Popular News
ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ
ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ଏହି ପ୍ରେସ ବିବୃତ୍ତିରେ ସଂଗଠନର ୨୧ […]
ପିଇଓଙ୍କ ଠାରୁ ୮.୫୯ ଲକ୍ଷ ଲୁଟ
କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। କୋରାପୁଟ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କୋରାପୁଟ ଜିଲ୍ଲାର ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଶନିବାର ଦିନ ଦ୍ବିପହରରେ ଲୁଟ୍ ହୋଇଛି। ବୋରିଗୁମ୍ମା ବ୍ଲକର ବୋଡ଼ିଗାଁ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅର୍ଜୁନ ପାତ୍ର ଏହି ଲୁଟର ଶିକାର ହୋଇଛନ୍ତି। […]
କେରଳ ଉତ୍ସବରେ ହାତୀ ମାତିଲେ: ୩ ଜଣଙ୍କ ମୃତ୍ୟୁ, ୩୬ ଆହତ
କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। କୁରୁଭଙ୍ଗଡ଼ର ମନାକୁଲାଙ୍ଗରା ଭଗବତୀ ମନ୍ଦିରରେ ବାର୍ଷିକ ଉତ୍ସବର ପଞ୍ଚମ ତଥା ଶେଷ ଦିନରେ ଏହି ଘଟଣା ଘଟିଛି। କୋଝିକୋଡ଼/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : କେରଳର କୋଝିକୋଡ଼ ଜିଲ୍ଲାରେ ଏକ ଉତ୍ସବ ସମୟରେ ହାତୀ ଆତଙ୍କ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୬ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। […]
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ […]
ବନ୍ଦ ଘରୁ ୩ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ସଦର ଥାନା ଅନ୍ତର୍ଗତ ଖମାର ଗାଁରେ ଆଜି ଅପରାହ୍ଣରେ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକମାନଙ୍କ ଭିତରେ ବାପା, ଝିଅ ଓ ନାତି ଅଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ସେମାନଙ୍କର ପରିଚୟ ମିଳିପାରି ନାହିଁ। ଢେଙ୍କାନାଳ/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସଦର ଥାନା ଅନ୍ତର୍ଗତ ଚାଉଳିଆ ଖମାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁରେ ଏକ ବନ୍ଦ ଘରୁ ୩ଜଣଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିମାନେ ହେଲେ […]
କଟକରେ ଡବଲ ମର୍ଡର ମାମଲା:ଡେମୋ ଦେଖାଇଲା ଅଭିଯୁକ୍ତ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ। କଟକ ୧୫-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ […]
୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର
ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। […]
ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ
ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ […]
କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କଟକ ୧୪-୦୨-୨୦୨୫(ପିପିଏସ ) : କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ […]
ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ
ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ଏବଂ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଗୃହ ମୁଲତବୀ ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି। ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ […]
