନ୍ନାଇ ଯାଇପାରିବେ ଯାତ୍ରୀ
କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି ଦୂରତା ଅତିକ୍ରମ କରିବା ପାଇଁ ଅତି କମରେ ୩୦ଘଣ୍ଟା ସମୟ ଲାଗେ। ଏବେ ତାହା ୩ଘଣ୍ଟା ମଧ୍ୟରେ ସମାପ୍ତ ହୋଇପାରିବ। ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି ଦୂରତା ଅତିକ୍ରମ କରିବା ପାଇଁ ଅତି କମରେ ୩୦ଘଣ୍ଟା ସମୟ ଲାଗେ। ଏବେ ତାହା କିଛି ଘଣ୍ଟା ମଧ୍ୟରେ ସମାପ୍ତ ହୋଇପାରିବ। ଆଜ୍ଞା ହଁ, ଆଇଆଇଟି ମାଡ୍ରାସରେ, ଷ୍ଟାର୍ଟଅପ୍ ୱାଟରଫ୍ଲାଏ ଟେକ୍ନୋଲୋଜିସ୍ […]
ଭୁବନେଶ୍ବରକୁ ଭୂମିକମ୍ପ ଭୟ
ଓଡ଼ିଶାର ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ଯେଉଁଥିରେ ଖୋର୍ଦ୍ଧା ସମେତ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ଭୂମିକମ୍ପ ପ୍ରବଣ ଜୋନ୍ରେ ସ୍ଥାନ ପାଇଛି। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଓଡ଼ିଶାର ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ଯେଉଁଥିରେ ଖୋର୍ଦ୍ଧା ସମେତ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ଭୂମିକମ୍ପ […]
ଧୀରେଧୀରେ ସବୁ ବନ୍ଦ କରିଦେଲେ କି?
କାଡାଭରିକ୍, ଲିଭର୍ ପ୍ରତିରୋପଣ ବନ୍ଦ କଟକ ୨୭-୦୨-୨୦୨୫(ପିପିଏସ) : କଟକ ବଡ଼ଡାକ୍ତରଖାନାରେ ବନ୍ଦ ହୋଇଗଲାଣି କି ବ୍ୟବସ୍ଥା? କାଡାଭରିକ୍ ପ୍ରତିରୋପଣ ବ୍ୟବସ୍ଥା ସାଢ଼େ ୩ମାସରୁ ଅଧିକ ସମୟ ହେଲା ହୋଇପାରିନି। ସେହିପରି ଲିଭର୍ ପ୍ରତିରୋପଣ ବ୍ୟବସ୍ଥା ବି ଏକପ୍ରକାର ଠପ୍। ହୃତ୍ପିଣ୍ଡ ପ୍ରତିରୋପଣ ବ୍ୟବସ୍ଥା ଆରମ୍ଭ ପାଇଁ ଚୁକ୍ତି ହୋଇଛି ସିନା, ତା’ ବି ଆଗେଇ ପାରୁନି। ଓଏସ୍ଏମ୍ସିଏଲ୍ ଉପକରଣ ବି ଦେଉନି। ତା’ ସାଙ୍ଗକୁ ପ୍ରାଶାସନିକ ଦ୍ବନ୍ଦ୍ବ ଓ ସ୍ଥାଣୁତା କାରଣରୁ ୫ମାସରୁ ଅଧିକ ସମୟ […]
୨୦୦ ଜମାକାରୀଙ୍କଠୁ ୫ କୋଟି ହଡ଼ପ
ମାଷ୍ଟର୍ମାଇଣ୍ଡକୁ ହାଇଦ୍ରାବାଦରୁ ଗିରଫ କଲା ଇଓଡବ୍ଲ୍ୟୁ ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଓଡ଼ିଶାର ୬ […]