ଜୀବନଚର୍ଯ୍ୟା
ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଘଟଣା […]
୨୮ ଫେବ୍ରୁଆରିରେ ଓଡ଼ିଶା ଆସିବେ ଜେପି ନଡ୍ଡା
ଫେବ୍ରୁଆରି ୨୮ରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ ଦେଉଛନ୍ତି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଫେବ୍ରୁଆରି ୨୮ରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ […]
ଜିଲ୍ଲାପାଳଙ୍କୁ ଭେଟିବାକୁ ୨୫ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ
ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ୨୫ କି.ମି ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ କରିଛନ୍ତି। ବାରିପଦା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ଆସି ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଏବଂ ଶିକ୍ଷକମାନେ ବିଭିନ୍ନ ସମୟରେ ବିନା […]
ପ୍ରକୃତରେ ଯିଏ ଗରିବ, ତାଙ୍କର ରାସନ କାର୍ଡ କଟାଯିବନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ | ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର | ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି […]
ମାଟିତଳେ ପୋତି ହୋଇଗଲେ ୩ ଶ୍ରମିକ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ ରାଉରକେଲା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ। ପରେ […]
କୁଳପତି ଡିଜିଟାଲ ଆରେଷ୍ଟ୍ର ଶିକାର
ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ଠାରୁ ୧୪ ଲକ୍ଷ ଠକିନେଲେ ଠକ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି(ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ଡିଜିଟାଲ ଆରେଷ୍ଟ୍ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି ବ୍ରହ୍ମପୁର/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି (ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ସମ୍ପ୍ରତି ଡିଜିଟାଲ ଆରେଷ୍ଟ୍ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି।ରିପୋର୍ଟ ଅନୁସାରେ, ଜଣେ ଅଜଣା […]
ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍ଓ ସାର୍ଟିଫିକେଟ୍
ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍ ପାଇଛି ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍ ପାଇଛି । ଟିକାର ଉପଯୁକ୍ତ ସଂରକ୍ଷଣ, କୋଲ୍ଡ ଚେନ୍ ପରିଚାଳନା, ଯୋଗାଣ ଶୃଙ୍ଖଳ […]
ବିବାଦରେ କାନ୍ଥଚିତ୍ର
ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର ମହାମନିଷୀମାନଙ୍କ ନାମକୁ ଏଭଳି କଦର୍ଥ କରିଛି ଯେ, ସେମାନଙ୍କର ସମ୍ମାନହାନି ହେଉଛି। ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର […]
ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର
ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଆଳି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ରବିବାର ବିଳମ୍ୱିତ ରାତିରେ ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। […]
ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି ମାଲକାନଗିରି/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ […]