1 min read

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା

 ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ  ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ୍ ବିଭାଗ ମନ୍ତ୍ରୀ ହରଦୀପ ସିଂପୁରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାଛଡ଼ା ଇଣ୍ଡିଆନ୍ ଅଏଲ୍ କୁ ବି ଧନ୍ୟବାଦ ଦେଇଛନ୍ତି […]

1 min read

ହଜ ପାଇଁ ୫ କୋଟି ଚଳୁ

ତଦନ୍ତ ଦାବି କଲେ ସ୍ଥାନୀୟ ବାସୀନ୍ଦା ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ୫ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ ହେଲା। ତଥାପି ସରିଲାନି କପିଳପ୍ରସାଦ ସୁନ୍ଦରପଦା ହଜ ପୁନରୁଦ୍ଧାର କାମ। ଠିକାଦାର-ଯନ୍ତ୍ରୀ ସିନା ମାଲାମାଲ୍‌ ହେଲେ, କିନ୍ତୁ ସାଧାରଣ ଲୋକ ଏହାର କାଣିଚାଏ ବି ସୁବିଧା ପାଇଲେ ନାହିଁ। ରକ୍ଷଣାବେକ୍ଷଣ ନହେବାରୁ ଯେଉଁ କିଛି କାମ ହୋଇଥିଲା ତାହା ଏବେ ମାଟିରେ ମିଶିବାକୁ ବସିଲାଣି। ୨୦୧୭ ମସିହାରେ ଓଡ଼ିଶା ସହରାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠି (ଓୟୁଆଇଡିଏଫ୍‌)ରୁ ୧୬.୮୧ […]

1 min read

ବିନା ଅନୁମତିରେ ଜିରୋ ନାଇଟ ମନା

ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିସରି ଆସୁଛି। ବର୍ଷ ‌ଶେଷ ହେଉଥିବାରୁ ଯୁବପିଢ଼ି ଏକ ପ୍ରକାର ଉତ୍ସାହିତ ଲୟରେ ଦେଖାଯାଉଛନ୍ତି। ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଭିଡ଼ ଦେଖିବାକୁ ମିଳୁଛି। ବର୍ଷର ଅନ୍ତିମ ସପ୍ତାହରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଅଧିକ ଭିଡ଼ ରହିପାରେ। ମନ୍ଦିର, ପାହାଡ଼ ନିକଟରେ ଥିବା ଜଳପ୍ରପାତ, ବେଳାଭୂମି ନିକଟ ଝାଉଁବଣ, ନଦୀ-ନାଳକୂଳରେ ଭୋଜିର ଆସର ଅଧିକ ଜମିବ। ସବୁଠାରୁ ବର୍ଷର ଶେଷ ରାତିରେ ଓ ନୂଆବର୍ଷର ପ୍ରଥମ ରାତିରେ ଜୋରଦାର ଉତ୍ସବ ପାଳନ ହେବ। ଜିରୋ ନାଇଟ୍‌ […]

1 min read

‘ବଣ୍ଡାଘାଟିରେ ସୁଭଦ୍ରା ପାଇଁ ଚିନ୍ତା’

ମାଲକାନଗିରି/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଦିନ ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକର ମୁଦୁଲିପଡ଼ା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଛନ୍ତି। ଦୈନିକ ‘ସମ୍ବାଦ’ରେ ବଣ୍ଡାଘାଟିରେ ‘ସୁଭଦ୍ରା ଯୋଜନା ଅପହଞ୍ଚ’ ନେଇ ଖବର ପ୍ରକାଶନ ପରେ ଉପମୁଖ୍ୟମନ୍ତ୍ରୀ ନିଜେ ବଣ୍ଡାଘାଟି ଆସି ଏହାର ସମାଧାନ କରିବେ ବୋଲି କହିଥିଲେ। ମଧ୍ୟାହ୍ନରେ ରୁଦ୍ଧଦ୍ବାର ବୈଠକରେ ଅନୁଷ୍ଠିତ ହୋଇଥିବା ସମୀକ୍ଷା ବୈଠକରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ମାଲକାନାଗିରି ବିଧାୟକ […]

1 min read

ବିଲ୍ କରାଇ ଦେବାକୁ କହି ୫ ହଜାର ଲାଞ୍ଚ ନେଉଥିଲେ, ଧରିପକାଇଲା ଭିଜିଲାନ୍ସ

ବୌଦ୍ଧ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ସ୍ଥାନୀୟ ସହକାରୀ ନିର୍ଦ୍ଦେଶକ ବୟନ ଶିଳ୍ପ କାର୍ଯ୍ୟାଳୟର ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ସୂଚନା ଅନୁସାରେ ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ ଲାଗି ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ। ଏନେଇ ବ୍ୟକ୍ତି […]

1 min read

ଉପମୁଖ୍ୟମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ବିକଶିତ ହୋଇ ହସିବ ବଣ୍ଡାଘାଟି ସରକାରୀ ଯୋଜନାରୁ ବଣ୍ଡା ଜନଜାତିର ଲୋକେ ବଞ୍ଚିତ ହେବେ ନାହିଁ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ବଣ୍ଡାଘାଟିକୁ ଗସ୍ତ କରିବା ଅବସରରେ ଏହି ପ୍ରତିଶ୍ରୁତି ଦେଇଛନ୍ତି। ମାଲକାନଗିରି/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର ମାଲକାନଗିରି ଜିଲ୍ଲାର ବଣ୍ଡାଘାଟିକୁ ବିକଶିତ କରିବେ। ଏଠାରେ ବସବାସ କରୁଥିବା ଆଦିମ ଜନଜାତିଙ୍କୁ ମୌଳିକ ସୁବିଧା ମିଳିବ। ସରକାରୀ ଯୋଜନାରୁ ବଣ୍ଡା ଜନଜାତିର ଲୋକେ ବଞ୍ଚିତ ହେବେ ନାହିଁ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ବଣ୍ଡାଘାଟିକୁ […]

1 min read

ଭାରତ ସରକାରଙ୍କ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଡକ୍ଟର ଆନନ୍ଦ ନାଗେଶ୍ବରନ୍ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ଯକ୍ଷତାରେ ଗଠିତ ସଂସଦୀୟ ଅର୍ଥ କମିଟି ନିକଟରେ ମତାମତ ଉପସ୍ଥାପନ କରୁଛନ୍ତି

1 min read

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି । ରାଜ୍ୟରେ ନୂତନ ବିମାନବନ୍ଦର ନିର୍ମାଣ, ନୂତନ ଟର୍ମିନାଲ ନିର୍ମାଣ, ବିମାନବନ୍ଦର ସମ୍ପ୍ରସାରଣ ଓ ସଂଯୋଗୀକରଣ, ଯାତ୍ରୀ ସୁବିଧା ଏବଂ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଏହି ପ୍ରତିନିଧୂମଣ୍ଡଳୀଙ୍କ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। […]

1 min read

‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା: ଗଠନ ହେବ ରାଜ୍ୟ, ଜିଲ୍ଲାସ୍ତରୀୟ କମିଟି

ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ବଦଲାଇ ‘ପଞ୍ଚସଖା ଶିକ୍ଷା ସେତୁ ସଂଗଠନ’ ନାମରେ ନାମିତ କରାଯାଇଛି। ‘ମୋ ସ୍କୁଲ ଅଭିଯାନ’ ପରିଚାଳନା ସଂଗଠନର ସମସ୍ତ ଅଧିକାର ଏବଂ ପାଣ୍ଠି ଓ କର୍ମଚାରୀଙ୍କୁ ପଞ୍ଚସଖା ଶିକ୍ଷା ସେତୁ ସଂଗଠନକୁ ଆଇନ ଗତ ଭାବେ ହସ୍ତାନ୍ତର କରାଯିବ। ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ରାଜ୍ୟରେ ‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା ଲାଗୁ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଏନେଇ ବିଜ୍ଞପତି ଜାରି ହୋଇଛି। ମୋ ସ୍କୁଲ […]

1 min read

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି

ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ। କୃଷ୍ଣପ୍ରସାଦ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ ଘଟଣା ଲୋକେ ଭୁଲି ନଥିବା ବେଳେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳରୁ ସାମ୍ନାକୁ ଆସିଛି ସେଭଳି ଏକ ଅଭାବନୀୟ ଘଟଣା।  ଏଠାରେ ଜଣେ ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ […]