1 min read

ଜୀବନ ନେଉଛି ଗଳାବାଟ: ପଳାସୁଣି ଛକରେ ବିପଜ୍ଜନକଭାବେ ରାସ୍ତା ପାର

ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍‌ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍‌ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। […]

1 min read

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍‌ସି ଘେରିଲା ଛାତ୍ର କଂଗ୍ରେସ

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍‌ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍‌ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର […]

1 min read

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି (ବୁଧବାର) ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। […]

1 min read

ପୋଷାକ ପାଇଁ ମିଳିବ ୧୦ ହଜାର: ମୁଖ୍ୟମନ୍ତ୍ରୀ

ହାବିଲଦାର, କନେଷ୍ଟବଳ ଓ ସିପାହିମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ। ହାବିଲଦାର ଓ କନେଷ୍ଟବଳମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ। କଟକ,୧୭-୧୨-୨୦୨୪ (ପିପିଏସ ) : ମହାନଦୀବିହାର: ହାବିଲଦାର, କନେଷ୍ଟବଳ ଓ ସିପାହିମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ। ହାବିଲଦାର ଓ କନେଷ୍ଟବଳମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ମାତ୍ର […]

1 min read

ପିଏମ୍‌ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି

କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ଆଶ୍ବସ୍ତି ମିଳିଛି। ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହୋଇ ନଥିବା ପ୍ରସଂଗକୁ ବିଚାରକୁ ନେଇ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବା ପାଇଁ […]

1 min read

କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ

ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍‌ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି। ବାରିପଦା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା […]

1 min read

ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ

ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍‌ସନ୍‌ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ। ନବରଙ୍ଗପୁର/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍‌ସନ୍‌ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ […]

1 min read

ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ

କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଅଭିଯୋଗ ଶୁଣି […]

1 min read

ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ବିଧାନସଭାର ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି ପୁସ୍ତକକୁ […]

1 min read

କଡା ଆକ୍ସନ ନେଲେ ମୋହନ ସରକାର

ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ […]