1 min read

ତେଜିଲା ଭଦ୍ରକ ହିଂସା ରାଜନୀତି

ସାମ୍ପ୍ରଦାୟିକ ହିଂସାକୁ ନେଇ ତେଜିଲା ରାଜନୀତି । ଭଦ୍ରକ ଘଟଣାରେ ବିଜେଡିକୁ ବିଜେପିର କଡ଼ା ଟାର୍ଗେଟ୍ । ଭୁବନେଶ୍ୱର ୦୧-୧୦-୨୦୨୪ (ପିପିଏସ) : ସାଂପ୍ରଦାୟିକ ହିଂସାକୁ ନେଇ ପୁଣି ତେଜିଲା ରାଜନୀତି। ଭଦ୍ରକ ଘଟଣାକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି। ନୂଆ ସରକାରକୁ ଦୋଷ ଦେଲା ବିଜେଡି। ବିଜେପି କହିଲା- ଭଦ୍ରକ ହିଂସା ପଛରେ ବିଜେଡି ! ଭଦ୍ରକ ଘଟଣାକୁ ନେଇ ଗତକାଲି ବିଜେଡି ଅଭିଯୋଗ କରିଥିଲା,ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ […]

1 min read

କଳିଙ୍ଗ ଛକରେ ଗଳିପୋଲ ପାଇଁ ସ୍ଥିତି ପରଖିଲେ ସାଂସଦ

କଟକ-ଚୌଦ୍ୱାର,୦୧-୧୦-୨୦୨୪ (ପିପିଏସ) : ନିର୍ମାଣାଧୀନ ୫୫ ନମ୍ବର ଜାତୀୟ ରାଜପଥର କଳିଙ୍ଗଛକଠାରେ ରାଜପଥରେ ଏକ ଗଳିପୋଲ ନିର୍ମାଣ କରିବା ପାଇଁ କଳିଙ୍ଗ ବଜାର କମିଟି କଟକ ସାଂସଦ ଭତ୍ତୃହରି ମହତାବଙ୍କୁ ପୂର୍ବରୁ ଏକ ଲିଖିତ ଆବେଦନ କରିଥିଲେ ।ବ୍ୟସ୍ତ ବହୁଳ କଳିଙ୍ଗ ଛକରେ ଜାତୀୟ ରାଜପଥରରେ ଗଳିପୋଲି ନିର୍ମାଣ ସମ୍ପର୍କରେ ଅନୁଧ୍ୟନ ପାଇଁ ସାଂସଦ ଶ୍ରୀ ମହତାବ ସୋମବାର ଦିନ କଳିଙ୍ଗଛକରେ ପହଞ୍ଚିଥିଲେ । କଳିଙ୍ଗ ବଜାର କମିଟି ତରଫରୁ କିଶୋର କୁମାର ସାହୁ, ସୋରେନ୍ ବେହେରା, […]

1 min read

ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା

ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ କଟକ,୦୧-୧୦-୨୦୨୪ (ପିପିଏସ) : ବିଜୁ ଜନତା ଦଳ (ବିଜେଡି)ର ରାଉରକେଲା ବିଧାୟକ ସାରଦା ନାୟକଙ୍କ ନାଁରେ ଇଭିଏମ ଟାମ୍ପରିଂ ଅଭିଯୋଗ ମାମଲା ନେଇ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଜଷ୍ଟିସ ଶଶିକାନ୍ତ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାରେ ଉତ୍ତର ରଖିବାକୁ ସାରଦା ନାୟକଙ୍କୁ ନୋଟିସ୍‌ ଜାରି କରିଛନ୍ତି। ୧୯ ନଭେମ୍ବର ମାମଲାର ପରବର୍ତ୍ତୀ ଶୁଣାଣି ହେବ। ନିର୍ବାଚନରେ ମିଥ୍ୟା ସତ୍ୟପାଠ ଦାଖଲ ନେଇ ଅନ୍ୟ ଏକ ମାମଲାରେ […]

1 min read

ଭରତପୁର କାଣ୍ଡ:ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପରେ କମିଶନଙ୍କ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ୱାନ କରାଯିବ। ସତ୍ୟପାଠ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରାଯିବ। ଆସନ୍ତାକାଲିଠାରୁ […]

1 min read

 ବାପାଙ୍କ ଠାରୁ ଅଲଗା ହୋଇଥିବା ବ୍ୟକ୍ତିଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ବାପାଙ୍କଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ବ୍ୟକ୍ତିଙ୍କୁ ବି ମିଳିବ ଆବାସ ଯୋଜନାରେ ଘର | ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ପୂର୍ବ ସରକାରରେ ବଞ୍ଚିତ ହୋଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରି ୬ ମାସ ଭିତରେ କାର୍ଯ୍ୟାଦେଶ ଦେବେ ବିଜେପି ସରକାର । ପୂର୍ବ ବିଜେଡ଼ି ସରକାରକୁ କଡ଼ା ଟାର୍ଗେଟ କଲେ ପଞ୍ଚାୟତିରାଜ […]

1 min read

ସ୍ୱପ୍ନ ଫାଉଣ୍ଡେସନ୍ ଓ କମିଶନରେଟ ପୋଲିସ ପକ୍ଷରୁ ବିଶାଳ ରକ୍ତଦାନ ଶିବିର

ରକ୍ତଦାନ ପାଇଁ ଉତ୍ସାହିତ କଲେ ସୀନେଷ୍ଟାର କଟକ,୩୦-୦୯-୨୦୨୪ (ପିପିଏସ) : ରାଜ୍ୟରେ ଏବେ ରକ୍ତର ବହୁତ ଅଭାବ ଦେଖା ଦେଇଛି । ଯାହାଦ୍ୱାରା ବହୁତ ରୋଗୀ ଓ ଥାଲାସିମିଆ ରୋଗରେ ପୀଡିତ ଛୋଟ ଛୋଟ ଛୁଆମାନେ ରକ୍ତ ନପାଇ ଏମିତିକି ରୋଗୀଙ୍କ ପରିଜନ ରକ୍ତ ଭଣ୍ଡାର ଆଗରେ ଦୈନଦିନ ଘଂଟା ଘଂଟା ଧରି ଅପେକ୍ଷା କରିବା ସହ ରକ୍ତ ନିମନ୍ତେ ସମସ୍ତଙ୍କୁ ଗୁହାରି କରୁଥିବା ଦେଖାଯାଉଛି । ରକ୍ତ ଭଣ୍ଡାରରେ ରକ୍ତର ଅଭାବକୁ ଲକ୍ଷ୍ୟ ରଖ୍‌ କଟକର […]

1 min read

ଜିଲ୍ଲାପାଳ ଓ ଏସପି ଦ୍ଵିତୀୟ ସମ୍ମିଳନୀ

ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା ଆଗାମୀ ଦିନରେ ମୁଁ ଗର୍ବର ସହିତ କହିପାରିବି ଯେ, ଓଡ଼ିଶାର ପୁଲିସ ବିଭାଗ ଦିନ ରାତି ୨୪ ଘଣ୍ଟା ଡ୍ୟୁଟିରେ ରହିଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ଏହି  ସମ୍ମିଳନୀରେ ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ତାଗିଦ କରି […]

1 min read

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ୪ଟି ପ୍ରସ୍ତାବରେ ମୋହର ଲାଗିବାର ଆଶା ଥିବା କୁହାଯାଉଛି । ସାଧାରଣ ବଣ୍ଟନ ବ୍ୟବସ୍ଥା  ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି କୁହାଯାଉଛି। 

1 min read

ପୁଲିସଙ୍କ ଆଚରଣ-ଉଚ୍ଚାରଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ସପ୍ତାହକ ମଧ୍ୟରେ ମହିଳା ହିଂସା ତଥ୍ୟ ଲୋଡିଲେ ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା ଆଗାମୀ ଦିନରେ ମୁଁ ଗର୍ବର ସହିତ କହିପାରିବି ଯେ, ଓଡ଼ିଶାର ପୁଲିସ ବିଭାଗ ଦିନ ରାତି ୨୪ ଘଣ୍ଟା ଡ୍ୟୁଟିରେ ରହିଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ଏହି  ସମ୍ମିଳନୀରେ ଉପସ୍ଥିତ […]

1 min read

ଶ୍ରୀମନ୍ଦିର ରୋଷଘର ଘିଅ ସହ ଯାଞ୍ଚ ହେବ ଅବଢ଼ାର ମାନ

ସୁପକାର ସେବକଙ୍କ ମତ ଅମୁଣିଆ ଯାଞ୍ଚ ଠିକ୍ । ମହାପ୍ରସାଦ ମାନ ପରୀକ୍ଷଣକୁ ଦର୍ଶାଇଲେ ଶାସ୍ତ୍ର ବିରୋଧୀ । ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ଶ୍ରୀମନ୍ଦିରରେ ମହାପ୍ରସାଦର ହେବ ମାନ ଯାଞ୍ଚ । ରୋଷ ଘରକୁ ଯାଉଥିବା ସାମଗ୍ରୀ ହେଉ କି ସେଠୁ ବାହାରୁଥିବା ଅବଢ଼ା, ସବୁର ହେବ ମାନ ପରୀକ୍ଷଣ। ଆଜି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦେଇଛନ୍ତି ଏ ସୂଚନା। ମନ୍ତ୍ରୀ କହିଛନ୍ତି-ଜଗନ୍ନାଥ ମନ୍ଦିରରେ ମହାପ୍ରସାଦର ମାନ ଯାଞ୍ଚ ପାଇଁ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର। ଏଥିପାଇଁ […]