1 min read

ଯଦି ଖଡଗେ ଚାହୁଁଛନ୍ତି, ମୁଁ ଇସ୍ତଫା ଦେବି: ଶାହ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଯଦି ଖଡଗେ ଚାହୁଁଛନ୍ତି, ତେବେ ମୁଁ ଇସ୍ତଫା ଦେବି। ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ଵରାଷ୍ଟ ମନ୍ତ୍ରୀ ଅମିତ ଶାହ। ଡ. ବି.ଆର. ଆମ୍ବେଦକରଙ୍କ ସମ୍ପର୍କରେ ଶାହ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କର ବହିଷ୍କାର ଦାବି କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯଦି ପ୍ରକୃତରେ ଆମ୍ବେଦକରଙ୍କୁ ସମ୍ମାନ କରୁଥିବେ, ତେବେ ସେ ଶାହଙ୍କୁ ବୁଧବାର ମଧ୍ୟରାତ୍ରି ସୁଦ୍ଧା ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବା ଉଚିତ ବୋଲି ଖଡଗେ […]

1 min read

ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍‌ଯାପିତ

‘ଜଗତୀକରଣ ସାରସ୍ବତ ଜଗତକୁ ଛୋଟ କରିପାରିବ ନାହିଁ’ ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି। ହେଲେ ବହି ବିପଦରେ ପଡ଼ିନାହିଁ। ଡିଜିଟାଲ ଦୁନିଆ କେବେ ବି ବହିର ସ୍ଥାନ ନେଇ ପାରିବ ନାହିଁ। ବଜାରବାଦ ବିଶ୍ବକୁ ଛୋଟ କରି ଦେଇ ପାରେ ଭୁବନେଶ୍ୱର: ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି। ହେଲେ ବହି ବିପଦରେ ପଡ଼ିନାହିଁ। ଡିଜିଟାଲ ଦୁନିଆ କେବେ ବି ବହିର ସ୍ଥାନ ନେଇ ପାରିବ ନାହିଁ। ବଜାରବାଦ ବିଶ୍ବକୁ ଛୋଟ କରି ଦେଇ ପାରେ, […]

1 min read

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି।  ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ସମ୍ବଲପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ […]

1 min read

ସା‌ନ୍ତାଳୀ ଭାଷାରେ ଶିକ୍ଷାଦାନ ପାଇଁ ସରକାର ଚିନ୍ତା କରୁଛନ୍ତି: ମୁଖ୍ୟମନ୍ତ୍ରୀ

ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନଚରଣ […]

1 min read

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା […]

1 min read

ଦୁଇମାସରେ ସରିବ ଆବାସ ସର୍ଭେ କାମ

ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥି‌ଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ ତଥା ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ। ବିଜେଡିର ସଚିବାଳୟ ଘେରାଉ ପ୍ରସଙ୍ଗରେ ଏଭଳି କଡ଼ା ଟିପ୍ପଣୀ ଦେଇ ମନ୍ତ୍ରୀ ରବିନାରାୟଣ ନାୟକ କହିଛନ୍ତି, ବିଜେଡି କ’ଣ କରିଛି, ତାହା ଓଡ଼ିଶାବାସୀ ଜାଣିଛନ୍ତି। କେବଳ […]

1 min read

ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ

‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ। ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ପ୍ରାଶାସନିକ ଅଧିକାରୀ ତଥା ଓଡ଼ିଶା ସରକାରଙ୍କର […]

1 min read

ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ

ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି ମୁମ୍ବାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ […]

1 min read

ଜୀବନ ନେଉଛି ଗଳାବାଟ: ପଳାସୁଣି ଛକରେ ବିପଜ୍ଜନକଭାବେ ରାସ୍ତା ପାର

ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍‌ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ପଳାସୁଣି ଛକରେ ଯମ ଯେମିତି ଜଗି ବସିଛନ୍ତି! ନିୟମିତ ବ୍ୟବଧାନରେ ଏଠାରେ ଦୁର୍ଘଟଣା ଘଟୁଛି। ରାସ୍ତା ପାର୍‌ ହେବା ବେଳେ ଗାଡ଼ି ଚକା ତଳେ କାହା ମୁଣ୍ଡ ଗଡ଼ୁଛି ତ କିଏ ପଙ୍ଗୁ ହୋଇଯାଉଛି। […]

1 min read

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍‌ସି ଘେରିଲା ଛାତ୍ର କଂଗ୍ରେସ

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍‌ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍‌ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର […]