ରାଜନୀତି
ଖାରବେଳ ଭବନ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗ ନୋଡାଲ ବିଭାଗ ଭାବରେ ମନୋନୀତ
ଓଡ଼ିଶା ସରକାର ଖାରବେଳ ଭବନରେ ଉପଲବ୍ଧ ସୁବିଧାଗୁଡ଼ିକର ସାମଗ୍ରିକ ତଦାରଖ ଏବଂ ପରିଚାଳନା ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନୋଡାଲ ବିଭାଗ ଭାବରେ ମନୋନୀତ କରିଛନ୍ତି ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ଓଡ଼ିଶା ସରକାର ଖାରବେଳ ଭବନରେ ଉପଲବ୍ଧ ସୁବିଧାଗୁଡ଼ିକର ସାମଗ୍ରିକ ତଦାରଖ ଏବଂ ପରିଚାଳନା ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗକୁ ନୋଡାଲ ବିଭାଗ ଭାବରେ ମନୋନୀତ କରିଛନ୍ତି।ଖାରବେଳ ଭବନରେ ଉପଲବ୍ଧ ଭିତ୍ତିଭୂମି ଏବଂ ସୁବିଧାଗୁଡ଼ିକର ସମନ୍ୱିତ ତଦାରଖର ବର୍ଦ୍ଧିତ ଆବଶ୍ୟକତାକୁ […]
କୃଷକର ଉନ୍ନତିରେ ରାଜ୍ୟର ବିକାଶ ସମ୍ଭବ: ମୁଖ୍ୟମନ୍ତ୍ରୀ
କୃଷକମାନେ ହେଉଛନ୍ତି ଆମ ସମାଜର ମହତ୍ତ୍ୱପୂର୍ଣ୍ଣ ଅଙ୍ଗ। ସେମାନେ ଖରା, ବର୍ଷା, ଶୀତକୁ ଭ୍ରୂକ୍ଷେପ ନକରି ହାଡ଼ଭଙ୍ଗା ପରିଶ୍ରମ କରି ଆହାର ଯୋଗାଉଛନ୍ତି। କୃଷକଙ୍କୁ ବାଦ ଦେଇ ସମାଜର ପରିକଳ୍ପନା ଅସମ୍ଭବ। କେନ୍ଦୁଝର/ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : କୃଷକମାନେ ହେଉଛନ୍ତି ଆମ ସମାଜର ମହତ୍ତ୍ୱପୂର୍ଣ୍ଣ ଅଙ୍ଗ। ସେମାନେ ଖରା, ବର୍ଷା, ଶୀତକୁ ଭ୍ରୂକ୍ଷେପ ନକରି ହାଡ଼ଭଙ୍ଗା ପରିଶ୍ରମ କରି ଆହାର ଯୋଗାଉଛନ୍ତି। କୃଷକଙ୍କୁ ବାଦ ଦେଇ ସମାଜର ପରିକଳ୍ପନା ଅସମ୍ଭବ। କୃଷକଙ୍କ ଉନ୍ନତି ହେଲେ ରାଜ୍ୟର ବିକାଶ […]
ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା: ସୁରେଶ ପୂଜାରୀ
ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ ପଡ଼ିଲେ ପଶ୍ଚିମବଙ୍ଗକୁ ପାଠ ପଢ଼ାଇ ରାସ୍ତା ଦେଖାଇବ ଓଡ଼ିଶା। ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ଓଡ଼ିଶା ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ଚେତାବନୀ ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପଶ୍ଚିମବଙ୍ଗ ଅସଭ୍ୟ ସରକାର। ଆବଶ୍ୟକ […]
କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ନେଇ ଖୁଵ ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ: ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ
ମେକ ଇନ ଓଡ଼ିଶାରେ ଆସିଥିବା ଶିଳ୍ପକୁ ଗ୍ରାଉଣ୍ଡିଂ କରିବାକୁ ସେକ୍ଟର ଅନୁଯାୟୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ଉପରେ ନଜର ରଖିବ ଶିଳ୍ପ ବିଭାଗର ସ୍ୱତନ୍ତ୍ର ଟିମ୍। ଆଜି ସମୀକ୍ଷା ପରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଏଭଳି ସୂଚନା ଦେଇଛନ୍ତି। ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମେକ ଇନ ଓଡ଼ିଶାରେ ଆସିଥିବା ଶିଳ୍ପକୁ ଗ୍ରାଉଣ୍ଡିଂ କରିବାକୁ ସେକ୍ଟର ଅନୁଯାୟୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ଉପରେ ନଜର ରଖିବ ଶିଳ୍ପ ବିଭାଗର ସ୍ୱତନ୍ତ୍ର ଟିମ୍। ଆଜି […]
ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ କେନ୍ଦୁଝର ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ […]
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା ଭୁବନେଶ୍ୱର ୦୩-୦୩-୨୦୨୫( ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ […]
‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ରାଇରଙ୍ଗପୁର/ଖିଚିଂ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା […]
୩ କିମି ଦୂରରେ ଥିବା ସ୍କୁଲକୁ ପାଠପଢ଼ିବାକୁ ଯାଉଛନ୍ତି କୁନିକୁନି ଛାତ୍ରଛାତ୍ରୀ
ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ। ରାଇରଙ୍ଗପୁର /ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ପୁଣି ସାମ୍ନାକୁ ଆସିଲା ଉପାନ୍ତରେ ଶିକ୍ଷାର ବିକଳ ଚିତ୍ର। ସ୍କୁଲରେ ତାଲା ପଡ଼ିବା ପରେ ଛୋଟଛୋଟ ଛାତ୍ରଛାତ୍ରୀ ଜୀବନକୁ ବାଜି ଲଗାଇ ୩ କିଲୋମିଟର ଦୂରକୁ ଚାଲିଚାଲି ଯାଉଛନ୍ତି ଭବିଷ୍ୟତ ଗଢିବା ପାଇଁ। ଏଭଳି […]
ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟରେ ପରିଣତ କରାଯିବାର ଲକ୍ଷ୍ୟ ରହିଛି: ମନ୍ତ୍ରୀ
କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ କରିବା ବର୍ତ୍ତମାନ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ରହିଛି। କୋରାପୁଟ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ଚାଳିଛି। ଏହାକୁ ସୁଯୋଗରେ ନେଇ ସମଗ୍ର ଓଡିଶାର ସାମଗ୍ରୀକ ବିକାଶକୁ ପ୍ରାଧାନ୍ୟତା ଦିଆଯାଉଛି। ଦେଶର ଏକ ନମ୍ବର ରାଜ୍ୟ ଭାବେ ପରିଣତ […]
୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍ସର ଡେ କେୟାର ସେଣ୍ଟର’: ଜେପି ନଡ୍ଡା
ତୃଣମୂଳସ୍ତରରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ। ଚଳିତ ବର୍ଷ ଦେଶରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୨୦୦ ‘କ୍ୟାନ୍ସର ଡେ କେୟାର ସେଣ୍ଟର’ ସ୍ଥାପିତ ହେବ। ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତି ଜିଲ୍ଲାରେ ‘କ୍ୟାନ୍ସର ଡେ କେୟାର ସେଣ୍ଟର’ ସ୍ଥାପନ ପୁରୀ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ତୃଣମୂଳସ୍ତରରୁ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ। ଚଳିତ ବର୍ଷ ଦେଶରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ ୨୦୦ ‘କ୍ୟାନ୍ସର ଡେ କେୟାର ସେଣ୍ଟର’ ସ୍ଥାପିତ ହେବ। ଆସନ୍ତା […]