1 min read

ଚିଲିକାକୁ ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟମାନଙ୍କରେ ଦେଖାଯାଇଥାନ୍ତି। ଏହି ଜଳାଶୟକୁ ୨୦୨୪  ନଭେମ୍ବର ୩୦ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀମାନଙ୍କର ଆଗମନ ହୋଇସାରିଲାଣି। ତନ୍ମଧ୍ୟରୁ କେବଳ ଚିଲିକା […]

1 min read

ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର

ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ସେ ୧୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୨-୨୦୨୪(ପିପିଏସ) : ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ […]

1 min read

ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ

ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଆଉ ଦିନ କେଇଟା ପରେ କୋଣାର୍କ ଇକୋ ରିଟ୍ରିଟ ଷଷ୍ଠ ସଂସ୍କରଣ ଆରମ୍ଭ ହେବ। ଏଥି ନିମନ୍ତେ ବେଳାଭୂମିରେ ବଡ଼ ତୋରଣ, […]

1 min read

କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ

ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ

1 min read

୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ

ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ […]

1 min read

ଅନ୍‌ଲାଇନ୍‌ ଗେମ୍‌ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ

ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍‌ଲାଇନ୍ ଗେମ୍‌ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍‌ଲାଇନ୍ ଗେମ୍‌ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। […]

1 min read

ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା

କେନ୍ଦ୍ରାପଡ଼ା/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍‌ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି ସହର ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚିଥିଲା । ଏଥିରେ ମୂଖ୍ୟ ଅତିଥି ଭାବେ କନ୍ତିଆ ମଠାଧୀସ ସିଦ୍ଧାର୍ଥ ଶଙ୍କର ଦାସ ମହାରାଜ, ଇସକନ୍ ମଠର ମଠାଧୀସ ବାବାଜୀ ହରେକୃଷ୍ଣ ଦାସଙ୍କ ସମେତ […]

1 min read

କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……

କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ । କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ ଶିଳ୍ପୀମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା “କୁଚିପୁଡ଼ି”ନୃତ୍ୟ ।  ଶ୍ରୀମତୀ ଦୀପିକା ରେଡ୍ଡୀ ଦୀପାଞ୍ଜଳି ଅନୁଷ୍ଠାନ ମାଧ୍ୟମରେ କୁଚିପୁଡ଼ି ନୃତ୍ୟ ଶୈଳୀକୁ ଶିଖରରେ ପହଁଞ୍ଚେଇବା ସହ ଦିବ୍ୟାଙ୍ଗ ମାନଙ୍କୁ ମଧ୍ୟ ନୃତ୍ୟର କଳା ଓ ଚାତୁରୀରେ ରସତୀର୍ଣ୍ଣ କରାଇବାରେ ସେ […]

1 min read

ଧମକପୂର୍ଣ୍ଣ ଇ-ମେଲ ମାମଲା: ଗୁଗୁଲକୁ ଚିଠି ଲେଖିଲେ କ୍ରାଇମବ୍ରାଞ୍ଚ ଏସଟିଏଫ୍

ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। […]

1 min read

ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍‌, ୧୨ ଯୁଦ୍ଧପୋତ

ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ଏହା ପୂର୍ବରୁ ପୁରୀ ବ୍ଲୁ ଫ୍ଲାଗ‌୍ ବିଚ୍‌ରେ ଆରମ୍ଭ […]