1 min read

ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ  ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହେବି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସେ ଆହୁରି କହିଛନ୍ତି, ଓଡ଼ିଶାରୁ ବହୁ ଲୋକ ଅଯୋଧ୍ୟା ଆସି ରାମଲାଲାଙ୍କ ଦର୍ଶନ କରୁଛନ୍ତି। ଏଣୁ ସେମାନଙ୍କ ରହିବା ଲାଗି ଓଡ଼ିଶା […]

1 min read

ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍

ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼ ଜିଲ୍ଲାରେ ବିଦ୍ୟୁତ ବିଭାଗର ଏକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସାମ୍ନାକୁ ଆସିଛି। ଏଠାରେ ବିଦ୍ୟୁତ୍ ବିଭାଗ ଏକ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ଏକ ବିଦ୍ୟୁତ୍ ବିଲ୍ ଦେଇଛି । ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି | ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ। […]

1 min read

ଭାରତ -ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍‌

କୋହଲିଙ୍କ ବିରାଟ ଶତକ ସହ ଭାରତର ମହାବିଜୟ ୨୦୧୭ ର ବଦଲା ନେଲା ରୋହିତ ବାହିନୀ ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି ଦୁବାଇ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର […]

1 min read

ମିସନ ଶକ୍ତି ଗୃହରେ ଲାଗିଲା ନିଆଁ, ଜଳିଗଲା ଆସବାବପତ୍ର

ବାଲେଶ୍ବର ଜିଲ୍ଲା ନୀଳଗିରିରେ ସନ୍ଧ୍ୟା ସମୟରେ ଅଦିନିଆ ବର୍ଷା ସାଙ୍ଗକୁ,ବଜ୍ରପାତ ହେବା କାରଣରୁ ଜାମୁଡିହା ଗ୍ରାମରେ ଥିବା ମିସନ ଶକ୍ତି ଗୃହରେ ଅଚାନକ ନିଆଁ ଲାଗିଯାଇଥିଲା। ନୀଳଗିରି/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ବାଲେଶ୍ବର ଜିଲ୍ଲା ନୀଳଗିରିରେ ସନ୍ଧ୍ୟା ସମୟରେ ଅଦିନିଆ ବର୍ଷା ସାଙ୍ଗକୁ ବଜ୍ରପାତ ହେବା କାରଣରୁ ଜାମୁଡ଼ିହା ଗ୍ରାମରେ ଥିବା ମିସନ ଶକ୍ତି ଗୃହରେ ଅଚାନକ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ମିସନ ଶକ୍ତି ଗୃହରୁ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବିଭାଗକୁ ଅବଗତ କରିଥିଲେ। […]

1 min read

ଆଫ୍ରିକାରେ ଚମକିଲେ ଓଡ଼ିଆ ପୁଅ

 ହାଫ୍‌ ମାରାଥନ୍‌ ଦେଲା ସଫଳତା, ଉଡ଼ାଇଲେ ତ୍ରିରଙ୍ଗା ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍‌ ମ୍ୟାନ୍‌ ଭାବେ ଜଣାଶୁଣା ଶ୍ରୀ ରଥ ଆଫ୍ରିକାର କିଲିମାନଜାରୋ ଆନ୍ତର୍ଜାତୀୟ ମାରାଥନରେ ହାଫ୍‌ ମାରାଥନ୍‌ରେ ସଫଳତା ହାସଲ କରିଛନ୍ତି। ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଓଡ଼ିଆ ପୁଅ ସୌଭାଗ୍ୟ କୁମାର ରଥ ପୁଣି ଏକ ସ୍ମୁତି ସାଉଟିବା ସହିତ ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ଆଇରନ୍‌ ମ୍ୟାନ୍‌ ଭାବେ ଜଣାଶୁଣା […]

1 min read

ଆଧ୍ୟାତ୍ମିକତା ଦ୍ବାରା ଶାନ୍ତି ଓ ସମୃଦ୍ଧି ସମ୍ଭବ: ମୁଖ୍ୟମନ୍ତ୍ରୀ

ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ। ଭବିଷ୍ୟତ ପିଢ଼ିର ସୁଖ, ସମୃଦ୍ଧିକୁ ସଂରକ୍ଷଣ କରିବାର ପ୍ରଜ୍ଞାକୁ ପ୍ରଜ୍ଜ୍ୱଳିତ କରିଥାଏ। ପରିବେଶ ପ୍ରତି ସମ୍ବେଦନଶୀଳ ଏବଂ ଜୀବଜନ୍ତୁଙ୍କ ପ୍ରତି ଦୟାଭାବ ଜାଗ୍ରତ କରାଏ। କେନ୍ଦୁଝର/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ। ଭବିଷ୍ୟତ ପିଢ଼ିର ସୁଖ, ସମୃଦ୍ଧିକୁ ସଂରକ୍ଷଣ କରିବାର ପ୍ରଜ୍ଞାକୁ ପ୍ରଜ୍ଜ୍ୱଳିତ କରିଥାଏ। ପରିବେଶ ପ୍ରତି ସମ୍ବେଦନଶୀଳ ଏବଂ ଜୀବଜନ୍ତୁଙ୍କ ପ୍ରତି ଦୟାଭାବ ଜାଗ୍ରତ କରାଏ। ଏହାଦ୍ବାରା […]

1 min read

ପୁଷ୍ଟିକର ଆହାର ହିଁ ଯକ୍ଷ୍ମା ବିରୋଧରେ ସବୁଠାରୁ ମଜବୁତ୍ ଅସ୍ତ୍ର ଅଟେ: ଧର୍ମେନ୍ଦ୍ର

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜନଭାଗିଦାରୀରେ ହିଁ ଜିଲ୍ଲାରୁ ଟିବି ମୁକ୍ତ ଲକ୍ଷ୍ୟ ସାଧିତ ହୋଇପାରିବ। ଅନୁଗୁଳ ଠାରେ ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ “ନିକ୍ଷୟ ମିତ୍ର” କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ସେ ଏହା କହିଛନ୍ତି। ଅନୁଗୁଳ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଅନୁଗୁଳ ଜିଲ୍ଲାରୁ ୨୦୨୫ ଡିସେମ୍ବର ସୁଦ୍ଧା କ୍ଷକ୍ଷ୍ମା ରୋଗ ମୁକ୍ତ କରିବା ପାଇଁ ହେଲେ ଆମକୁ ଟିବି ମୁକ୍ତ ଭାରତ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ହେବ। […]

1 min read

ଆରମ୍ଭ ହେଲା ‘ସୁଭଦ୍ରା ଶକ୍ତି ମେଳା’: ‘ସୁଭଦ୍ରା’ମାନେ ହେବେ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ

ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ ମହିଳା କିଭଳି ଦକ୍ଷ ଉଦ୍ୟୋଗୀ ହୋଇ ଆର୍ଥିକ ସ୍ୱତନ୍ତ୍ରତା ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ସୁଭଦ୍ରା ମା’ମାନଙ୍କ ଅନ୍ତର୍ନିହିତ ଶକ୍ତିର ଜାଗରଣ ପାଇଁ ‘ସୁଭଦ୍ରା ଶକ୍ତି ମେଳା’ ଆୟୋଜିତ ହୋଇଛି। ଓଡ଼ିଶାର ମା’, ଭଉଣୀ ଏବଂ ଝିଅମାନଙ୍କର ପ୍ରତିଭା, ଦକ୍ଷତା ଓ ଉଦ୍ୟମର ନିଦର୍ଶନ। ପ୍ରତ୍ୟେକ […]

1 min read

ଉପରେ ମାଛ ତଳେ କଇଁଛ

ଆନ୍ଧ୍ରରୁ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କଇଁଛ; ଜଙ୍କିଆରେ ଧରିଲା ବନ ବିଭାଗ ଜଂକିଆ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପଶ୍ଚିମବଙ୍ଗକୁ ଅଭିନବ ଉପାୟରେ କଇଁଛ ଚୋରାଚାଲାଣ ବିଫଳ ହୋଇଛି। ଲକ୍ଷ୍ୟସ୍ଥଳରେ କଇଁଛ ପହଞ୍ଚିବା ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ଜଂକିଆରେ ଧରାପଡ଼ିଛି। ଆୟକର ବିଭାଗ ଓ ବନ ବିଭାଗର ଚଢ଼ାଉ ବେଳେ ମାଛ ଓ କଇଁଛ ଜବତ ହୋଇଛି। ଚାଲାଣକାରୀମାନେ ବୁଦ୍ଧି ଲଗାଇ ଗାଡ଼ିର ତଳେ କଇଁଛ ରଖି ଉପରେ ମାଛ ରଖିଥିଲେ। ଦୈନଦିନ ୧୬ନଂ ଜାତୀୟ […]

1 min read

ଓସିଏ ସଭାପତି ହେଲେ ପଙ୍କଜ ଲୋଚନ

‘ବାରବାଟୀ ଷ୍ଟାଡିୟମ୍‌ର ଉନ୍ନତି ପାଇଁ ସରକାରଙ୍କ ସହଯୋଗରେ କାମ କରାଯିବ’ ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ର ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିବାରୁ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି। ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ର ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ଦାୟିତ୍ବ ଗ୍ରହଣ କରିଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିବାରୁ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି। ଏହି ଅବସରରେ ସେ […]