ଜାତୀୟ
ସାରଥିଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି: ବାରିମୂଳ ଆଶ୍ରମ ମନା
ସାରଥି ବାବାଙ୍କ ଭାଇଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ହାଇକୋର୍ଟ ତାଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି ଦେଇଛନ୍ତି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି କଟକ ୦୫-୦୩-୨୦୨୫(ପିପିଏସ) : ସାରଥୀ ବାବା ଓରଫ ସନ୍ତୋଷ ରାଉଳଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି। ତାଙ୍କୁ ବାରିମୂଳରେ ଥିବା ତାଙ୍କ ଆଶ୍ରମରେ ପ୍ରବେଶ ପାଇଁ ପ୍ରତିବନ୍ଧକ ଲଗାଯାଇଛି। ଏନେଇ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।ବୁଧବାର ଦିନ ଓଡ଼ିଶା ହାଇକୋର୍ଟ ରାୟ […]
ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରି ଛୁଇଁଲା
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି ଏବଂ ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ଏହା ୩୯ ଡିଗ୍ରି ସେଲସିୟସ୍ ଛୁଇଁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆଜି ଏହା ପ୍ରଥମ ଥର ପାଇଁ ୩୯ ଡିଗ୍ରି ସେଲସିୟସ ଛୁଇଁଛି।ପାଣିପାଗ ବିଭାଗ […]
ଚାମ୍ପିୟନ୍ସ ଟ୍ରଫି : ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଲା ଅଷ୍ଟ୍ରେଲିଆ
ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ଦୁବାଇ /ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ […]
ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି […]
କିଟ୍ କାଣ୍ଡ
ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ ପରିସରକୁ ଯାଇ ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। […]
ବନ୍ଦ କୋଠରୀରୁ ଗର୍ଭବତୀ ପତ୍ନୀ ଓ ତାଙ୍କ ସ୍ବାମୀଙ୍କ ଗଳିତ ମୃତଦେହ ଉଦ୍ଧାର
ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତକ ଦୁହେଁ ହେଲେ ଦୁର୍ଜନ ଗଣ୍ଡ (୪୦) ଓ ପତ୍ନୀ ବିଜବାଇ ଗଣ୍ଡ (୩୫) l ଦୁଇଟି ଶବ ବେକରେ ଗାମୁଛା ରହିଥିବା ଵେଳେ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡ଼ି ନାହିଁ। ରାଇଘର/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ […]
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣା
ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜେରା ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା ହେଉଥିବା ବ୍ୟକ୍ତି ହେଲେ ବିକାଶ ମହାବଳ। ତାଙ୍କ ଘର ସମ୍ବଲପୁର ଧନୁପାଲିରେ ଏବଂ ସେ ନବ ଦାସଙ୍କ ନିକଟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାମ କରୁଥିଲେ। ଝାରସୁଗୁଡ଼ା/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା […]
ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ
୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ମୃତକ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ସୁନ୍ଦରଗଡ଼/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ […]
ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷା
ହତାଶ ଓଡ଼ିଶା ପ୍ରାର୍ଥୀଙ୍କ ପକ୍ଷରୁ ପ୍ରତିବାଦ ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷାକୁ ନେଇ ଓଡ଼ିଶାରେ ଆଶାୟୀମାନଙ୍କ ମଧ୍ୟରେ ହତାଶ ବୃଦ୍ଧି ପାଇଛି। କାରଣ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ମାର୍ଚ୍ଚ ୯ ଦୁଇଦିନରେ ପଡୁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷାକୁ ନେଇ ଓଡ଼ିଶାରେ ଆଶାୟୀମାନଙ୍କ ମଧ୍ୟରେ ହତାଶ ବୃଦ୍ଧି ପାଇଛି। କାରଣ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ମାର୍ଚ୍ଚ […]
ଖାରବେଳ ଭବନ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗ ନୋଡାଲ ବିଭାଗ ଭାବରେ ମନୋନୀତ
ଓଡ଼ିଶା ସରକାର ଖାରବେଳ ଭବନରେ ଉପଲବ୍ଧ ସୁବିଧାଗୁଡ଼ିକର ସାମଗ୍ରିକ ତଦାରଖ ଏବଂ ପରିଚାଳନା ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନୋଡାଲ ବିଭାଗ ଭାବରେ ମନୋନୀତ କରିଛନ୍ତି ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ଓଡ଼ିଶା ସରକାର ଖାରବେଳ ଭବନରେ ଉପଲବ୍ଧ ସୁବିଧାଗୁଡ଼ିକର ସାମଗ୍ରିକ ତଦାରଖ ଏବଂ ପରିଚାଳନା ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନୋଡାଲ ବିଭାଗ ଭାବରେ ମନୋନୀତ କରିଛନ୍ତି।ଖାରବେଳ ଭବନରେ ଉପଲବ୍ଧ ଭିତ୍ତିଭୂମି ଏବଂ ସୁବିଧାଗୁଡ଼ିକର ସମନ୍ୱିତ ତଦାରଖର ବର୍ଦ୍ଧିତ ଆବଶ୍ୟକତାକୁ […]