1 min read

ପରାଜୟକୁ ଗ୍ରହଣ କରିପାରୁନାହାନ୍ତି ପ୍ରାର୍ଥୀ; ହାଇକୋର୍ଟରେ ୩୦ଟି ମିଥ୍ୟା ସତ୍ୟପାଠ ମାମଲା 

କଟକ/୧୩-୦୯-୨୦୨୪ (ପିପିଏସ) : ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଆସିବାକୁ ୩ ମାସ ବିତିଲାଣି। ହେଲେ ଏବେ ଯାଏଁ ପରାଜୟକୁ ସହଜରେ ଗ୍ରହଣ କରିପାରୁନାହାଁନ୍ତି ଅଧିକାଂଶ ପ୍ରାର୍ଥୀ। ଯେଉଁଥିପାଇଁ ଏଥର ହାଇକୋର୍ଟରେ ଦାଖଲ ହୋଇଛି ସର୍ବାଧିକ ମିଥ୍ୟା ସତ୍ୟପାଠ ମାମଲା। କିଏ ଭୁଲ ତଥ୍ୟ ପାଇଁ ତ ଆଉ କିଏ ବିଜୟୀ ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ଓ ଜାତିଗତ ପ୍ରମାଣପତ୍ରକୁ ନେଇ ମାମଲା ଦାୟର କରିଛନ୍ତି। ତଥ୍ୟ ଅନୁଯାୟୀ, ୨୦୧୯ ମସିହା ନିର୍ବାଚନରେ ୧୦ରୁ ୧୫ଟି ମିଥ୍ୟା […]

1 min read

ବିପଜ୍ଜନକ  ଅବସ୍ଥାରେ ସ୍ମାର୍ଟ ସିଟି ରାସ୍ତାଘାଟ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ସ୍ଥିତି ସାଂଘାତିକ ।  ଯୁଆଡ଼େ ଯିବ, ସିଆଡ଼େ ଖାଲଖମା । ରାସ୍ତାରୁ ପିଚୁ ଉଠିଗଲାଣି । ଗୋଡ଼ି ବିଛାଇ ହୋଇ ପଡ଼ିଛି।  କେଉଁଠି କାଦୁଅ, ଆଉ କେଉଁଠି ପାଣି । ଟିକିଏ ନଜର  ହଟିଲେ, ଦୁର୍ଘଟଣା ହେବା ଥୟ । କେତେବେଳେ  ଯେ ଏ ରାସ୍ତା ମାରିଦେବ, କହି ହେବନି । ସ୍ମାର୍ଟ ସିଟି  ଭୁବନେଶ୍ୱରର ରାସ୍ତାଘାଟ ଅବସ୍ଥା ଏମିତି ବିପଜ୍ଜନକ ଅବସ୍ଥାରେ ରହିଛି । ଭୁବନେଶ୍ୱରର ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ,  […]

1 min read

ଅବକାରୀ ନୀତିରେ ପରିବର୍ତ୍ତନ : ପୁରୀ ବେଳାଭୂମିରେ ଖୋଲିବନି ମଦଦୋକାନ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ଅବକାରୀ ନୀତିରେ ଏଭଳି ପରିବର୍ତ୍ତନ କରାଯାଇଥିବା କୁହାଯାଉଛି। ତେଣେ ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ବି ଆଉ ଖୋଲିବନି ମଦ ଦୋକାନ। ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର […]

1 min read

‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

ନୂଆଦିଲ୍ଲୀ/ଭୁବନେଶ୍ବର,୧୨-୦୯-୨୦୨୪ (ପିପିଏସ) : ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି । ରାଜ୍ୟର ବିଭିନ୍ନ ବାୟୋ ଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି। ବାୟୋ ଟେକ୍ନୋଲୋଜି କ୍ଷେତ୍ର ପାଇଁ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି। ଘଞ୍ଚ ଜଙ୍ଗଲ, ବିଭିନ୍ନ ଔଷଧୀୟ ବୃକ୍ଷରେ ଭରପୂର ପର୍ବତ, ହେନ୍ତାଳ ବଣ, ଚିଲିକା ହ୍ରଦ, ସୁଦୀର୍ଘ ବେଳାଭୂମି ଭଳି ପ୍ରାକୃତିକ ସମ୍ପଦ ରହିଛି। ଏହାକୁ ଆଧାରକରି ଆଗାମୀ […]

1 min read

ଓଡ଼ିଶାରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ରାଜ୍ୟ ସରକାର ନୂଆ ନିୟମ ଆଣିଛନ୍ତି। ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍ ଆସିଛି। ଏଥିରେ ସ୍ବତନ୍ତ୍ର ନିୟମାବଳୀ ରହିଛି। ଉଚ୍ଚସ୍ତରୀୟ କମିଟି ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ। ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ। ବିସ୍ତୃତ ଗାଇଡଲାଇନ ଜାରି ହୋଇଛି। ମୁଖ୍ୟ ସଚିବ […]

1 min read

ସୁଭଦ୍ରା ସଚେତନ ରଥକୁ ଶୁଭାରମ୍ଭ କଲେ ବିଧାୟକ

ଢେଙ୍କାନାଳ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଗାଁ ଗାଁ ରେ ସୁଭଦ୍ରା ଯୋଜନାକୁ ନେଇ ସଚେତନତା ଓ ସୁଭଦ୍ରା ଯୋଜନାରେ ଅଧିକ ତଥ୍ୟ ଲୋକମାନେ ଜାଣିବା ଲକ୍ଷ୍ୟ ନେଇ ସୁଭଦ୍ରା ରଥ କୁ ଶୁଭାରମ୍ଭ କଲେ ବିଧାୟକ l ଗୁରୁବାର ଅପରାହ୍ନରେ ପର୍ଜଙ୍ଗ ନିର୍ବାଚନ ମଣ୍ଡଳୀର କଙ୍କଡ଼ାହାଡ଼ ବ୍ଲକ କାର୍ଯ୍ୟାଳୟ ପରିସରରେ ବିଧାୟକ ବିଭୁତି ଭୂଷଣ ପ୍ରଧାନ ରଥକୁ ପୂଜାର୍ଚ୍ଚନା କରିବା ପରେ ଲାଲ ରଙ୍ଗ ପତାକା ଦେଖାଇ ଉଦଘାଟନ କରିଥଲେ l ଏହି ଅବସରରେ ବ୍ଲକ ଅଧ୍ୟାକ୍ଷା ଚାରୁଲତା […]

1 min read

ମୋହନ ସରକାର କଲେ ବଡ଼ ଘୋଷଣା : ଗୋପାଳପୁର ବନ୍ଦରର ମାଲିକ ହେଲା ଆଦାନୀ ଗୃପ

ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଶେଷ ହୋଇଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସୂଚନା ଅନୁଯାୟୀ, ଲୋକସେବା ଭବନରେ ବସିଥିବା ଏହି ବୈଠକରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି । ନିଷ୍ପତ୍ତି ଅନୁଯାୟୀ, ଗୋପାଳପୁର ବନ୍ଦରର ୯୫% ଅଂଶଧନ ଆଦାନୀ ଗ୍ରୁପ୍‌ ପାଖକୁ ଯାଇଛି। ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ ହାତରେ ଆଉ […]

1 min read

ପରଲୋକରେ ସିପିଆଇଏମ ନେତା ସୀତାରାମ ୟେଚୁରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦିଲ୍ଲୀ ଏମ୍ସର ICU ରେ ସୀତାରାମ ୟେଚୁରୀ ଆଡମିଶନ ହୋଇଥିଲେ। ଫୁସ୍‌ଫୁସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇ ୟେଚୁରୀ ଏମ୍ସର ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ ଯୋଗୁ ତାଙ୍କୁ ଏମ୍ସର ସ୍ୱତନ୍ତ୍ର ୱାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର […]

1 min read

ଅମିତ ଶାହା ହେଲେ ସଂସଦୀୟ ସରକାରୀ ଭାଷା କମିଟି ଅଧ୍ୟକ୍ଷ : ଶୁଭେଚ୍ଛା ଜଣାଇଲେ ସାଂସଦ ଭର୍ତ୍ତୃହରି ମହତାବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧-୦୯-୨୦୨୪ (ପିପିଏସ) : କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ସର୍ବସମ୍ମତି କ୍ରମେ ସଂସଦୀୟ ସରକାରୀ ଭାଷା କମିଟିର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ନୂତନ ସରକାର ଗଠନ ପରେ ଆଜି ନୂଆଦିଲ୍ଲୀରେ ସରକାରୀ ଭାଷା ଉପରେ ସଂସଦୀୟ କମିଟି ଗଠନ ପାଇଁ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଶ୍ରୀ ଅମିତ ଶାହା କମିଟିର ସଭାପତି ଭାବରେ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଥିଲେ। ଏହି ଅବସରରେ କଟକ ସାଂସଦ ଭର୍ତ୍ତୃହରି ମହତାବ […]

1 min read

୧୫ରୁ ଓଡ଼ିଶାକୁ ଆଉ ୩ଟି ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିପାଇଁ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ […]