ପ୍ରମୁଖ ଖବର
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି (ବୁଧବାର) ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। […]
ପିଏମ୍ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି
କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ଆଶ୍ବସ୍ତି ମିଳିଛି। ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହୋଇ ନଥିବା ପ୍ରସଂଗକୁ ବିଚାରକୁ ନେଇ ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବା ପାଇଁ […]
କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ
ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି। ବାରିପଦା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା […]
ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍ସନ୍ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ। ନବରଙ୍ଗପୁର/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍ସନ୍ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ […]
ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ
କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର ଅଭିଯୋଗ ଶୁଣି […]
ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ବିଧାନସଭାର ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି ପୁସ୍ତକକୁ […]
କଡା ଆକ୍ସନ ନେଲେ ମୋହନ ସରକାର
ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ ପାହ୍ୟା ବଜାୟ ରହିବ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ […]
୫ଦିନ ଯାଏଁ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା: ପାଣିପାଗ ବିଭାଗ
ଆଜିଠାରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଉପକୁଳ ଓଡ଼ିଶାରେ ବର୍ଷା ହୋଇପାରେ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଜିଠାରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୧୭ ଓ ୧୮ […]
ଭୟଙ୍କର ଦୁର୍ଘଟଣା: ଲୁହା ଆଙ୍ଗଲରେ ପିଟିହେଇ ୨ଖଣ୍ଡ ହୋଇଗଲେ ଯୁବକ
ଗମନାଗମନ ନିୟମକୁ ଅଣଦେଖା କରାଯିବା ଦ୍ବାରା ଦୁଃଖ ଓ ଶୋକ ମାଡ଼ିଆସିବାର ସମ୍ଭାବନ ଥାଏ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଆଜି ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି, ଯାହାକି ଛାତି ଥରାଇ ଦେବ। ରାଉରକେଲା/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଦ୍ରୁତଗତି ମହାବିପତ୍ତି। ସଡ଼କପଥରେ ଯିବା ବେଳେ ସତର୍କତାମୂଳକ ପଦକ୍ଷେପ ନିଆଯିବା ଦ୍ବାରା ଧନ-ଜୀବନ ସୁରକ୍ଷିତ ହୋଇଥାଏ। ପରିବାରକୁ ମଧ୍ୟ କଷ୍ଟ ହୋଇ ନଥାଏ। ଅପରପକ୍ଷେ, ଗମନାଗମନ ନିୟମକୁ ଅଣଦେଖା କରାଯିବା ଦ୍ବାରା ଦୁଃଖ ଓ […]
ବର୍ତ୍ତି ପାରିବେନି ଆପାର୍ଟମେଂଟ୍ ଲୁଟେରା; ଛଦ୍ମବେଶରେ ଅଛି ଅପରେସନ ‘ଅଦୃଶ୍ୟ‘
ଭୁବନେଶ୍ବରରେ ଆପାର୍ଟମେଣ୍ଟରୁ ଚୋରି, ଡକାୟତି, ରାହାଜାନୀ ଆଦି ଅପରାଧିକ ଘଟଣା ବୃଦ୍ଧି ପାଇଥିବା ବେଳେ ଅପରାଧ ସଂପର୍କିତ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିମାନଙ୍କୁ କାବୁ କରିବା ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର ଟିମ୍ ଗଠନ କରିଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଆପାର୍ଟମେଣ୍ଟରୁ ଚୋରି, ଡକାୟତି, ରାହାଜାନୀ ଆଦି ଅପରାଧିକ ଘଟଣା ବୃଦ୍ଧି ପାଇଥିବା ବେଳେ ଅପରାଧ ସଂପର୍କିତ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତିମାନଙ୍କୁ କାବୁ କରିବା ପାଇଁ କମିସନରେଟ ପୁଲିସ ସ୍ବତନ୍ତ୍ର […]